ନଭେମ୍ବର ମାସରେ ହ୍ରାସ ପାଇଲା ଦରଦାମ୍: ୬% ତଳକୁ ଖସିଲା ଖୁଚୁରା ମୁଦ୍ରାସ୍ଫିତି

ନୂଆଦିଲ୍ଲୀ,୧୨।୧୨: ନଭେମ୍ବର ମାସରେ ହ୍ରାସ ପାଇଲା ମୁଦ୍ରାସ୍ଫିତି। ରିଜର୍ଭ ବ୍ୟାଙ୍କ ପକ୍ଷରୁ ଧାର୍ଯ୍ୟ ୬% ତଳେ ଦରଦାମ୍। ଗୁରୁବାର କେନ୍ଦ୍ର ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ତଥ୍ୟ…

ରାଶିଫଳ: ଶୁକ୍ରବାର , ଡିସେମ୍ବର ୧୩ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ପାରିବାରିକ ସୁସମ୍ପର୍କ ଓ ସୁଖ, ସମୃଦ୍ଧି ବୃଦ୍ଧିପାଇବ। ଯାହା ପାଇବା ପାଇଁ ଚିନ୍ତା କରୁଛନ୍ତି ତାହା ଝିନ୍‍ଝଟ୍‍ ମଧ୍ୟରେ ପାଇବେ।…

ଛାତ୍ରୀଛାତ୍ରମାନଙ୍କୁ ସାମାଜିକ ମୂଲ୍ୟବୋଧ ଆପଣାଇବା ପାଇଁ ବିଡିଓଙ୍କ ଆହ୍ବାନ

ଥୁଆମୂଳ ରାମପୁର, ୧୨।୧୨-(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ ବିଭାଗ ଓଡ଼ିଶା ସରକାର ଦ୍ବାରା ପରିଚାଳିତ ସରକାରୀ…

ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବଲାଙ୍ଗୀର,୧୨।୧୨: ବଲାଙ୍ଗୀର ସ୍ଥିତ ଏକ ଘରୋଇ କଲେଜ ହଷ୍ଟେଲରୁ ଗୁରୁବାର ଜଣେ ଯୁକ୍ତ ୨ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ ଛାତ୍ରୀଜଣଙ୍କ ମୁରିବାହାଲ…

ଭଲିବଲ ଟୁର୍ନାମେଣ୍ଟ ଉଦଘାଟିତ: ବାରଖମା ଦଳ ବିଜୟୀ

ବାଲିଗୁଡା,୧୨।୧୨: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବ୍ଲକ ମିଡିଆକିଆସ୍ଥିତ ବ୍ଲୁ ଷ୍ଟାର କମିଟି ଆନୁକୂଲ୍ୟରେ ଗୁରୁବାର ଗ୍ରାମାଞ୍ଚଳ ସ୍ତରୀୟ ଭଲିବଲ ଟୁର୍ନାମେଣ୍ଟ ଉଦଘାଟିତ ହୋଇଯାଇଛି…

ସିଦ୍ଧ ଜଗନ୍ନାଥ ନିକଟରେ ଲାଗି ହେଲା ଏକ ଶହରୁ ଉର୍ଦ୍ଧ୍ୱ ପ୍ରକାରର ବ୍ୟଞ୍ଜନ

କେନ୍ଦୁଝର,୧୨।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ପୁରୁଣା ସହର ନିକଟ ସିଦ୍ଧମଠଠାରେ ଥିବା ସିଦ୍ଧ ଜଗନ୍ନାଥଙ୍କ ବ୍ୟଞ୍ଜନ ଦାଦଶୀ ପାଳିତ ହୋଇଯାଇଛି। ସିଦ୍ଧ ଜଗନ୍ନାଥଙ୍କୁ ପାରମ୍ପରିକ ରୀତିନୀତିରେ ପୂଜାର୍ଚ୍ଚନା…

ଅନାସ୍ଥା ପ୍ରସ୍ତାବକୁ ନେଇ ତାତିଲେ ଗ୍ରାମବାସୀ

ମୋରଡା,୧୨।୧୨(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ପଞ୍ଚାୟତ ଅଧୀନ ଝାଟିଅଡା ପଞ୍ଚାୟତର ସରପଞ୍ଚଙ୍କ ବିରୋଧରେ ଆଜି ହେବାକୁ ଥିବା ଅନାସ୍ଥା ପ୍ରସ୍ତାବକୁ ନେଇ ରାଜନୀତି ବେଶ ସରଗରମ…

ଆକ୍ସନ ମୋଡ୍‌ରେ ଜୟ ଶାହା: ଅଷ୍ଟ୍ରେଲିଆରେ ଚାଳିଛି ବଡ଼ ଗେମ୍‌ ପ୍ଲାନ୍‌

ନୂଆଦିଲ୍ଳୀ,୧୨।୧୨: ଆଇସିସିର ନୂତନ ଚେୟାରମ୍ୟାନ ହେବା ମାତ୍ରେ ଜୟ ଶାହା କ୍ରିକେଟକୁ ବିଶ୍ୱରେ ଏକ ନୂତନ ସ୍ଥାନ ଦେବା ଦିଗରେ କାର୍ଯ୍ୟ ଆରମ୍ଭ କରିଛନ୍ତି। ସେ ବ୍ରିସବେନରେ…

ବିବାହ ବନ୍ଧନରେ ଆବଦ୍ଧ ହେଲେ ଚର୍ଚ୍ଚିତ ଅଭିନେତ୍ରୀ କୀର୍ତ୍ତି ସୁରେଶ

ଗୋଆ,୧୨।୧୨: ଜାତୀୟ ପୁରସ୍କାର ବିଜେତା ଦକ୍ଷିଣ ଭାରତୀୟ ଅଭିନେତ୍ରୀ କିର୍ତ୍ତୀ ସୁରେଶ ଗୋଆର ଏକ ରିସର୍ଟରେ ନିକଟତର ଲୋକମାନଙ୍କ ଗହଣରେ ତାଙ୍କର ଦୀର୍ଘ ଦିନର ପ୍ରେମିକା ଆନ୍ଥୋନୀ…

ବିଜେଡି ଇତିହାସ ଶେଷ, ଆଗାମୀ ୫୦ ବର୍ଷ ପର୍ଯ୍ୟନ୍ତ ଓଡ଼ିଶାରେ ରାଜ୍‌ କରିବ ଭାଜପା:ହିମନ୍ତ ବିଶ୍ବଶର୍ମା

ଭୁବନେଶ୍ୱର, ୧୨।୧୨: ବିଜେଡି ଇତିହାସ ଶେଷ ହୋଇଯାଇଛି। ଆଗାମୀ ୫୦ ବର୍ଷ ଯାଏ ଭାଜପା ରାଜ୍ୟରେ ଶାସନ କରିବ। ଗୁରୁବାର ଏମିତି ଦମ୍ଭୋକ୍ତି ପ୍ରକାଶ କରିଛନ୍ତି ଆସାମ…