ପ୍ରମିଳାଙ୍କ ଭାଇଙ୍କ ଘରେ ପଶିଲା ଇଡି

ଭୁବନେଶ୍ୱର,୧୮।୧୨: ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ଭାଇ କ୍ଷୀରୋଦ ମଲ୍ଲିକଙ୍କ ଘରେ ଇଡି ପକ୍ଷରୁ ବୁଧବାର ଚଢାଉ କରାଯାଇଛି। ୨୩୧ କୋଟି ଠକେଇ ଅଭିଯୋଗରେ…

ଅବସର ପ୍ରାପ୍ତ ଡିଏସପିଙ୍କ ଘରେ ଲାଗିଲା ନିଆଁ, ୬ ମୃତ

କଠୁଆ,୧୮।୧୨: ଜମ୍ମୁ କଠୁଆ ଜିଲାର ଶିବନଗରରେ ଏକ ଘରେ ନିଆଁ ଲାଗିଯାଇଛି। ଏହି ଦୁର୍ଘଟଣାରେ ୬ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହି ସମୟରେ ୪ଜଣଙ୍କୁ ଉଦ୍ଧାର…

ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ: ଏହି ସବୁ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୮।୧୨: ଦକ୍ଷିଣ ଆଣ୍ଡାମାନ ସାଗର ଓ ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟରେ ମେଘୁଆ ପାଗ ସହ ବର୍ଷା ସମ୍ଭାବନା ରହିଛି। ଆସନ୍ତା…

ମଣିପୁରରୁ ଷ୍ଟାରଲିଙ୍କ ଉପଗ୍ରହ ଇଣ୍ଟରନେଟ ଉପକରଣ ଜବତ

ଇମ୍ଫାଲ,୧୮।୧୨: ମଣିପୁରର କେରୋ ଖୁନାଓରେ ଉଗ୍ରବାଦୀ ଗୋଷ୍ଠୀ ପିପୁଲ୍ସ ଲିବରେସନ ଆର୍ମି (ପିଏଲଏ) ଦ୍ୱାରା ବ୍ୟବହୃତ ହୋଇଥିବା ଅଭିଯୋଗରେ ଭାରତୀୟ ସୁରକ୍ଷା ବାହିନୀ ଷ୍ଟାରଲିଙ୍କ ଉପଗ୍ରହ ଇଣ୍ଟରନେଟ…

୧୦ ଦିନ ପରେ ବଳଦ ମାରିଲା, ଖାଇ ପାରିଲା ନାହିଁ : ଜିନ୍ନତକୁ ନେଇ ତେଜୁଛି ଅସନ୍ତୋଷ

ବାରିପଦା,୧୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଛାଡ଼ି ଝାଡ଼ଖଣ୍ଡ ରାଜ୍ୟ ରାଜାବସା ଓ ଚିଆବାନ୍ଧି ଜଙ୍ଗଲରେ ରହୁଥିବା ମହାବଳ ବାଘୁଣୀ ଜିନ୍ନତକୁ ନେଇ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ବଢ଼ିବାରେ…

ବଜାରକୁ ଆସିବ ଓମ୍‌ଫେଡ୍‌ ପାଣି, ଚକୋଲେଟ୍‌

ଭୁବନେଶ୍ୱର,୧୮ା୧୨(ଅନୁରାଧା ମହାରଣା):ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ନେତୃତ୍ୱରେ ଏକ ଟିମ୍‌ ଗୁଜରାଟର ଆନନ୍ଦଠାରେ ଥିବା ଭାରତ ସରକାରଙ୍କ ସ୍ବୀକୃତିପ୍ରାପ୍ତ ନ୍ୟାଶନାଲ ଡାଏରୀ…

ରାଜ୍ୟ ପର୍ଯ୍ୟଟନ ସଚିବଙ୍କ ଦିଗପହଣ୍ଡି ଗସ୍ତ: ୫-ଟି ହାଇସ୍କୁଲ, ମିଶନ ଶକ୍ତି ଗୃହ

ଦିଗପହଣ୍ଡି,୧୮ା୧୨(ଅଶେଷ ନାଥ ମିଶ୍ର):ଦିଗପହଣ୍ଡି ଗସ୍ତରେ ରାଜ୍ୟ ପର୍ଯ୍ୟଟନ ସଚିବ ତଥା କମିଶନର ବାଲୱନ୍ତ ସିଂ ଆସିଛନ୍ତି। ମଙ୍ଗଳବାର ବାସୁଦେବପୁର ପଞ୍ଚାୟତ କାର୍ଯ୍ୟାଳୟ, ଶ୍ରୀଜଗନ୍ନାଥ ୫-ଟି ହାଇସ୍କୁଲ, ମିଶନ…

ସଡ଼କ ଦୁର୍ଘଟଣାରେ ୩ ଗୁରୁତର

ହିଞ୍ଜିଳିକାଟୁ, ୧୮।୧୨(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ବେଲଗାଁ ଥାନା ଅନ୍ତର୍ଗତ ଗୋଦରାପଲ୍ଲୀ ଗ୍ରାମ ଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ତିନି ଜଣ ବ୍ୟକ୍ତି ଗୁରୁତର ଆହତ…

ଟିପିସିଓଡିଏଲ୍‌ର ଗୁଣବତ୍ତା ମାସ

ଭୁବନେଶ୍ୱର,୧୮।୧୨(ଅଭୟ ଦାଶ): ଟି ପି ସେଣ୍ଟ୍ରାଲ୍‌ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ଗୁଣବତ୍ତା ମାସ-୨୦୨୪’ ନିକଟରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମର ବିଷୟବସ୍ତୁ…

‘ରିଓନ୍‌’ର ନେଟ୍‌ୱର୍କ ସମ୍ପ୍ରସାରଣ

ନୂଆଦିଲ୍ଲୀ,୧୮।୧୨: ରୟାଲ ଏନ୍‌ଫିଲ୍ଡ (ଆର୍‌ଇ)ର ପ୍ରି-ଓନ୍‌ଡ ମୋଟରସାଇକେଲ ବ୍ୟବସାୟ ‘ରିଓନ୍‌’ର ନେଟ୍‌ୱର୍କ ସମ୍ପ୍ରସାରଣ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଭାରତର ୨୩୬ ସହରର ଗ୍ରାହକ ଓ ଆର୍‌ଇ…