ବବିଙ୍କ ଉପରେ ଆଉ ପାଉନି କି ନବୀନଙ୍କ ଭରସା, କମିଟି ତାଲିକାରୁ ହଟିଲା ନାଁ

ଭୁବନେଶ୍ୱର,୨୮ା୯: ବିଜେଡିର ପରାଜୟ ପରେ ଦଳର ପୁରୁଖା ନେତାମାନେ ଏହାର କାରଣ ଖୋଜି ଚାଲିଛନ୍ତି। ଅନ୍ୟପକ୍ଷରେ ଦଳର ମୁଖିଆ ମଧ୍ୟ ସମସ୍ତଙ୍କୁ ଏହାର ହିସାବ ମାଗୁଛନ୍ତି। ଦଳ…

ଅନାହାରରେ ଆଖିବୁଜିଲେ ମା’, ବସୁନ୍ଧରା ଗଲେ ନାବାଳିକା ଝିଅ

ନିଶ୍ଚିନ୍ତକୋଇଲି,୨୮।୯(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ନାଟକାଇ ଗ୍ରାମରେ ଅନାହାରରେ ମହିଳା ମୁତ୍ୟୁବରଣ କରିଛନ୍ତି। ପରେ ତାଙ୍କ ନାବାଳିକା ଝିଅକୁ ସିଡିପିଓ ସତ୍ୟଭାମା ବିଶୋଇ ବସୁନ୍ଧରାକୁ…

ମୁଖ୍ୟମନ୍ତ୍ରୀ ଆବାସ ଖୁବଶୀଘ୍ର ଛାଡିବେ କେଜ୍‌ରିଓ୍ବାଲ, ଏବେ ନୂଆ ଘର ସନ୍ଧାନରେ, ଜାଣନ୍ତୁ କେଉଁଠି ରହିବେ ପୂର୍ବତନ ସିଏମ

ନୂଆଦିଲ୍ଲୀ,୨୮।୯: ଆମ ଆଦମୀ ପାର୍ଟିର ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜ୍‌ରିିୱାଲ ସିଏମ ପଦରୁ ଇସ୍ତଫା ଦେବା ପରେ ଆତିଶୀ ବର୍ତ୍ତମାନ ଜାତୀୟ ରାଜଧାନୀର ନୂତନ ସିଏମ। ତେବେ…

ଭାଜପା ସରକାରରେ ମହିଳା ଅସୁରକ୍ଷିତ:ନବୀନ

ଭୁବନେଶ୍ୱର,୨୮ା୯(ଅନୀଲ ଦାସ):ଦରଦାମ୍‌ ବୃଦ୍ଧିଠାରୁ ଆରମ୍ଭ କରି ନାରୀ ସୁରକ୍ଷା, ପୁଞ୍ଜି ବିନିଯୋଗ ଆଦି ବିଭିନ୍ନ କ୍ଷେତ୍ରରେ ଓଡ଼ିଶାରେ ଭାଜପା ସରକାର ବିଫଳ ହୋଇଛି। ସରକାରର ବିଫଳତା ଆଜି…

‘ଅପରାଧୀ ଯେଉଁ ପଦ ମର୍ଯ୍ୟାଦାରେ ଥିଲେ ବି ହେବ କଡ଼ା କାର୍ଯ୍ୟାନୁଷ୍ଠାନ’

ଭୁବନେଶ୍ୱର,୨୮ା୯: ଲୋକସେବା ଭବନରେ ଜିଲାପାଳ ଏବଂ ଏସ୍‌ପିଙ୍କ ମିଳିତ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ସମ୍ବୋଧନ କରିଛନ୍ତି। ଉପସ୍ଥିତ ଆରକ୍ଷୀ ଅଧୀକ୍ଷକଙ୍କୁ ସମ୍ବୋଧନ…

ବୁଝିଗଲେଣି ମୁଇଜୁ, ଭାରତ ବିନା ଚଳି ପାରିବନି ମାଲଦ୍ୱୀପ

ନୂଆଦିଲ୍ଲୀ/ମାଲେ,୨୮।୯: ମାଲଦ୍ୱୀପର ରାଷ୍ଟ୍ରପତି ମହମ୍ମଦ ମୁଇଜୁ ବର୍ତ୍ତମାନ ଅନୁତାପ କରୁଥିବା ଜଣାପଡିଛି। ଏଥିରୁ ଜଣାପଡିଛି ଯେ ସେ ମଧ୍ୟ ବୁଝିଛନ୍ତି ଯେ ତାଙ୍କ ଦେଶ ଭାରତ ବିନା…

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣଙ୍କୁ ଗୁଳିମାଡ଼ କଲେ ସରପଞ୍ଚ

କଣ୍ଟାମାଳ,୨୮ା୯(ଆଦିରେଶ୍ୱର ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ସରପଞ୍ଚଙ୍କ ଗୁଳିମାଡ଼ରେ ଜଣେ ଗୁରୁତର ହୋଇଛନ୍ତି। ଘଟଣା ଘଟିଛି ବୌଦ୍ଧ ଜିଲା ମନମୁଣ୍ଡା ଥାନା କସୁରବନ୍ଧ ଗାଁରେ। ଗୁରତର ଜଣକ…

ହରିୟାଣାରେ ବଡ଼ ଗେମ୍‌ ଖେଳିଲେ ରାହୁଲ, ବଢିଲା ଭାଜପାର ଚିନ୍ତା

ନୂଆଦିଲ୍ଲୀ,୨୮।୯: ହରିୟାଣା ନିର୍ବାଚନ ଯେତିକି ପାଖେଇ ଆସୁଛି, ରାଜନୈତିକ ଉଷ୍ମତା ସେତେ ବୃ୍‌ଦ୍ଧି ପାଉଛି। ରାଜନୈତିକ ଦଳ ଜୋରଦାର ପ୍ରଚାର କରିବାରେ ବ୍ୟସ୍ତ ଅଛନ୍ତି। ଏଭଳି ପରିସ୍ଥିତିରେ…

ଶେଖ ହାସିନାଙ୍କୁ ବାଂଲାଦେଶ ଫେରାଇ ଦେବ ଭାରତ? ପୁରୁଣା ସନ୍ଧି ବଢାଇପାରେ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସମସ୍ୟା

ଢାକା/ନୂଆଦିଲ୍ଲୀ,୨୮।୯: ବାଂଲାଦେଶର ଅପଦସ୍ଥ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ପ୍ରତ୍ୟର୍ପଣ ପ୍ରସଙ୍ଗ ପୁଣି ଥରେ ମୁଣ୍ଡ ଟେକିଛି। ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ଅନ୍ତର୍ଜାତୀୟ…