ସ୍ଥାୟୀ ବିଇଓ ନିଯୁକ୍ତି ପାଇଁ ଗଣଶିକ୍ଷା ମନ୍ତ୍ରୀଙ୍କ ନିକଟରେ ଦାବି

ଦାରିଙ୍ଗବାଡି,୨୩।୧୨( ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠି ଶିକ୍ଷା ଅଧିକାରୀ (ବିଇଓ )ସ୍ଥାୟୀ ପଦବୀ ଦୀର୍ଘ ଦିନ ହେଲା ଖାଲି ପଡିଛି। ଉକ୍ତ ବ୍ଲକର ୨୫…

ମନ୍ତ୍ରୀ କଲେ ବଡ଼ ଖୁଲାସା: ”ରାଜ୍ୟରେ ଏବେ ବି ରହିଛି ବିଜେଡି ଶାସନ ଚାପ”

କେସିଙ୍ଗା, ୨୩।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଆୟୋଜିତ ବୁଢା ଡଙ୍ଗର ଲୋକ ମହୋତ୍ସବରେ ଯୋଗଦେବା ପାଇଁ ଗସ୍ତରେ ଆସିଥିବା ପଞ୍ଚାୟତିରାଜ, ଗ୍ରାମ୍ୟ ଉନ୍ନୟନ ଓ…

ଗୋଟେ ଲଘୁଚାପ ଯାଉଯାଉ ପୁଣି ଆସୁଛି ଆଉ ଏକ ଲଘୁଚାପ, ଚାଷୀ ଛାନିଆ

ନିରାକାରପୁର, ୨୩।୧୨(ମାନସ ଚନ୍ଦ୍ର ପଟ୍ଟନାୟକ ): ଚଳିତ ମାସରେ ହୋଇଥିବା ଅଦିନିଆ ଲଗାଣ ବର୍ଷା ଚାଷୀ ମେରୁଦଣ୍ଡକୁ ଦୋହଲେଇଦେଇଥିବା ବେଳେ ପୁଣି ଆଉ ଗୋଟିଏ ଲଘୁଚାପ ଆସୁଛି…

ବୁଢା ଡଙ୍ଗର ଲକୋମହୋତ୍ସବ ଆରମ୍ଭ: ନିଶାନ ବାଜାରେ ଦୁଲୁକିଲା କେସିଙ୍ଗା ସହର

କେସିଙ୍ଗା୨୩।୧୨: କଳାହାଣ୍ଡି ଜିଲା କେସିଙ୍ଗା ସ୍ଥିତ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନ ଦ୍ୱାରା ବୁଢା ଡଙ୍ଗର ଲୋକ ମହୋତ୍ସବ ରବିବାର ଆରମ୍ଭ ହୋଇଯାଇଛି। ପ୍ରଥମ ଦିନରେ ସ୍ଥାନୀୟ ଜଗନ୍ନାଥ…

ପ୍ରେସର କୁକର୍ ଗୋଦାମରେ ଅଗ୍ନିକାଣ୍ଡ

ଭୁବନେଶ୍ୱର,୨୩।୧୨: ସତ୍ୟନଗର ସ୍ଥିତ ଏକ ପ୍ରେସର କୁକର୍ ଗୋଦାମରେ ଅଗ୍ନିକାଣ୍ଡ ଘଟିଛି। ନିଆଁର ପ୍ରଭାବ ବହୁତ ଅଧିକ ଥିବା ଅବେଳେ ଏଥିରେ ଗୋଦାମରେ ଥିବା ସାମଗ୍ରୀ ଜଳିପୋଡ଼ି…

ଅଦିନିଆ ବର୍ଷାରେ ଫସଲ କ୍ଷୟକ୍ଷତି: ଚାଷୀଙ୍କ ପାଇଁ ବଡ଼ ଘୋଷଣା କଲେ ରାଜସ୍ଵ ମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟରେ ଶୀତଦିନରେ ଅଦିନିଆ ବର୍ଷା କାରଣରୁ ଚାଷୀମାନେ କ୍ଷତିର ସାମ୍ନା କରିଛନ୍ତି। ଅନେକ ଜିଲାରେ ଧାନ ବିଲରେ ଧାନ ଭାସି ଯାଇଥିବା ବେଳେ ବାଦାମ ଚାଷୀମାନେ…

ପୋଖରୀକୁ ଗାଧୋଇବାକୁ ଯାଇ ଆଉ ଫେରିଲେନି

ହିଞ୍ଜିଳିକାଟୁ,୨୩।୧୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ଅର୍ନ୍ତଗତ ସମରଝୋଳ ଗ୍ରାମ ପୋଖରୀ ପାଣିରେ ବୁଡି ସୋମବାର ଭୋର୍‌ରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ ଗାଁ…

୨୦୨୪ ନିର୍ବାଚନରେ ଅନିୟମିତତା ଅଵିହଯୋଗ ଆଣିଲା ବିଜେଡି, ଭୋଟ୍ ପାର୍ଥକ୍ୟ ନେଇ ଆପତ୍ତି

ଭୁବନେଶ୍ୱର,୨୩।୧୨: ୨୦୨୪ ଗତ ସାଧାରଣ ନିର୍ବାଚନରେ ବଡ଼ ଅନିୟମିତତା ଅଭିଯୋଗ ଆଣିଛି ବିଜୁ ଜନତା ଦଳ। ସୋମବାର ବିଜେଡି ସଂସଦୀୟ ଟିମ୍‌ ନିର୍ବାଚନ କମିଶନରଙ୍କୁ ଭେଟି ଏନେଇ…

ଆଉ ଦିନକ ପରେ ବଡଦିନ: ରାଇକିଆ ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ,୨୩।୧୨(ପ୍ରଦୀପ ବେହେରା): ଆଉ ଦିନକ ପରେ ବଡଦିନ। ଏନେଇ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସଜସଜ୍ଜା ସାଙ୍ଗକୁ ବ୍ୟାପକ ପ୍ରସ୍ତୁତି ଚାଲିଛି। ବଡ଼…

ଶୀତ ମହୋତ୍ସବ ପାଇଁ ସଜବାଜ: ନୂତନ କମିଟି ଚୟନ ପାଇଁ ନିଷ୍ପତି

ଦାରିଙ୍ଗବାଡି,୨୩୧୨( ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡିରେ ୨୦୨୫ ଶୀତ ମହୋତ୍ସବ ପାଳନ କରାଯିବା ପାଇଁ ସୋମବାର ଶୀତ ମହୋତ୍ସବ ପାଳନ କମିଟିର ସମ୍ପାଦକ ତଥା ବିଡ଼ିଓ ପ୍ରୀତିରଞ୍ଜନ…