ଜଷ୍ଟିସ ସୂର୍ଯ୍ୟକାନ୍ତ ହେବେ ପରବର୍ତ୍ତି ମୁଖ୍ୟ ବିଚାରପତି

ନୂଆଦିଲ୍ଲୀ,୨୭।୧୦: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ବି.ଆର. ଗଭାଇ ପରବର୍ତ୍ତୀ ମୁଖ୍ୟ ବିଚାରପତି ପାଇଁ କେନ୍ଦ୍ର ଆଇନ ମନ୍ତ୍ରଣାଳୟକୁ ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ନାମ ପ୍ରସ୍ତାବ ଦେଇଛନ୍ତି। ସିଜେଆଇ ଗଭାଇ…

ଝଡ଼ ‘ମୋନ୍ଥା’ ଆଶଙ୍କାରେ ଜିଲାବାସୀ, ସମୁଦ୍ର ତଟକୂଳବାସୀଙ୍କୁ ସତର୍କ ସୂଚନା

କେନ୍ଦ୍ରାପଡ଼ା,୨୭ା୧୦ (ଜଗନ୍ନାଥ ଧଳ): ସମ୍ଭାବ୍ୟ ସାମୁଦ୍ରିକ ଝଡ଼ ମୋନ୍ଥା ଏବେ ବଙ୍ଗୋପସାଗର ମଧ୍ୟରେ ଅବପାତର ରୂପ ନେଇଛି। ଏହି ଝଡ଼ର ପ୍ରଭାବ କେନ୍ଦ୍ରାପଡ଼ା ଜିଲାରେ ପଡ଼ିବ ବୋଲି…

ଚାଇନା ସହ ମିଶି ଟ୍ରମ୍ପଙ୍କୁ ବଡ଼ ଝଟ୍‌କା ଦେଲା ଭାରତ

ନୂଆଦିଲ୍ଲୀ,୨୭।୧୦: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରୁଷରୁ ତେଲ କିଣିବା ପାଇଁ ଭାରତ ଉପରେ ୫୦ ପ୍ରତିଶତ ଶୁଳ୍କ ଲାଗୁ କରିଥିଲେ। ଏହି ନିଷ୍ପତ୍ତି ଭାରତୀୟ ବ୍ୟବସାୟୀଙ୍କ…

ସମ୍ଭାବ୍ୟ ବାତ୍ୟା ମୋନ୍ଥାକୁ ନେଇ ହା ହୁତାଶରେ ଚାଷୀ

ରାଜକନିକା, ୨୭ା୧୦(ସଞ୍ଜୟ କୁମାର ଦାଶ): ଧାନ ବିଲରେ ସୁନା ଫସଲକୁ ଦେଖି ଚାଷୀ ଆନନ୍ଦିତ ହେଉଥିଲା। ହେଲେ ଆଇଏମ୍‌ଡି ବିଭାଗର ସୂଚନା ଅନୁଯାୟୀ ବଙ୍ଗୋପସାଗରରେ ସୃଷ୍ଟ ଘୃର୍ଣ୍ଣିବଳୟ…

ବାତ୍ୟା ମୋନ୍ଥାକୁ ରୋକିବ ଲୁଣା ହେନ୍ତାଳ ଜଙ୍ଗଲ

ମହାକାଳପଡ଼ା,୨୭ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ମୋନ୍ଥା ବାତ୍ୟା ରୂପ ନେଇଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଉପକୂଳବର୍ତ୍ତୀ ଅଞ୍ଚଳରେ…

୮୩ ପିଲାଙ୍କୁ ଜନ୍ମଦେବ ବିଶ୍ୱର ପ୍ରଥମ AI ମନ୍ତ୍ରୀ: ପ୍ରଧାନମନ୍ତ୍ରୀ କଲେ ବଡ଼ ଘୋଷଣା

ଟିରାନେ,୨୭।୧୦: ଆଲବାନିଆର ପ୍ରଧାନମନ୍ତ୍ରୀ ଏଡି ରାମା ଏକ ଆଶ୍ଚର୍ଯ୍ୟଜନକ ଘୋଷଣା କରିଛନ୍ତି। ଦେଶର ପ୍ରଥମ ଏଆଇ ମନ୍ତ୍ରୀ ଡିଏଲା ଗର୍ଭବତୀ ଅଛି। ମନ୍ତ୍ରୀ କେବଳ ଗୋଟିଏ କିମ୍ବା…

୫୬ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଲେ ୧୧୩୩ ପରୀକ୍ଷାର୍ଥୀ

କର୍ଲାମୁଣ୍ଡା:୨୭।୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ବିଦ୍ୟାଳୟରେ ଅଭିଯାନ ‘ଉଲ୍ଲାସ’ କାର୍ଯ୍ୟକ୍ରମର ଏଫଏଲଏନ୍‌ଏଟି ଶିକ୍ଷାର୍ଥୀଙ୍କ ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବୋରପଦର…

ଲୋକକଳାକୁ ବଞ୍ଚାଇ ରଖିବା ପାଇଁ ପ୍ରୟାସ

ଭଞ୍ଜନଗର,୨୭ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅଗଝୋଳ ମା’ ଠାକୁରାଣୀ ମନ୍ଦିର ପରିସରରେ ରବିବାର ଘୁମୁସର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ଭାରତ ଲୀଳା କଳାକାର…

ICUରେ ଶ୍ରେୟସ ଆୟର: ଆସିଲା ବଡ଼ ଅପ୍‌ଡେଟ୍‌

ନୂଆଦିଲ୍ଲୀ,୨୭।୧୦: ଭାରତୀୟ ଦିନିକିଆ ଦଳର ଉପ-ଅଧିନାୟକ ଶ୍ରେୟସ ଆୟରଙ୍କୁ ସିଡନୀର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କୁ ICUରେ ରଖାଯାଇଛି। ରିପୋର୍ଟ ଅନୁଯାୟୀ, ଆୟରଙ୍କ ଇଣ୍ଟରନାଲ୍‌ ବ୍ଲିଡିଂ…

ଗୋପାଳପୁର ବନ୍ଦରରେ ୨ ନମ୍ବର ବିପଦ ସଙ୍କେତ, ପର୍ଯ୍ୟଟକଙ୍କୁ ବେଳାଭୂମି ବୁଲିବା ମନା

ଗୋପାଳପୁର,୨୭ା୧୦(ନବୀନ ରାଜ ଆଚାରୀ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇ ବଳ ଗୋଟାଇ ଭୀଷଣ ବାତ୍ୟା ରୂପ ଧାରଣ କରି ସ୍ଥଳଭାଗମୁହାଁ…