କ୍ରିକେଟ ପ୍ରେମୀଙ୍କ ପାଇଁ ଖରାପ ଖବର: ବର୍ଷା ପାଇଁ ଦ୍ୱିତୀୟ ଦିନର ଖେଳ…

କାନପୁର,୨୮।୯: କାନପୁରର ଗ୍ରୀନ ପାର୍କରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚର ଦ୍ୱିତୀୟ ଦିନ ମଧ୍ୟ ଖରାପ ପାଗ ଦ୍ୱାରା ପ୍ରଭାବିତ ହେଉଛି।…

ପାକିସ୍ତାନକୁ ମୁହେଁ ମୁହେଁ ଶୁଣାଇଦେଲା ଭାରତ: ପାକିସ୍ତାନ ଆତଙ୍କବାଦର ଫ୍ୟାକ୍ଟ୍ରି

ନୂଆଦିଲ୍ଲୀ,୨୮।୯: ମିଳିତ ଜାତିସଂଘରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ କଶ୍ମୀର ପ୍ରସଙ୍ଗ ଉଠାଇଛନ୍ତି। ଏହାକୁ ନେଇ ଭାରତ ପ୍ରତିକ୍ରିୟା ରଖିଛି। UNGAରେ ରାଇଟ ଟୁ ରିପ୍ଲାଏ ସମୟରେ…

କୁଲଗାମ ଏନକାଉଣ୍ଟର: ୪ ଯବାନ ଆହତ

ଶ୍ରୀନଗର,୨୮।୯: ଜମ୍ମୁ-କଶ୍ମୀର କୁଲଗାମର ଆଡିଗାମ ଦେବସର ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ଜାରି ରହିଛି। ଏହି ଏନକାଉଣ୍ଟରରେ ତିନି ସେନା ଯବାନ ଏବଂ…

ମହିଳାଙ୍କ ପାଇଁ ଖୁସି ଖବର: ମାର୍ଚ୍ଚ ୮ ପୂର୍ବରୁ ସମସ୍ତଙ୍କୁ ସୁଭଦ୍ରା ପ୍ରଥମ କିସ୍ତି, ଜାଣନ୍ତୁ ପୂରା ଖବର…

ଭୁବନେଶ୍ୱର,୨୮ା୯ (ବନ୍ଦନା ସେଠୀ): ଅଦ୍ୟାବଧି ଛପାଯାଇଥିବା ୧ କୋଟି ୮୯ ଲକ୍ଷ ୩୪ ହଜାର ୧୭୬ ‘ସୁଭଦ୍ରା’ ଆବେଦନ ଫର୍ମ ମଧ୍ୟରୁ ୧ କୋଟି ୫୭ ଲକ୍ଷ…

ରାଜ୍ୟପାଳ ରଘୁବର ଦାସ ଝାଡ଼ଖଣ୍ଡ ନିର୍ବାଚନରେ ଲଢ଼ିବା ଚର୍ଚ୍ଚା

ଭୁବନେଶ୍ୱର, ୨୮।୯(ସୁନିତ୍‌ ମିଶ୍ର):ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମାଙ୍କ ଓଡ଼ିଶା ଗସ୍ତକୁ ନେଇ ଏବେ ଚର୍ଚ୍ଚା ଜୋର୍‌ ଧରିଛି। ବିଶ୍ୱଶର୍ମା ଶୁକ୍ରବାର ୨ ଘଣ୍ଟିଆ ଓଡ଼ିଶା ଗସ୍ତରେ ଆସି…

ସୁଧୁରୁନି ସହରର ଟ୍ରାଫିକ ବ୍ୟବସ୍ଥା

ଖୋର୍ଦ୍ଧା,୨୮ା୯(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସହରର ଟ୍ରାଫିକ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ନୂଆବସ୍‌ଷ୍ଟାଣ୍ଡଠାରୁ ଟ୍ରାଫିକ ଛକ, ପଲ୍ଲା ଛକ, ଖୋର୍ଦ୍ଧା-ନୟାଗଡ଼ ରାସ୍ତାର ମୁକୁନ୍ଦପ୍ରସାଦଠାରୁ ମେଡିକାଲ ଛକ ପର୍ଯ୍ୟନ୍ତ ରାସ୍ତାରେ…

ନିର୍ମଳା ସୀତାରମଣଙ୍କ ବିରୋଧରେ ମାମଲା: କୋର୍ଟ ଦେଲେ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୮।୯: ନିର୍ବାଚନ ବଣ୍ଡ ମାଧ୍ୟମରେ ଜବରଦସ୍ତି ଟଙ୍କା ଆଦାୟ ମାମଲାରେ ବେଙ୍ଗାଲୁରୁର ସ୍ବତନ୍ତ୍ର ପ୍ରତିନିଧୀ କୋର୍ଟ ଶୁକ୍ରବାର କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏବଂ ଅନ୍ୟମାନଙ୍କ ବିରୋଧରେ…

ରୋହିତ ଶର୍ମାଙ୍କ ଗୋଟିଏ ନିଷ୍ପତ୍ତିରେ ବଦଳିଗଲା ୬୦ ବର୍ଷର ଇତିହାସ

କାନପୁର,୨୮।୯: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ ସେପ୍ଟେମ୍ବର ୨୭ରେ କାନପୁରର ଗ୍ରୀନ ପାର୍କ ଷ୍ଟାଡିୟମରେ ଆରମ୍ଭ ହୋଇଛି। ବର୍ଷା ହେତୁ ପ୍ରଥମ ଦିନ…

ଗ୍ରାମ୍ୟ ଉନ୍ନୟନ ରାସ୍ତା କାମରେ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୨୮ା୯ (କଳ୍ପତରୁ ନାୟକ): ସରକାର ପ୍ରତିବର୍ଷ ରାସ୍ତାଘାଟ ନିର୍ମାଣରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ କେତେକ ସ୍ଥାନରେ ଦାୟିତ୍ୱରେ ଥିବା ଅଧିକାରୀ, ଠିକାଦାରଙ୍କ ସଲାସୁତରା…

ଲକ୍ଷେ ଟପିଲା ରୁପା ଦର

ଭୁବନେଶ୍ୱର,୨୮।୯: (ଅଭୟ ଦାଶ): ପାର୍ବଣ ପୂର୍ବରୁ ପାରମ୍ପରିକ ଅଳଙ୍କାରଠାରୁ ମୂଲ୍ୟବାନ୍‌ ଗହଣାର ଦାମ୍‌ ରେକର୍ଡସ୍ତରରେ ପହଞ୍ଚତ୍ଛି। ଏପରିକି ଉଭୟ ଜାତୀୟ ଓ ଘରୋଇ ବଜାରରେ ସୁନା ଦର ସର୍ବୋଚ୍ଚ…