OISFରେ ସୃଷ୍ଟି କରାଯିବ ୬ ହଜାର ନିଯୁକ୍ତି: ମୁଖ୍ୟମନ୍ତ୍ରୀ

କଟକ,୧୬।୧୨: ପୋଲିସ ବାହିନୀକୁ ସଶକ୍ତ କରିବା ପାଇଁ ଗୃହ ବିଭାଗରେ ପ୍ରାୟ ୧୦ ହଜାର ପଦବୀ ଖୁବ ଶୀଘ୍ର ପୂରଣ କରାଯିବ। ସୋମବାର ଓଡ଼ିଶା ହାବିଲଦାର କନଷ୍ଟେବଲ୍…

ଗାନ୍ଧୀ ମାର୍ଗରେ ଗଡ଼ିବ ପ୍ରଜ୍ଞାପନ ମେଢ଼: ସାଧାରଣତନ୍ତ୍ର ଦିବସରେ ପ୍ରଦର୍ଶିତ ହେବ ରାଜ୍ୟର ଐତିହ୍ୟ ଓ ବିକାଶ

ଭୁବନେଶ୍ୱର,୧୬ା୧୨(ଅନିଲ ଦାସ)-ଆସନ୍ତା ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ବେଳେ ଭୁବନେଶ୍ବରସ୍ଥିତ ଗାନ୍ଧୀ ମାର୍ଗରେ ପ୍ରଜ୍ଞାପନ ମେଢ଼ ଗଡ଼ିବ । ଏଥିରେ ରାଜ୍ୟର ଐତିହ୍ୟ, ପରମ୍ପରା, ଅସ୍ମିତା ଏବଂ…

ବଡଦିନ ଶାନ୍ତିଶୃଙ୍ଖଳାରେ ପାଳନ ପାଇଁ: ପ୍ରଶାସନ ତତ୍ପର 

ଦାରିଙ୍ଗବାଡି,୧୬।୧୨ (ଅରୁଣ ସାହୁ): ଆଉ କିଛିଦିନ ପରେ ବଡଦିନ ଆସୁଛି। ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ପାଇଁ ଦାରିଙ୍ଗବାଡି ଏବେଠାରୁ ଚଳଚଞ୍ଚଳ ହୋଇଉଠିଲାଣି। ଖ୍ରୀଷ୍ଟଧର୍ମାଲମ୍ବୀମାନେ ଏହି ପର୍ବ ପାଳନ…

ଭାରତରେ ରହିଛି ୨୧ ନକଲି ବିଶ୍ୱବିଦ୍ୟାଳୟ

ନୂଆଦିଲ୍ଲୀ, ୧୬।୧୨: ଭାରତରେ ସମୁଦାୟ ୨୧ ନକଲି ବିଶ୍ୱବିଦ୍ୟାଳୟ ରହିଛି। ସୋମବାର ଲୋକ ସଭାର ପ୍ରଶ୍ନକାଳ ସମୟରେ ଏକ ପ୍ରଶ୍ନର ଉତ୍ତର ରଖି କେନ୍ଦ୍ର ଶିକ୍ଷା ରାଷ୍ଟ୍ର ମନ୍ତ୍ରୀ…

ଶ୍ରୀଲଙ୍କା ମାଟିକୁ ଭାରତ ବିରୋଧରେ ବ୍ୟବହାର କରିବାକୁ ଦିଆଯିବନି: ଦିସାନାୟକେ

ନୂଆଦିଲ୍ଲୀ,୧୬ା୧୨: ଶ୍ରୀଲଙ୍କା ଏହାର ଅଞ୍ଚଳକୁ ଭାରତର ସ୍ବାର୍ଥ ବିରୋଧୀ କୌଣସି କାର୍ଯ୍ୟରେ ବ୍ୟବହାର ପାଇଁ ଅନୁମତି ଦେବ ନାହିଁ ବୋଲି ଏହାର ରାଷ୍ଟ୍ରପତି ଅନୁରା କୁମାରା ଦିସାନାୟକେ…

ବାଇକ୍‌ ଧକ୍କାରେ ସ୍ବାମୀ ମୃତ, ସ୍ତ୍ରୀ ଗୁରୁତର କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

ଜୁନାଗଡ଼/କୋକସରା,୧୬ା୧୨ (ସୁନୀଲ କୁମାର ସିଂହ/ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ପଖନାଗୁଡା ଛକ ନିକଟରେ ସୋମବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା…

ଜାଲ୍‌ ଜାତି ପ୍ରମାଣପତ୍ର ବାତିଲ ଦାବି : ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଆଦିବାସୀଙ୍କ ରାସ୍ତାରୋକୋ

ବଲାଙ୍ଗୀର,୧୬ା୧୨(ବୀରେନ୍ଦ୍ର କୁମାର ଝାଙ୍କର)- ବଲାଙ୍ଗୀର ଜିଲା ଆଦିବାସୀ କଲ୍ୟାଣ ସଂଘ ପକ୍ଷରୁ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ୮ ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରାଯାଇ ଏକ ନିର୍ଦ୍ଦିଷ୍ଟ…

ଆମେରିକା ଆକାଶରେ ରହସ୍ୟମୟ ଡ୍ରୋନ୍‌ , ଲୋକେ ଭୟଭୀତ

ଓ୍ବାଶିଂଟନ,୧୬ା୧୨: ଆମେରିକାର ନ୍ୟୁ ଜର୍ସି ଓ ଅନ୍ୟାନ୍ୟ ରାଜ୍ୟର ଆକାଶରେ କିଛିଦିନ ହେଲା କେତେକ ରହସ୍ୟମୟ ଡ୍ରୋନ୍‌ ଉଡ଼ୁଥିବାର ଦେଖାଯାଇଛି। ଏହାକୁ ନେଇ ଦେଶବାସୀ ଭୟଭୀତ ହୋଇଥିବାବେଳେ…

ଓଡ଼ିଶାକୁ ଆଗ୍ରାଧିକାର: ଜାନୁଆରୀ ମାସରେ ୨ ଥର ଆସିବେ ପ୍ରଧାନମନ୍ତ୍ରୀ

କଟକ,୧୬।୧୨: ଜାନୁଆରୀ ମାସରେ ଦୁଇଥର ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ଆସନ୍ତା ମାସରେ ଭୁବନେଶ୍ୱରରେ ହେବାକୁ…

ଅପରାଧୀଠାରୁ ପାଦେ ଆଗରେ ରହିବାକୁ ପୋଲିସକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ଵର, ୧୬।୧୨: ଆଜିକାଲି ଅପରାଧୀମାନେ ନୂଆ ନୂଆ ଉପାୟ ଅବଲମ୍ବନ କରୁଛନ୍ତି। ତେଣୁ, ପୋଲିସକୁ ମଧ୍ୟ ଅପରାଧୀଙ୍କ ଠାରୁ ପାଦେ ଆଗରେ ରହିବାକୁ ହେବ। ସୋମବାର କଟକରେ…