ନ୍ୟୁଜିଲାଣ୍ଡକୁ ମିଳିଲା ଦିନିକିଆ-ଟି୨୦ର ନୂଆ ଅଧିନାୟକ

ନୂଆଦିଲ୍ଲୀ,୧୮।୧୨: ମିଚେଲ ସାଣ୍ଟନରଙ୍କୁ ଆଧିକାରୀକ ଭାବେ ନ୍ୟୁଜିଲାଣ୍ଡର ହ୍ବାଇଟ୍‌ ବଲ୍‌ ଟିମ୍‌ର ଅଧିନାୟକ ଭାବେ ନିଯୁକ୍ତ କରାଯାଇଛି। ସେ କେନ୍‌ ଓ୍ବିଲିୟମସନଙ୍କ ସ୍ଥାନ ନେବେ, ଯିଏ କି…

ଗୋଟିଏ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ସହ ଖାର୍ଗେ, ରାହୁଲ: ନେଇଗଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୮ା୧୨: ଭାରତର ପରବର୍ତ୍ତୀ ଜାତୀୟ ମାନବ ଅଧିକାର ଆୟୋଗ (ଏନ୍‌ଏଚ୍‌ଆର୍‌ସି) ନିଯୁକ୍ତି ନିମନ୍ତେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଗଠିତ ଏକ କମିଟିର ବୈଠକ ବୁଧବାର ଅନୁଷ୍ଠିତ…

ବ୍ରହ୍ମପୁର ବିଜେଡି କର୍ପୋରେଟରଙ୍କୁ ଭେଟିଲେ ନବୀନ, କହିଲେ ‘ ମେୟରଙ୍କୁ ସମ୍ମାନ ଦିଅ’

ବ୍ରହ୍ମପୁର,୧୮ା୧୨(ସ୍ମୃତି ରଂଜନ ମହାଲିକ)-ବିବାଦରୁ ଦୂରେଇ ଶୃଙ୍ଖଳିତ ହୁଅ। ମିଳିମିଶି ଦଳର ସଂଗଠନକୁ ଅଧିକ ମଜଭୁତ ପାଇଁ କାମ କର। ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍‌ସି)ର ବିଜେଡି କର୍ପୋରେଟରମାନଙ୍କୁ…

ମୁମ୍ବାଇରେ ନୌସେନା, ଯାତ୍ରୀବାହୀ ବୋଟ୍ ମୁହାଁମୁହିଁ ଧକ୍କା: ତିନି ଯବାନଙ୍କ ସମେତ ୧୩ ମୃତ

ମୁମ୍ବାଇ,୧୮ା୧୨: ବୁଧବାର ମୁମ୍ବାଇର ଗେଟୱେ ଅଫ୍ ଇଣ୍ଡିଆରୁ ହାତୀ ଦ୍ୱୀପ ଆଡକୁ ପ୍ରାୟ ୬୦ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ବୋଟ୍ ଦୁର୍ଘଟଣା ପରେ ବୁଡ଼ି ଯାଇଛି।…

ଷ୍ଟେଶନରେ କମ୍ବଳ ଘୋଡେଇ ଶୋଇଥିଲେ ମହିଳା, ମୃତଦେହ ଭାବି ପୋଷ୍ଟମର୍ଟମ କରିବାକୁ ଦେଲେ ନିର୍ଦ୍ଦେଶ, ତା’ ପରେ ଯାହା ଘଟିଲା…

ପାଟନା,୧୮।୧୨: ବିହାରର ଅରରିଆରେ ଅଜବ ମାମଲା ସାମ୍ନାକୁ ଆସିଛି। ଏଠାରେ ଜଣେ ମହିଳା ରେଳ ଷ୍ଟେଶନରେ କମ୍ବଳ ଘୋଡେଇ ଶୋଇଥିବା ବେଳେ ରେଳ ବିଭାଗର ସଫେଇ କର୍ମଚାରୀମାନେ…

ମହିଳାଙ୍କୁ ଅସଦାଚରଣ! ଜଗତସିଂହପୁର ସହକାରୀ ଜିଲାପାଳ ନିଲମ୍ବିତ

ଭୁବନେଶ୍ୱର,୧୮ା୧୨: କାର୍ଯ୍ୟରତ ମହିଳାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ନିଲମ୍ବିତ ହୋଇଛନ୍ତି ଜଗତସିଂହପୁର ସହକାରୀ ଜିଲାପାଳ। ସହକାରୀ ଜିଲାପାଳ ଉମେଶଚନ୍ଦ୍ର ଲେଙ୍କାଙ୍କ ବିରୋଧରେ ଅଭିଯୋଗ ଆସିବା ପରେ ରାଜସ୍ବ…

ଏଫ୍‌ଏକ୍ୟୁ ମାନକୁ ନେଇ ବିବାଦ, ମଣ୍ଡିରୁ ଉଠିଲାନି ଧାନ

ଝରିଗାଁ,୧୮ା୧୨(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଝରିଗାଁ ଏବଂ ଚଚା ମଣ୍ଡିରେ ମଧ୍ୟ ଧାନର ଏଫ୍‌ଏକ୍ୟୁ ମାନକୁ ନେଇ ବିବାଦ ଦେଖାଦେଇଛି। କିଛି ଚାଷୀଙ୍କ…

ବାବା ସାହେବ ଆମ୍ବେଦକର କାହିଁକି କରିଥିଲେ ଧର୍ମ ପରିବର୍ତ୍ତନ? ହିନ୍ଦୁରୁ ହୋଇଥିଲେ…

ନୂଆଦିଲ୍ଲୀ,୧୮।୧୨: ଲୋକ ସଭା ଏବଂ ରାଜ୍ୟ ସଭାରେ ସମ୍ବିଧାନ ଉପରେ ଜୋରଦାର ବିତର୍କ ଚାଲିଥିଲା। ଗୃହମନ୍ତ୍ରୀ ଅମିତ ଶାହଶଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ବଢ଼ିବାରେ…

ବାୟୁସେନାରେ ଅଗ୍ନିବୀର ନିଯୁକ୍ତି ପାଇଁ ବିଜ୍ଞପ୍ତି ଜାରି: ଯୁକ୍ତ ୨ ପାସ୍ କରିଥିଲେ ସୁବର୍ଣ୍ଣ ସୁଯୋଗ

ନୂଆଦିଲ୍ଲୀ,୧୮ା୧୨: ଭାରତୀୟ ସେନାରେ ଯୋଗଦେବାକୁ ଚାଁହୁଥିବା ଯୁବକ ଯୁବତୀଙ୍କ ପାଇଁ ଖୁସି ଖବର। ଭାରତୀୟ ବାୟୁସେନା (ଆଇଏଏଫ) ଅଗ୍ନିପଥ ଯୋଜନାରେ ଅଗ୍ନିବୀରବାୟୁ ୦୧/୨୦୨୬ ପାଇଁ ବିଜ୍ଞପ୍ତି ପ୍ରକାଶ…

ଚଢ଼ାଉ ବେଳେ ଆଇଆଇସିଙ୍କୁ ଆକ୍ରମଣ: ପଥର ମାଡ଼ରେ ଥାନା ଗାଡ଼ି ଭାଙ୍ଗିଲା

ଉଦଳା, ୧୮।୧୨(ସନ୍ତୋଷ କୁମାର ବାଚ୍ଛିନୀ)-ଲଘୁ ଖଣିଜ ପଦାର୍ଥ ଚୋରାଚାଲାଣ ରୋକିବାକୁ ଚଢ଼ାଉ ବେଳେ ସଂଘବଦ୍ଧ ଆକ୍ରମଣରେ ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଆଇଆଇସି ପ୍ରକାଶ କୁମାର ରଥ…