ସହକାରୀ ଶିକ୍ଷୟିତ୍ରୀଙ୍କୁ ଶାରୀରିକ ନିର୍ଯାତନା

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ମାଣିକେଶ୍ୱରୀ ହାଇସ୍କୁଲର ପ୍ରଧାନଶିକ୍ଷକ ରବି କାନୁନ୍‌ଗୋଙ୍କ ବିରୋଧରେ ଶାରୀରିକ ନିର୍ଯାତନା ଅଭିଯୋଗ ଆଣିଛନ୍ତି ବିଦ୍ୟାଳୟର ସହକାରୀ ଶିକ୍ଷୟିତ୍ରୀ ପ୍ରଣତୀ…

ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଉପରେ ରୋକ ଲଗାଇଲେ ହାଇକୋର୍ଟ; ନୂଆ ଲିଷ୍ଟ ଜାରି କରିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୬।୮: ୬୯ ହଜାର ଶିକ୍ଷକ ନିଯୁକ୍ତି ମାମଲାରେ ବଡ଼ ରାୟ ଦେଇଛନ୍ତି ହାଇକୋର୍ଟ। କୋର୍ଟଙ୍କ ଦୁଇଜଣିଆ ଖଣ୍ଡପୀଠ ଶିକ୍ଷକ ନିଯୁକ୍ତି ମେରିଟ୍ ଲିଷ୍ଟକୁ ଖାରଜ କରି ଦେଇଛନ୍ତି।…

ପୂର୍ବତନ ପ୍ରଧାନମନ୍ତ୍ରୀ ହାସିନାଙ୍କ ନାଁରେ ରୁଜୁ ହେଲା ଆଉ ଏକ ହତ୍ୟା ମାମଲା

ଢାକା,୧୬ା୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କ ବିରୋଧରେ ଶୁକ୍ରବାର ଆଉ ଏକ ମାମଲା ରୁଜୁ ହୋଇଛି। ଜଣେ ଶିକ୍ଷକଙ୍କୁ ହତ୍ୟା ଘଟଣାରେ ହାସିନାଙ୍କୁ ଅଭିଯୁକ୍ତ କରାଯାଇଛି।…

ଦାୟିତ୍ୱ ଗ୍ରହଣ ପରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ୱାୟୀ. ବି. ଖୁରାନିଆ

ଭୁବନେଶ୍ୱର,୧୬।୮: ନୂତନ ଭାବେ ଦାୟିତ୍ଵ ଗ୍ରହଣ କରିଥିବା ପୋଲିସ ପୋଲିସ ମହାନିର୍ଦ୍ଦେଶକ ୱାୟୀ. ବି. ଖୁରାନିଆ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ…

ନାରୀଙ୍କୁ ଦେଖିଲେ ପୁରୁଷ ଡରିବେ

କୋଲକାତା ଟ୍ରେନି ଡାକ୍ତର ଦୁଷ୍କର୍ମ ମାମଲାର ନ୍ୟାୟ ପାଇଁ କ୍ୟାଣ୍ଡେଲ ଧରି ରାଜରାସ୍ତାକୁ ଓହ୍ଲାଇଛନ୍ତି ବିଜେବି କଲେଜର ଛାତ୍ରୀଛାତ୍ର । ଯଦି କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାନ…

କନ୍ଧମାଳରେ ହେବ ଆଳୁ, ପିଆଜ ଚାଷ: ନିର୍ମାଣ କରାଯିବ ୫୮ ଶୀତଳଭଣ୍ଡାର

ବାଲିଗୁଡା,୧୬।୮(ସଞ୍ଜୟ କୁମାର ପାଣିଗ୍ରାହୀ): ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଶୁକ୍ରବାର କନ୍ଧମାଳ ଜିଲା ଗସ୍ତ କରି ସ୍ଥାନୀୟ ଲୋକଙ୍କୁ ଭେଟି ବିଭିନ୍ନ ସମସ୍ୟା ସମ୍ପର୍କରେ…

ମହାପ୍ରଭୁଙ୍କ ଦର୍ଶନ କରି ଆଶୀର୍ବାଦ ନେଲେ ବଲିଉଡ ସୁନ୍ଦରୀ ଜୁହି ଚାୱଲା, କହିଲେ ବଡ଼ କଥା

ମହାରାଷ୍ଟ୍ର,୧୬।୮: ପୁରୀ ଆସି ଶ୍ରୀମନ୍ଦିରେ ମହାପ୍ରଭୁଙ୍କ ଦର୍ଶନ କରି ଆଶୀର୍ବାଦ ନେଇଛନ୍ତି ନବେ ଦଶକର ବଳିଉଡ ସୁନ୍ଦରୀ ତଥା କୋଲକାତା ନାଇଟ ରାଇଡର୍ସର ସହ-ମାଲିକ ଜୁହି ଚାୱଲା…

ବିଲରେ କରୁଥିଲେ କାମ: କାମୁଡ଼ିଦେଲା ସାପ

ଦିଗପହଣ୍ଡି/ପାଟପୁର,୧୬।୮(ଅଶେଷ ନାଥ ମିଶ୍ର/ସୀମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ବାରି ଗ୍ରାମରେ ସାପ କାମୁଡାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ…

ଓଡ଼ିଶା ଫେରି ନବୀନଙ୍କୁ ଭେଟିଲେ ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜେତା ଅମିତ୍‌ ରୋହିଦାସ୍

ଭୁବନେଶ୍ୱର,୧୬।୮: ଭାରତୀୟ ହକି ଦଳ ଲଗାତାର ଦ୍ୱିତୀୟ ଥର ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ବିଜୟୀ ଦଳର ସଦସ୍ୟ ଥିବା ଓଡ଼ିଶାର ଅମିତ ରୋହିଦାସ ଶୁକ୍ରବାର ଓଡ଼ିଶା ଫେରିଛନ୍ତି।…

ଅଲିମ୍ପିକ ସ୍ବର୍ଣ୍ଣ ପଦକ ବିଜେତା ଶ୍ୱଶୁରଙ୍କୁ ଡିମାଣ୍ଡ କଲେ ୫-୬ ଏକର ଜମି

ଇସଲାମାବାଦ,୧୬।୮: ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ପାକିସ୍ତାନ କେବଳ ଗୋଟିଏ ପଦକ ପାଇଥିଲା। ସେହି ପଦକକୁ ଜାଭେଲିନ ଥ୍ରୋରେ ଅର୍ଶଦ ନଦୀମ ଜିତିଥିଲେ। ଭାରତର ତାରକା ଜାଭେଲିନ ଥ୍ରୋ…