ୱଣ୍ଡର୍ଲା ଭୁବନେଶ୍ୱରର ପାର୍ବଣ ଉପହାର ଅଫର

ଭୁବନେଶ୍ୱର,୪।୧୦: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ସର୍ବବୃହତ୍‌ ଆମ୍ୟୁଜ୍‌ମେଣ୍ଟ ପାର୍କଚେନ୍‌ ୱଣ୍ଡର୍ଲା ହଲିଡେଜ୍‌ ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ ପାର୍ବଣ ଉପହାର ଅଫରର ଶୁଭାରମ୍ଭ ସମ୍ପର୍କରେ ଘୋଷଣା…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା:ଏହି ଦିନ ମିଳିବ ପିଏମ୍‌ କିଷାନ କିସ୍ତି

ଭୁବନେଶ୍ୱର, ୪।୧୦(ସୁନିତ୍‌ ମିଶ୍ର):ଦଶହରା ପୂର୍ବରୁ ଚାଷୀମାନଙ୍କ ପାଇଁ ଖୁସି ଖବର ଆସିଛି। ପିଏମ୍‌ କିଷାନ ଯୋଜନାର ୧୮ତମ କିସ୍ତି ହିତାଧିକାରୀମାନଙ୍କୁ ପ୍ରଦାନ କରାଯିବ। ଆସନ୍ତା ୫ ତାରିଖରେ…

ସଭରକର ଗୋମାଂସ ଖାଉଥିଲେ

ବେଙ୍ଗାଲୁରୁ,୪ା୧୦: ହିନ୍ଦୁ ଜାତୀୟତାବାଦୀ ରାଜନେତା ବିନାୟକ ଦାମୋଦର ସଭରକର ମାଂସ ଖାଉଥିଲେ। ସେ ଗୋହତ୍ୟାକୁ ବିରୋଧ କରୁ ନ ଥିଲେ ବୋଲି କର୍ନାଟକ ସ୍ବାସ୍ଥ୍ୟମନ୍ତ୍ରୀ ଦୀନେଶ ଗୁଣ୍ଡୁ…

ଦେଶର କେହି ପିତା ନାହାନ୍ତି: କଙ୍ଗନାଙ୍କ ପୋଷ୍ଟକୁ ନେଇ ବିବାଦ

ନୂଆଦିଲ୍ଲୀ, ୪।୧୦: ଅଭିନେତ୍ରୀ ତଥା ଭାଜପା ଏମ୍‌ପି କଙ୍ଗନା ରାଣାଓ୍ବତଙ୍କୁ ନେଇ ପୁଣି ବିବାଦ ଦେଖାଦେଇଛି। ବୁଧବାର ସେ ଏକ୍ସ’ରେ ଏକ ପୋଷ୍ଟ କରି ପୂର୍ବତନ ପ୍ରଧାନମନ୍ତ୍ରୀ…

ଉଚ୍ଚ ଶବ୍ଦରେ ବାଜିବନି ଡିଜେ, ଚାନ୍ଦିନୀଚୌକ, ଖାନନଗର ପୂଜା କମିଟି ଦେବେ ଅଣ୍ଡରଟେକିଂ

କଟକ,୪।୧୦ (କାର୍ତ୍ତିକ ସାହୁ) ଚଳିତ ଶାରଦୀୟ ଦୁର୍ଗାପୂଜାକୁ ସରସ ସୁନ୍ଦର କରିବା ପାଇଁ ରାସ୍ତାଘାଟ ଚକାଚକ କରିବା ସହ ପୂଜାରେ ଉଚ୍ଚ ଶବ୍ଦ ସୃଷ୍ଟିକାରୀ ବାଜା ଅଥବା…

ଜାଲ୍‌ ବ୍ୟାଙ୍କ ଖୋଲି ଠକିନେଲେ ଅନେକ ଲକ୍ଷ

ରାୟପୁର,୪ା୧୦: ବ୍ୟାଙ୍କ କାରବାରରେ ଜାଲିଆତି, ଜାଲ୍‌ କାଗଜପତ୍ର ଦେଇ ଠକେଇ ଏବଂ ଅନ୍ୟାନ୍ୟ ଆର୍ଥତ୍କ ଦୁର୍ନୀତି ଖବର ଅନେକ ସମୟରେ ପ୍ରକାଶ ପାଇଥାଏ। ତେବେ ଛତିଶଗଡ଼ରେ ନିକଟରେ…

ସୋୟା ବଡ଼ି ଲାଇସେନ୍ସରେ ନକଲି ଘିଅ, କାରଖାନା ସିଲ୍‌

ମଙ୍ଗୁଳି-ଜଗତପୁର,୪।୧୦(ମାନସ ସାମଲ):ସୋୟାବିନ ବଡ଼ି ତିଆରି ପାଇଁ ଲାଇସେନ୍ସ ଆଣିଥିବା ଜଣେ ବ୍ୟକ୍ତି ନକଲି ଘିଅ ପ୍ରସ୍ତୁତ କରି ବଜାରକୁ ବିକ୍ରି ପାଇଁ ଛାଡୁଥିଲେ। କଟକ ଜଗତ୍‌ପୁର ଶିଳ୍ପାଞ୍ଚଳରେ…

ହମାସ୍‌ ସରକାରୀ ମୁଖ୍ୟ, ୨ ଶୀର୍ଷ ନେତା ନିହତ

ଜେରୁଜେଲମ୍‌,୪ା୧୦: ଇସ୍ରାଏଲ୍‌ ଏୟାରଷ୍ଟ୍ରାଇକ୍‌ରେ ହମାସ୍‌ ସରକାର ମୁଖ୍ୟ ରାଓ୍ବହି ମୁଶ୍‌ତାହା ନିହତ ହୋଇଛନ୍ତି। ୩ ମାସ ପୂର୍ବେ ଗାଜାର ଏକ ଭୂତଳ ପରିସରକୁ ଟାର୍ଗେଟ କରି କରାଯାଇଥିବା…

ଅର୍ଥନୀତିକୁ ଯୁଦ୍ଧ ଭୟ

ମୁମ୍ବାଇ/ନ୍ୟୁୟର୍କ,୪ା୧୦: ପାର୍ବଣ ଋତୁରେ ସାଧାରଣତଃ ଭାରତୀୟ ଶେୟାର ବଜାର ଫୁଲିଉଠିଥାଏ। କିନ୍ତୁ ଚଳିତ ବର୍ଷ ଏଥିରେ ବ୍ୟତିକ୍ରମ ଦେଖିବାକୁ ମିଳିଛି। ଅକ୍ଟୋବର ଆରମ୍ଭରୁ ଷ୍ଟକ୍‌ ମାର୍କେଟ ତଳମୁହଁା…

ବଦଳିବ ଜେଲ ମାନୁଆଲ୍‌: ବନ୍ଦୀଙ୍କୁ ଜାତି ଆଧାରରେ କାମ ବାଣ୍ଟିବା ବନ୍ଦ

ନୂଆଦିଲ୍ଲୀ,୪ା୧୦(ପି.ଟି.):ଦେଶର ୧୧ ରାଜ୍ୟରେ ଜେଲ୍‌ ନିୟମାବଳୀରେ ରହିଥିବା ଜାତିଭିତ୍ତିକ ପକ୍ଷପାତିତାକୁ ସୁପ୍ରିମକୋର୍ଟ ଗୁରୁବାର ଖାରଜ କରିଦେଇଛନ୍ତି। ଉକ୍ତ ମାନୁଆଲ ଅନୁଯାୟୀ ବନ୍ଦୀମାନଙ୍କୁ କାର୍ଯ୍ୟ ବଣ୍ଟନ ବେଳେ ସେମାନଙ୍କୁ…