‘ଗରିବୀ ହଟାଅ’ ସବୁଠୁ ବଡ଼ ଜୁମ୍‌ଲା: ମୋଦି

ନୂଆଦିଲ୍ଲୀ,୧୫।୧୨: ସମ୍ବିଧାନ ପ୍ରଣୟନକୁ ୭୫ ବର୍ଷ ପୂରିଥିବାବେଳେ ଏହାକୁ ନେଇ ଶୁକ୍ରବାରଠାରୁ ପାର୍ଲାମେଣ୍ଟରେ ଜୋର୍‌ଦାର ବିତର୍କ ଜାରି ରହିଛି। ଶନିବାର ଏହି ବିତର୍କର ଉତ୍ତର ରଖି ପ୍ରଧାନମନ୍ତ୍ରୀ…

୬ ମାସ ଭିତରେ ବିଧାୟକ ଟଙ୍କାଟିଏ ଆଣିପାରିନାହାନ୍ତି: ନରେନ୍ଦ୍ର

ପାଲଲହଡ଼ା,୧୫।୧୨(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଲଲହଡ଼ାଠାରେ ଥିବା ଦ୍ୱିତୀୟ ଚିଲିକା, ଖୁଲୁଡି ଏବଂ ବୁଲାଝରକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦେବାକୁ ବିଧାୟକ ଅଶୋକ ମହାନ୍ତି ରାଜ୍ୟ ସରକାରଙ୍କ ବିଭିନ୍ନ…

ଭୋଗ ନାଁରେ ବିକ୍ରି ହେଉଛି ଅପମିଶ୍ରିତ ଖଜା

ପୁରୀ,୧୫ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁଙ୍କ ଭୋଗ କହି ଶ୍ରୀମନ୍ଦିର ବାହାରେ ବିକ୍ରି ହେଉଛି ଅପମିଶ୍ରିତ ଖଜା, ଯାହାକୁ ନେଇ ସୁଆର-ମହାସୁଆର ନିଯୋଗ ସମ୍ପାଦକ ନାରାୟଣ ମହାସୁଆର ଅଭିଯୋଗ…

ମାଠିଆ ବାଡ଼େଇ ରାଜନୀତି କଲେ ପୂର୍ବ ସରକାର: ମନ୍ତ୍ରୀ ହରିଚନ୍ଦନ

ଭୁବନେଶ୍ୱର,୧୫।୧୨(ଅନିଲ ଦାସ): ମହାନଦୀ ପ୍ରସଙ୍ଗକୁ ନେଇ ଆରୋପ ପ୍ରତ୍ୟାରୋପ ରାଜନୀତି ଜୋର ଧରିଛି। ବିଜେଡି ଅଭିଯୋଗ କରିଛି, ନୂଆ ଅଧ୍ୟକ୍ଷ ନିଯୁକ୍ତି ଅର୍ଥ ଦାସେ ଆସିଲେ ମୂଳରୁ…

ଶୀତ ଲହରି ନେଇ ଏହି ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୫ା୧୨(ଅନୁରାଧା ମହାରଣା): ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରି ଜାରି ରହିଛି। ଶନିବାର ସର୍ବାଧିକ ତାପମାତ୍ରା ପାରଳାଖେମୁଣ୍ଡିରେ ୩୦.୫ ଡିଗ୍ରୀ ସେଲସିୟସ୍‌ ରହିଥିବାବେଳେ ସର୍ବନିମ୍ନ ତାପମାତ୍ରା…

ଜାନୁଆରୀରେ ଜୋରଦାର ହେବ ଲଢ଼େଇ: ବିଜେଡି

ଭୁବନେଶ୍ୱର,୧୫।୧୨(ଅନିଲ ଦାସ): ଆନ୍ଧ୍ର ସରକାରଙ୍କ ଦ୍ବାରା ନିର୍ମାଣାଧୀନ ପୋଲାଭରମ୍‌ ପ୍ରକଳ୍ପ ଯୋଗୁ ମାଲକାନଗିରି ଜିଲାର ମୋଟୁ ଅଞ୍ଚଳର କେତେକ ପଞ୍ଚାୟତ କ୍ଷତିଗ୍ରସ୍ତ ହେବାର ଆଶଙ୍କା ରହିଛି। ଏହି…

ମୃତ ଯବାନଙ୍କ ୨୦ଲକ୍ଷ ହଡ଼ପ ପାଇଁ କୋର୍ଟ ରାୟ ଜାଲିଆତି

ଉଦଳା,୧୫ା୧୨(ସନ୍ତୋଷ କୁମାର ବାଛିନୀ): ଜଣେ ମୃତ ଯବାନଙ୍କ ଟଙ୍କା ହଡ଼ପ କରିବାକୁ ସାଙ୍ଘାତିକ କାଣ୍ଡ। କୋର୍ଟଙ୍କ ରାୟ, ବିଚାରପତିଙ୍କ ଦସ୍ତଖତ ଜାଲ୍‌ କରିବା ସହ ସରକାରୀ କାଗଜପତ୍ରକୁ…

ଟ୍ରେନ୍‌ରେ ଓ୍ବାକିଂ ବୁକ୍‌ଫେୟାର- ଟ୍ରାଭେଲ

ଭୁବନେଶ୍ୱର,୧୫ା୧୨ (ସୌମ୍ୟରଞ୍ଜନ ରାଉତ): ଟ୍ରେନ୍‌ରେ ୨ୟ ଓ୍ବାକିଂ ବୁକ୍‌ଫେୟାର- ଟ୍ରାଭେଲ୍‌ ରାଇଟିଂ ଫେଷ୍ଟିଭାଲ ଶନିବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱର ରେଳଷ୍ଟେଶନରୁ ଟ୍ରେନ ଯାତ୍ରା ମାଧ୍ୟମରେ ଭ୍ରମଣକାରୀମାନେ ଏହି…

ଭଙ୍ଗାଗଲା ବିଜେଡି କାର୍ଯ୍ୟାଳୟ

ଖୁଣ୍ଟୁଣୀ, ୧୫ ।୧୨(ସଚ୍ଚିଦାନନ୍ଦ ପଣ୍ଡା): କଟକ ଜିଲା ଆଠଗଡ଼ ତହସିଲ ଅଧୀନ କୁମାରପୁର ପଞ୍ଚାୟତର ଗୋଚର ଜମିରେ ନିର୍ମାଣ ହୋଇଥିବା ବିଜେଡି କାର୍ଯ୍ୟାଳୟକୁ ଶନିବାର ପୂର୍ବାହ୍ନରେ ଜିଲା…

କେନ୍ଦ୍ରାପଡ଼ା ଜିଲାକୁ ଅତ୍ୟଧିକ ବନ୍ୟା, ମରୁଡ଼ି ବିପଦ

ନୂଆଦିଲ୍ଲୀ,୧୫ା୧୨: ଓଡ଼ିଶାର କେନ୍ଦ୍ରାପଡ଼ା, ବିହାରର ପାଟନା ଏବଂ କେରଳର ଆଲାପୁଝା ସମେତ ୧୧ ଜିଲାକୁ ବନ୍ୟା ଓ ଅନାବୃଷ୍ଟିର ଅତ୍ୟଧିକ ବିପଦ ରହିଥିବା ନେଇ ଆଇଆଇଟି ଜଳବାୟୁ…