ଏପଟେ ଗିରଫ ହେଲେ ଅଲ୍ଲୁ ଅର୍ଜୁନ, ସେପଟେ ହତ୍ୟା ମାମଲାରେ ଏହି ଅଭିନେତାଙ୍କୁ ମିଳିଲା ଜାମିନ

ହାଇଦ୍ରାବାଦ,୧୩।୧୨: କର୍ଣ୍ଣାଟକ ହାଇକୋର୍ଟ ରେଣୁକାସ୍ବାମୀ ହତ୍ୟା ମାମଲାରେ ଅଭିଯୁକ୍ତ ଅଭିନେତା ଦର୍ଶନ, ପାଭିତ୍ରା ଗୌଡାଙ୍କୁ ଜାମିନ ପ୍ରଦାନ କରିଛନ୍ତି। ବିଚାରପତି ଏସ. ବିଶ୍ୱନାଥ ସେଟ୍ଟୀ ଏହି ଜାମିନ…

ଗିରଫ ହୋଇଥିବା ଅଲୁ ଅର୍ଜୁନଙ୍କୁ କେତେ ବର୍ଷ ଯାଏ ମିଳିବ ଦଣ୍ଡାଦେଶ, ଜାଣନ୍ତୁ…

ମୁମ୍ବାଇ,୧୩।୧୨: ଦକ୍ଷିଣ ସୁପରଷ୍ଟାର ଅଲୁ ଅର୍ଜୁନଙ୍କୁ ହାଇଦ୍ରାବାଦ ପୋଲିସ ଶୁକ୍ରବାର ତାଙ୍କ ଘରୁ ଗିରଫ କରିଛି। ନିକଟରେ ହାଇଦ୍ରାବାଦରେ ଘଟିଥିବା ଏକ ଦଳାଚକଟା ସଂପର୍କରେ ଏହି ଗିରଫଦାରୀ…

ଭିଡିଓ ଭାଇରାଲ ପରେ ହୋମଗାର୍ଡଙ୍କ ସମେତ ୫ ଗିରଫ

ଦାରିଙ୍ଗବାଡ଼ି,୧୩ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଗଞ୍ଜେଇ ଗଛକୁ ନ କାଟିବା ପାଇଁ ଗଞ୍ଜେଇ ଚାଷୀଙ୍କ ସହ କଥାବାର୍ତ୍ତା ହେଉଥିବା ଅଡିଓ ଭାଇରାଲ ଘଟଣାରେ…

କଟକରେ ଚାଞ୍ଚଲ୍ୟ: ନଦୀପଠାରେ ମହିଳାଙ୍କୁ ଗଳାକାଟି ହତ୍ୟା

କଟକରେ,୧୩।୧୨: କଟକ କନ୍ଦରପୁର ଅଞ୍ଚଳରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନଦୀପଠାରେ ଜଣେ ମହିଳାଙ୍କୁ ଅତି ନିର୍ମମ ଭାବେ ଗଳା କାଟି ହତ୍ୟା କରାଯାଇଛି। ମହିଳାଙ୍କ ପରିଚୟ…

ଆରସିବି-କେକେଆର ଅଧିନାୟକକୁ ନେଇ ସ୍ପଷ୍ଟ ହେଲା ଚିତ୍ର, ଏହି ଖେଳାଳିଙ୍କୁ ମିଳିବ ଦାୟିତ୍ୱ

ନୂଆଦିଲ୍ଲୀ,୧୩।୧୨: ଇଣ୍ଡିଆନ ପ୍ରିମିୟର ଲିଗ ଅର୍ଥାତ୍‌ ଆଇପିଏଲ ୨୦୨୫ର ୧୮ ତମ ସିଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତି କରାଯାଇଛି। ତଥାପି, ଏପରି ଅନେକ ଦଳ ଅଛନ୍ତି ଯେଉଁମାନେ…

ପ୍ରେମିକାଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଭାଇରାଲ୍‌ କରି ପ୍ରେମିକ ଗିରଫ

ଭୁବନେଶ୍ବର,୧୩।୧୨: ରାଜଧାନୀ ଭୁବନେଶ୍ୱରରୁ ଶୁକ୍ରବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ପ୍ରେମିକାର ଭିଡିଓ ଭାଇରାଲ କରିଥିବା ଅଭିଯୋଗରେ ଚନ୍ଦ୍ରଶେଖରପୁର ଥାନା ପୋଲିସ ଜଣେ ପ୍ରେମିକଙ୍କୁ ଗିରଫ…

ବାଇକ୍‌କୁ ପଛପଟୁ ଧକ୍କାଦେଲା ଅଜଣାଗାଡ଼ି, ଚାଲିଗଲା ଦୁଇ ଯୁବକଙ୍କ ଜୀବନ

ବଲାଙ୍ଗୀର,୧୩ା୧୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର-ବରଗଡ଼ ୨୬ ନମ୍ବର ଜାତୀୟ ରାଜପଥର ସାଲେଭଟା ଅଙ୍ଗ ନଦୀ ପୋଲ ଉପରେ ଗୁରୁବାର ରାତିରେ ଏକ ଅଜଣା ଗାଡ଼ି ଧକ୍କାରେ ଦୁଇ…

ଅଲ୍ଲୁ ଅର୍ଜୁନ ଗିରଫ, ପୁଷ୍ପା-୨ ସ୍କ୍ରିନିଂରେ ମୃତ୍ୟୁ ବରଣ କରିଥିଲେ ପ୍ରଶଂସକ

ହାଇଦ୍ରାବାଦ,୧୩।୧୨: ପୁଷ୍ପାରାଜ ଅଲ୍ଲୁ ଅର୍ଜୁନଙ୍କୁ ଗିରଫ କରିଛି ହାଇଦ୍ରାବାଦ ପୋଲିସ। ପୁଷ୍ପା-୨ ସ୍କ୍ରିନିଂ ବେଳେ ହାଇଦ୍ରାବାଦର ସନ୍ଧ୍ୟା ଥିଏଟର ନିକଟରେ ଘଟିଥିବା ଦଳାଚକଟା ଘଟଣାରେ ପୋଲିସ ତାଙ୍କୁ…

ନିଯୁକ୍ତି ପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩।୧୨: ଲୋକସେବା ଭବନରେ ଶୁକ୍ରବାର ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ବାସ୍ଥ୍ୟ ଏବଂ ଉଚ୍ଚ ଶିକ୍ଷା ବିଭାଗର ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ…

ଜୟନାରାୟଣଙ୍କୁ କଡ଼ା ସମାଲୋଚନା କଲେ ଭୂପିନ୍ଦର, କହିଲେ ଫୁଟ୍‌ବଲ ରେଫରି ଥିଲେ ସେଥିପାଇଁ ହୁଇସିଲ୍‌ ମାରିବା…

ଭୁବନେଶ୍ୱର,୧୩ା୧୨: ସମ୍ବଲପୁର ବିଧାୟକ ତଥା ବରିଷ୍ଠ ଭାଜପା ନେତା ଜୟନାରାୟଣ ମିଶ୍ରଙ୍କୁ କଡ଼ା ସମାଲୋଚନା କରିଛନ୍ତି ବିଜେଡି ନେତା ଭୂପିନ୍ଦର ସିଂ। ସେ କହିଛନ୍ତି, ଭାଷାର ସଂଯମତା…