ଖବରକାଗଜ ବିତରକଙ୍କ ଉପରକୁ ଡେଇଁଲା ମାଙ୍କଡ଼: ଆଉ ତା’ପରେ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ସଦରମହାକୁମା ଛତ୍ରପୁରରେ ମାଙ୍କଡ଼ ମାନଙ୍କ ଉପଦ୍ରବ ବଢ଼ିବାରେ ଲାଗିଛି। ଜଣେ ଖବରକାଗଜ ବିତରକ ଏହାର ଏହାର ଶିକାର ହୋଇଛନ୍ତି। ସ୍ଥାନୀୟ…

ଏଫଏକ୍ୟୁ ମାନ କୋହଳ ପାଇଁ ଉଠିଲା ଦାବି

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ଲଗାଣ ବର୍ଷା ହେତୁ ଖରିଫ ଧାନ ଫସଲ କ୍ଷୟକ୍ଷତିର ଭରଣା, ଧାନର ଏଫଏକ୍ୟୁ ମାନ କୋହଳ, ଟୋକେନ ଅବଧି ବର୍ଦ୍ଧିତ ଦାବି ନେଇ…

ରୁବେନ ବାନାର୍ଜୀଙ୍କ ବହିକୁ ନେଇ ବିଜେଡିରେ କମ୍ପନ: ମୁହଁ ଖୋଲିଲେ ଅରୁଣ ସାହୁ

ଭୁବନେଶ୍ୱର,୨୩।୧୨: ବଙ୍ଗାଳୀ ଲେଖକ ରୁବେନ ବାନାର୍ଜୀଙ୍କ ପୁସ୍ତକ ‘ନବୀନ ପଟ୍ଟନାୟକ-ଦ ଅଥରେଟିଭ୍‌ ବାୟୋଗ୍ରାଫି ରିଭାଇଜ୍‌ଡ୍‌ ଆଫ୍ଟର ୨୦୨୪ ଇଲେକ୍ସନ’କୁ ନେଇ ବିଜେଡିରେ କମ୍ପନ ସୃଷ୍ଟି ହୋଇଛି। ବହିରେ…

ଖୋଲିଲା ଧାନ ମଣ୍ଡି: ଶୁଭାରମ୍ଭ କଲେ ବିଧାୟକ

ପାଟଣା,୨୩।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକରେ ଖରିଫ ଋତୁରେ ଧାନ କ୍ରୟ କରିବା ପାଇଁ ପାଟଣା ବ୍ଲକ ଅଧିନରେ ଥିବା ୨ ଶାଖା ସମବାୟସମିତି…

ଓଡ଼ିଶାର ଆଉ ଏହି ୩ଟି ସ୍ଥାନରେ ଲାଗିବ ଡପଲର ରାଡାର

ଭୁବନେଶ୍ୱର,୨୩।୧୨: ଓଡ଼ିଶାର ଆଉ ୩ଟି ସ୍ଥାନରେ ଡପଲର ରାଡାର ଲାଗିବ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏବଂ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୋମବାର ସୂଚନା…

ବଡ଼ ରେକର୍ଡ କଲେ ପାଣ୍ଡ୍ୟା: ବିସ୍ଫୋରକ ଇନିଂସ ଖେଳି…

ନୂଆଦିଲ୍ଲୀ,୨୩।୧୨: ବିଜୟ ହଜାରେ ଟ୍ରଫି ୨୦୨୪ରେ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ପ୍ରଥମେ ବ୍ୟାଟିଂ କରି ବରୋଦା ୪୦୦ ରନ ମାର୍କ ଅତିକ୍ରମ କରିଛନ୍ତି। ଏହି ସମୟରେ ଅଧିନାୟକ…

ଜିଲା ରାଇଫଲ ସଂଘର ନୂଆ କର୍ମକର୍ତ୍ତାଙ୍କ ନାମ ଘୋଷଣା କଲେ ବିଧାୟକ କଳିକେଶ ନାରାୟଣ ସିଂଦେଓ

ବଲାଙ୍ଗୀର,୨୩ା୧୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ନାରାୟଣ ସିଂଦେଓଙ୍କ ସ୍ପୋର୍ଟ କମ୍ପ୍ଲେକ୍ସଠାରେ ଜିଲା ରାଇଫଲ ସଂଘର ସଧାରଣ ବୈଠକ ଅନୁଷ୍ଠିତ ହୋଇଥିଲା। ସୋମବାର ବଲାଙ୍ଗୀର ବିଧାୟକ ତଥା…

ଭାଜପାରେ ସାମିଲ ହେବେ ଛଗନ ଭୁଜବଳ? ଫଡନାଭିସଙ୍କୁ ଭେଟିବା ପଛରେ କ’ଣ ରହିଛି ରହସ୍ୟ ଜାଣନ୍ତୁ

ମୁମ୍ବାଇ,୨୩।୧୨: ମହାରାଷ୍ଟ୍ରରେ ମନ୍ତ୍ରଣାଳୟ ବିଭାଜନ ପରେ ମଧ୍ୟ ରାଜନନୈତିକ ଅସ୍ଥିରତା ଚରମ ସୀମାରେ ରହିଛି। କୌଣସି ବିଭାଗ ନ ପାଇ କ୍ରୋଧିତ ଏନସିପି ନେତା ଛଗନ ଭୁଜବଲ…

ସଂସଦରେ ଠେଲାପେଲା ଘଟଣା: ଭାଜପାର ଦୁଇ ଏମ୍‌ପିଙ୍କୁ ହସ୍ପିଟାଲରୁ ମିଳିଲା ଛୁଟି

ନୂଆଦିଲ୍ଲୀ,୨୩।୧୨: ସଂସଦ କମ୍ପ୍ଲେକ୍ସରେ ବିରୋଧୀ ଓ ଏନଡିଏ ସଦସ୍ୟଙ୍କ ମଧ୍ୟରେ ନିକଟରେ ଝଗଡା ହୋଇଥିଲା। ଏହି ସମୟରେ ଦୁଇ ଭାଜପା ଏମପି ପ୍ରତାପ ଷଡଙ୍ଗୀ ଏବଂ ମୁକେଶ…

ଆରଏସ୍‌ଏସ୍‌ ଆମର ଶାସକ ନୁହେଁ, ସଂଘ ମୁଖ୍ୟଙ୍କୁ ରାମଭଦ୍ରାଚାର୍ଯ୍ୟଙ୍କ ବାର୍ତ୍ତା

ନୂଆଦିଲ୍ଲୀ, ୨୩।୧୨: ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ (ଆରଏସଏସ) ମୁଖ୍ୟ ମୋହନ ଭଗବତ ନିକଟରେ କହିଥିଲେ ଯେ କେତେକ ଲୋକ ଅନୁଭବ କରୁଛନ୍ତି ଯେ ସେମାନେ ଏଭଳି…