ବିଜେଡି ନେତା ଭାଜପା ମୁହାଁ:ଭାଜପାରେ ମିଶିଲେ ୯ ସରପଞ୍ଚ, ୪ ସମିତିସଭ୍ୟ

ଯାଜପୁର/କୋରେଇ (ହର୍ଷବର୍ଦ୍ଧନ ବେହେରା/ଚନ୍ଦ୍ରକାନ୍ତ ପତି),୨୪/୧୨:ଗତ ଲୋକ ସଭା ନିର୍ବାଚନରେ ଯାଜପୁର ଆସନର ଫଳାଫଳକୁ ଦେଖିଲେ ଭାଜପା ଓ ବିଜେଡି ମଧ୍ୟରେ ହାରଜିତ୍‌ ବ୍ୟବଧାନ ମାତ୍ର ୦.୧୪% ରହିଥିଲା।…

କଟକରେ ସ୍ଥାପନ ହେଲା ଅଟଳଙ୍କ ବ୍ରୋଞ୍ଜ ପ୍ରତିମୂର୍ତ୍ତି

କଟକ,୨୪।୧୨(ଶିଳ୍ପା ପ୍ରିୟଦର୍ଶିନୀ): କଟକ ବେଲଭ୍ୟୁ ଛକଠାରେ ସୋମବାର ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଳବିହାରୀ ବାଜପେୟୀଙ୍କ ଏକ ବ୍ରୋଞ୍ଜ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ରାସ୍ତା ନିର୍ମାଣକୁ ନେଇ ଭାଜପା-କଂଗ୍ରେସ ମୁହାଁମୁହିଁ

ତିହିଡି, ୨୪।୧୨(ସଞ୍ଜିତ ବଳ): ତିହିଡି ବ୍ଲକ ଭଟପଡା ପଞ୍ଚାୟତ ଅଧୀନ ମିର୍ଜାପୁର ଗ୍ରାମରେ ମଙ୍ଗଳବାର ଏକ ରାସ୍ତା ନିର୍ମାଣକୁ ନେଇ ଭାଜପା ଓ କଂଗେସ କର୍ମୀ ମୁହାଁମୁହିଁ…

ପିସିସି ସଭାପତି ଚୟନକୁ ନେଇ ମୋକିମଙ୍କ ବଡ଼ ବୟାନ

ଭୁବନେଶ୍ୱର,୨୪।୧୨: କଂଗ୍ରେସ ପିସିସି ସଭାପତି ଚୟନ ନେଇ କଳ୍ପନାଜଳ୍ପନା ଲାଗି ରହିଥିବା ବେଳେ କଂଗ୍ରେସର ବରିଷ୍ଠ ନେତା ମହମ୍ମଦ ମୋକିମ ସୋମବାର ଏକ ବଡ଼ ବୟାନ ଦେଇଛନ୍ତି।…

ବାଂଲାଦେଶରୁ ଆସିଥିବା ଜାହାଜରେ ସନ୍ଦିଗ୍ଧ ପାରା

ପାରାଦୀପ,୨୪।୧୨: ଜଗତସିଂହପୁର ଜିଲା ପାରାଦୀପ ବନ୍ଦରରେ ଲାଗିଥିବା ଏକ ଜାହାଜରୁ ସୋମବାର ଦୁଇଟି ସନ୍ଦିଗ୍ଧ ପାରା ଉଦ୍ଧାର ହୋଇଛି। ବାଂଲାଦେଶରୁ ଆସିଥିବା ଜାହାଜରୁ ଏହି ପାରା ଉଦ୍ଧାର…

ଦିନକ ପରେ ବଡଦିନ: ନିରାଶ କରୁଛି ବର୍ଷା 

ଦାରିଙ୍ଗବାଡି,୨୪/୧୨( ଅରୁଣ ସାହୁ)-ବଡଦିନ ପାଇଁ ଚାରିଆଡେ ଉତ୍ସବମୁଖର। ଏହି ସମୟରେ ଦାରିଙ୍ଗବାଡି ବର୍ଷାରେ ଭିଜିଛି। ଲଘୁଚାପଜନିତ ପ୍ରଭାବରେ ସୋମବାର ବିଳମ୍ବିତ ରାତିରେ ବର୍ଷା ହୋଇଥିବା ବେଳେ ମଙ୍ଗଳବାର…

ସମନ ପରେ ଥାନାରେ ପହଞ୍ଚିଲେ ଅଲ୍ଲୁ ଅର୍ଜୁନ

ହାଇଦ୍ରାବାଦ,୨୪।୧୨: ଥିଏଟରରେ ଦଳାଚକଟା ମାମଲାରେ ସୋମବାର ହାଇଦ୍ରାବାଦ ପୋଲିସ ଅଭିନେତା ଅଲ୍ଲୁ ଅର୍ଜୁନଙ୍କୁ ଏକ ନୂଆ ସମନ ପଠାଇଛି। ଯେଉଁଥିରେ ତାଙ୍କୁ ମଙ୍ଗଳବାର ପୂର୍ବାହ୍ନ ୧୧ଟାରେ ଚିକଡପଲ୍ଲୀ…

ଅଶ୍ୱିନୀଙ୍କ ସ୍ଥାନ ନେବେ ଏହି ଖେଳାଳି : ଜାଣନ୍ତୁ ସେ କିଏ…

ମେଲବୋର୍ନ,୨୪ା୧୨: ମୁମ୍ବାଇ ଅଫ୍‌-ସ୍ପିନର ତନୁଷ କୋଟିଆନ ଅଷ୍ଟ୍ରେଲିଆ ଗସ୍ତରେ ଯାଇ ସେଠାରେ ଭାରତୀୟ କ୍ରିକେଟ ଦଳରେ ଯୋଗଦେବେ। ନିକଟରେ ଅବସର ନେଇଥିବା ରବିଚନ୍ଦ୍ରନ ଅଶ୍ୱିନୀଙ୍କ ସ୍ଥାନରେ ତାଙ୍କୁ…

କାମ କରିବାକୁ ଯାଇଥିବା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ

ପାଟଣା,୨୪।୧୨(ବୀର କିଶୋର ଦାଶ): ଚଣ୍ଡିଖୋଲ ନିକଟସ୍ଥ ମାଙ୍କଡପାଳ ଗ୍ରାମକୁ ଦିନ ମଜୁରିଆ ଭାବେ କାମ କରିବାକୁ ଯାଇଥିବା ମହିଳାଙ୍କ ରବିବାର ସନ୍ଦେହ ଜନକ ଭାବେ ମୃତ୍ୟୁ ଘଟିଛି।…

ସରକାରୀ କ୍ୱାର୍ଟର୍ସରେ ଝୁଲିପଡ଼ିଲେ ଫାର୍ମାସିଷ୍ଟ

ଗଜପତି,୨୪/୧୨(ଗିରିଧାରୀ ପରିଛା):ଗଜପତି ଜିଲା ନୂଆଗଡ଼ ବ୍ଲକ ଖଜୁରୀପଦାସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଷ୍ଟାଫ କ୍ୱାର୍ଟର୍ସରୁ ଜଣେ ୧୦୮ ଆମ୍ବୁଲାନ୍ସ ଫାର୍ମାସିଷ୍ଟଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ…