ଏକାଧିକ ବିବାହ କରି ୧.୨୫ କୋଟି ଠକେଇ

ଜୟପୁର, ୨୪।୧୨: ରାଜସ୍ଥାନର ଜୟପୁର ପୋଲିସ ସୀମା ଅଗ୍ରୱାଲ ଓରଫ ନିକ୍କି ନାମ୍ନୀ ଜଣେ ଯୁବତୀଙ୍କୁ ରବିବାର ଉତ୍ତରାଖଣ୍ଡର ଡେରାଡୁନ୍‌ରୁ ଗିରଫ କରିଛି। ଲୁଟେରା କନ୍ୟା ଭାବେ…

ଓଡ଼ିଶା ଆସିବାକୁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪ା୧୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ଓଡ଼ିଶାରେ ଆୟୋଜନ ହେବାକୁ ଥିବା ‘ପ୍ରବାସୀ ଭାରତୀୟ ଦିବସ’ ଏବଂ ‘ଉତ୍କର୍ଷ…

ଛାତ୍ରୀ ନିବାସରୁ ରାସନ ସାମଗ୍ରୀ ବୋଝେଇ ଗାଡି ଅଟକ: ପ୍ରଧାନ ଶିକ୍ଷକଙ୍କୁ ଘେରିଗଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୨୩ା୧୨(ଦୁର୍ଗା କୀର୍ତ୍ତି): ଛାତ୍ରୀ ନିବାସ ପାଇଁ ଉଦ୍ଦିଷ୍ଟ ବିଭିନ୍ନ ରାସନ ସାମଗ୍ରୀ ନେଇ ଚମ୍ପଟ ମାରୁଥିବା ବେଳେ ଗ୍ରାମବାସୀଙ୍କ ଦ୍ଵାରା ଗାଡିକୁ ଅଟକ ରଖାଯାଇଥିବା ବେଳେ…

ଭଏସ୍ କଲ୍, ମେସେଜ ପାଇଁ ସ୍ବତନ୍ତ୍ର ପ୍ଲାନ ଆଣିବାକୁ ସରକାରଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୩ା୧୨: ଟେଲିକମ୍ ରେଗୁଲେଟର ଟେଲିକମ୍ ରେଗୁଲେଟୋରୀ ଅଥରିଟି ଅଫ୍ ଇଣ୍ଡିଆ (ଟ୍ରାଇ) ସୋମବାର ଶୁଳ୍କ ନିୟମରେ ସଂଶୋଧନ କରିଛି। ଏହା ଅଧୀନରେ ମୋବାଇଲ୍ ସେବା ପ୍ରଦାନକାରୀ କମ୍ପାନୀଗୁଡିକ…

ବଢ଼ିଲା ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କ ଅଡୁଆ, ପୁଣି ପୋଲିସ ନିକଟରେ ହାଜର ହେବାକୁ ନୋଟିସ

ହାଇଦ୍ରାବାଦ,୨୩ା୧୨: ହାଇଦ୍ରାବାଦ ପୋଲିସ ସନ୍ଧ୍ୟା ଥିଏଟର ଦଳାଚକଟା ଘଟଣାରେ ଅଭିନେତା ଅଲ୍ଲୁ ଅର୍ଜୁନଙ୍କୁ ନୂଆ ସମନ ଜାରି କରିଛି ହାଇଦ୍ରାବାଦ ଚିକ୍କଡପଲ୍ଲୀ ପୋଲିସ। ଘଟଣା ସମ୍ପର୍କରେ ପୋଲିସ…

କୋର୍ଟରେ ବିଚାରପତିଙ୍କୁ ଚପଲ ଫିଙ୍ଗିଲେ ହତ୍ୟା ଅଭିଯୁକ୍ତ

ଠାଣେ,୨୩ା୧୨: ମହାରାଷ୍ଟ୍ର ଠାଣେ ଜିଲାର ଏକ ସେସନ୍ସ କୋର୍ଟରେ ଶନିବାର ଅପରାହ୍ନରେ ଶୁଣାଣି ବେଳେ ଜଣେ ୨୨ ବର୍ଷୀୟ ହତ୍ୟା ଅଭିଯୁକ୍ତ ବିଚାରପତିଙ୍କ ଉପରକୁ ଚପଲ ଫିଙ୍ଗିଥିଲେ।…

ଧାନ ମଣ୍ଡିକୁ ନେଇ ବିବାଦ: ଧାରଣା ଦେଲେ ଖେଳାଳି

ହିଞ୍ଜିଳିକାଟୁ,୨୩।୧୨(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ରାଳବ ଗାଁରେ ଆରଏମସି ମାକେର୍ଟ ୟାର୍ଡ ମଧ୍ୟରେ ଖରିଫ ଋତୁରେ ଧାନ ସଂଗ୍ରହ ପାଇଁ ଧାନ ମଣ୍ଡି ଖୋଲିବାକୁ…

ପ୍ରଖ୍ୟାତ ଚଳଚ୍ଚିତ୍ର ନିର୍ଦ୍ଦେଶକ ଶ୍ୟାମ ବେନେଗାଲଙ୍କ ପରଲୋକ

ମୁମ୍ବାଇ: ବଲିଉଡକୁ ଉଜ୍ଜ୍ୱଳ ଚଳଚ୍ଚିତ୍ର ଦେଇଥିବା ପ୍ରଖ୍ୟାତ ଚଳଚ୍ଚିତ୍ର ନିର୍ଦ୍ଦେଶକ ଶ୍ୟାମ ବେନେଗାଲଙ୍କ ଦେହାନ୍ତ ହୋଇଛି। ମୃତ୍ୟୁ ବେଳେକୁ ତାଙ୍କୁ ୯୦ ବର୍ଷ ବୟସ ହୋଇଥିଲା। ଶ୍ୟାମ…

ରାଜ୍ୟରେ ୪୦୦୦ ଖାଲି କନିଷ୍ଠ ଶିକ୍ଷକ ପଦବୀ ପୂରଣ କରିବାକୁ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୨୩ା୧୨: ରାଜ୍ୟରେ କନିଷ୍ଠ ଶିକ୍ଷକ ପଦବୀ ନିଯୁକ୍ତିକୁ ନେଇ ଚାଲିଥିବା ବିବାଦରେ ପୁଣିଥରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ଆସିଛି। ସଦ୍ୟତମ ବିକାଶରେ ହାଇକୋର୍ଟ ନୂତନ କଟ୍ ମାର୍କ ସ୍ଥିର…

ଲାଞ୍ଚ ନେବାବେଳେ ବ୍ଲକ ଯୋଗାଣ ସାହାୟିକାଙ୍କ ଉପରେ ମାଡିବସିଲା ଭିଜିଲାନ୍ସ, ୪ ସ୍ଥାନରେ ଚାଲିଛି ଚଢାଉ

କୋରାପୁଟ,୨୩।୧୨ ( ଅମିତାଭ ବେହେରା ): ଭିଜିଲାନ୍ସ ଜାଲରେ ପଡିଲେ ଦଶମନ୍ତପୁର ବ୍ଲକର ଯୋଗାଣ ସାହାୟିକା ( ଏମଆଇ )ମମତା ବେହେରା। କୋରାପୁଟ ଜିଲାର ଦଶମନ୍ତପୁର ବ୍ଲକରେ…