ରାଜ୍ୟରେ ପ୍ରଥମ ହେବା ପାଇଁ ଉତ୍ସାହିତ କଲେ ଜିଲାପାଳ

ଭବାନୀପାଟଣା,୨୭ା୯ (ଉତ୍ତମ କୁମାର ଦାଶ):ଭବାନୀପାଟଣାସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ବୁଧବାର କଳାହାଣ୍ଡି ଜିଲାସ୍ତରୀୟ ସପ୍ତମ ଜାତୀୟ ପୋଷଣ ମାସ ଅନୁଷ୍ଠିତ ହୋଇଯାଇଛି। ଜିଲା ସମାଜ କଲ୍ୟାଣ ବିଭାଗ…

ହୋମିଓପାଥିକ ଚିକିତ୍ସାଳୟ ଅଧିକାଂଶ ଦିନ ବନ୍ଦ

ମହାକାଳପଡ଼ା,୨୭ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସୁନିତି ପଞ୍ଚାୟତ ଜଗରିଜୋର ହାଟ ଶ୍ୟାମାକାଳୀ ମନ୍ଦିର ସଂଲଗ୍ନ ହୋମିଓପାଥିକ ଚିକିତ୍ସାଳୟ ବନ୍ଦ ପଡିଛି। ସ୍ଥାନୀୟ ଲୋକମାନଙ୍କୁ ହୋମିଓପାଥିକ…

‘ଏମର୍ଜେନ୍ସି’ରେ କଇଁଚି ଲଗାଇବ ସେନ୍ସର ବୋର୍ଡ

ମୁମ୍ବାଇ, ୨୭।୯:ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଜୀବନୀ ଉପରେ ଆଧାରିତ ତଥା କଙ୍ଗନା ରାଣାଓ୍ବତଙ୍କ ଅଭିନୀତ ‘ଏମର୍ଜେନ୍ସି’ ଫିଲ୍ମର ରିଲିଜ୍‌ ତାରିଖ ବିଳମ୍ବିତ ହୋଇପାରେ। ଗୁରୁବାର ବମ୍ବେ…

ଗାଜାରେ ଯାହା ଘଟୁଛି ବିଶ୍ୱ ଦାୟୀ

ନ୍ୟୁୟର୍କ,୨୬ା୯:ଗଜା ଷ୍ଟ୍ରିପ୍‌ ଉପରେ ପ୍ରାୟ ବର୍ଷେ ହେବ ଇସ୍ରାଏଲ୍‌ ଆକ୍ରମଣ ଜାରି ରଖିଥିବାବେଳେ ଗୁରୁବାର ଜାତିସଂଘ ସାଧାରଣ ସଭା (ୟୁଏନ୍‌ଜିଏ)ରେ ପାଲେଷ୍ଟିନୀୟ କର୍ତ୍ତୃପକ୍ଷ ଏଥିପାଇଁ ବିଶ୍ୱ ସମୁଦାୟକୁ…

ସରକାରୀ ଜମିରେ ବେଆଇନ କ୍ରଶର

ଯାଜପୁର,୨୭ା୯(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନରେ ବେଆଇନ କ୍ରଶର ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି।  ଏପରି କି ଜଳସେଚନ ଓ ପୂର୍ତ୍ତ ବିଭାଗ, ଜଙ୍ଗଲ…

ଭର୍ତ୍ତୃହରିଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା

ନୂଆଦିଲ୍ଲୀ,୨୬ା୯:ବିଭିନ୍ନ ବିଭାଗ ସମ୍ପର୍କିତ ପାର୍ଲାମେଣ୍ଟର ଷ୍ଟାଣ୍ଡିଂ କମିଟି ଗୁରୁବାର ଗଠନ କରାଯାଇଛି। ଏଥିରେ ପ୍ରାୟ ସବୁ ଦଳକୁ ପ୍ରତିନିଧିତ୍ୱ ମିଳିଛି। ଭାଜପା ଏମ୍‌ପି ଭର୍ତ୍ତୃହରି ମହତାବଙ୍କୁ ଗୁରୁତ୍ୱପୂର୍ଣ୍ଣ…

ପ୍ରବଳ ବର୍ଷା ସମ୍ଭାବନା: ଏହି ତାରିଖରୁ ବଦଳିବ ପାଗ

ଭୁବନେଶ୍ୱର,୨୭ା୯(ଅନୁରାଧା ମହାରଣା):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଗୁରୁବାର ପ୍ରବଳ ବର୍ଷା ହୋଇଛି। ଶୁକ୍ରବାର ମଧ୍ୟ କେତେକ ଜିଲାରେ ପ୍ରଳବ ବର୍ଷା ହେବା ସମ୍ଭାବନା…

ଆଜିଓ ପ୍ଲାଟ୍‌ଫର୍ମରେ ଏଚ୍‌ ଆଣ୍ଡ ଏମ୍‌ର ଶୁଭାରମ୍ଭ

ମୁମ୍ବାଇ,୨୭।୯: ଭାରତର ପ୍ରିମିୟର ଫ୍ୟାଶନ ଇ-ଟେଲର ଆଜିଓ ପ୍ଲାଟ୍‌ଫର୍ମରେ ଫ୍ୟାଶନ ଏବଂ ଗୁଣବତ୍ତା ପାଇଁ ଜଣାଶୁଣା ପ୍ରିମିୟମ ଗାର୍ମେଣ୍ଟ ବ୍ରାଣ୍ଡ୍‌ ଏଚ୍‌ ଆଣ୍ଡ ଏମ୍‌ର ଶୁଭାରମ୍ଭ ସମ୍ପର୍କରେ…

ଲଗାଣ ବର୍ଷା: ଆଳିର ବିଭିନ୍ନ ସ୍ଥାନରେ ଜମି ରହିଛି ପାଣି

ଆଳି, ୨୭ା୯(ବନମାଳୀ ସେନାପତି ): ଲଘୁଚାପ ପ୍ରଭାବରୁ ଆଳି ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ପ୍ରବଳ ବର୍ଷା ଯୋଗୁ ଆଳି ଅଞ୍ଚଳର ଜନଜୀବନ ଅସ୍ତବ୍ୟସ୍ତ ହୋଇ…

ସେନ୍‌ସେକ୍ସ ୮୬,୦୦୦ ଅଙ୍କର ନିକଟବର୍ତ୍ତୀ

ମୁମ୍ବାଇ,୨୭।୯: ଅନ୍ତଃରାଷ୍ଟ୍ରୀୟ ଘଟଣାବଳୀ ଓ ଦରବୃଦ୍ଧି ସମସ୍ୟା ମଧ୍ୟରେ ଭାରତୀୟ ଷ୍ଟକ୍‌ ମାର୍କେଟ ବେଞ୍ଚମାର୍କ (ଇକ୍ୟୁଟି ବଜାର)ର କାରବାର ବେଶ୍‌ ଉତ୍ସାହଜନକ ରହିଛି। ଏପରିକି ପୁଞ୍ଜିବଜାରର ନିବେଶକମାନେ…