ଆଶିଷଙ୍କ ପରେ ଡେପୁଟେଶନରେ ଯିବେ କୁଟ୍ଟେ

ଭୁବନେଶ୍ୱର,୯ା୧୨(ସୁନିତ୍‌ ମିଶ୍ର): ଆଇପିଏସ୍‌ ଅଫିସର ଡି.ଏସ୍‌ କୁଟ୍ଟେ କେନ୍ଦ୍ରୀୟ ଡେପୁଟେଶନରେ ଯିବାନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ବରିଷ୍ଠ ଆଇପିଏସ୍‌ ଅଫିସର ଆଶିଷ ସିଂଙ୍କ ଡେପୁଟେଶନ ଯିବା ଘୋଷଣା…

ବାଂଲାଦେଶରେ ଏବେ ହେବ ଅସଲ ଖେଳ! ୟୁନୁସଙ୍କ ବିରୋଧରେ ମଇଦାନକୁ ଓହ୍ଲାଇଲେ ଶେଖ ହାସିନା

ଢାକା,୯।୧୨: ଆଗାମୀ ସମୟରେ ବାଂଲାଦେଶ ରାଜନୀତିରେ କିଛି ବଡ ଘଟଣା ଘଟିପାରେ। ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ବର୍ତ୍ତମାନ ଖୋଲାଖୋଲି ଭାବେ ମଇଦାନକୁ ଆସିଛନ୍ତି। ସେ ବର୍ତ୍ତମାନର…

ରାଜ୍ୟ ସଭା ପାଇଁ ଆଜି ନାମାଙ୍କନ ଭରିବେ ସୁଜିତ୍‌ କୁମାର

ଭୁବନେଶ୍ୱର,୯ା୧୨: ରାଜ୍ୟ ସଭା ପାଇଁ ସୁଜିତ୍‌ କୁମାର ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିବେ। ତେବେ ସେ ଆଜି ବିଧାନସଭାରେ ତାଙ୍କର ଏହି ନାମାଙ୍କନ ଭରିବେ। ସୁଜିତ୍‌ ସେପ୍ଟେମ୍ବର…

ଚାର୍ଜରେ ବସିଥିବାବେଳେ ବ୍ୟାଟେରି ଗାଡ଼ିରେ ଲାଗିଲା ନିଆଁ, ଜଳିଗଲା ୫ ବାଇକ୍‌

ସୁନ୍ଦରଗଡ଼,୯ା୧୨(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସରକାରୀ କଲେଜ ରୋଡ୍‌ରେ ରବିବାର ରାତିରେ ଏକ ବଡ଼ଧରଣର ଅଗ୍ନିକାଣ୍ଡ ଘଟିଛି। ବ୍ୟାଟେରି ଚାଳିତ ସ୍କୁଟି ଚାର୍ଜରେ ବସିଥିବାବେଳେ ଶଟ୍‌ସର୍କିଟ୍‌ରୁ ନିଆଁ ଲାଗିଯାଇଥିଲା।…

ଜଣଙ୍କ ଜୁଇ ଜଳୁଥିବାବେଳେ ଆଉ ଜଣଙ୍କୁ ସେହି ନିଆଁରେ ପକାଇ ଜାଳିଦେଲେ ଲୋକେ, କାରଣ ଜାଣିଲେ ହେବେ ଚକିତ

କୋରାପୁଟ,୯ା୧୨: କୋରାପୁଟ ଜିଲା ବନ୍ଧୁଗାଁ ଛାରପା ଗାଁରେ ଏକ ଅଭାବାନୀୟ କାଣ୍ଡ ଘଟିଛି। ଗୁଣିଗାରେଡ଼ି ସନ୍ଦେହରେ ଜଣଙ୍କ ଶବଦାହ ଚାଲିଥିବାବେଳେ ସେହି ନିଆଁରେ ଆଉ ଜଣଙ୍କୁ ଜିଅନ୍ତା…

ମହମ୍ମଦ ସିରାଜ- ଟ୍ରାଭିସ ହେଡ୍‌ଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେବ ଆଇସିସି! ମ୍ୟାଚ ସମୟରେ କରିଥିଲେ ଏମିତି କାମ

ନୂଆଦିଲ୍ଲୀ,୯।୧୨: ବ୍ରିସବେନ ଟେଷ୍ଟ ପୂର୍ବରୁ ମହମ୍ମଦ ସିରାଜ ଏବଂ ଟ୍ରାଭିସ ହେଡ୍‌ଙ୍କ ମଧ୍ୟରେ ହୋଇଥିବା ବିବାଦ ବନ୍ଦ ହେବାର କୌଣସି ନା ନେଉନାହିଁ। ବାସ୍ତବରେ, ଆଡିଲେଡରେ ଖେଳାଯାଇଥିବା…

କଥା ଦେଲେ ମୁଖ୍ୟମନ୍ତ୍ରୀ, କହିଲେ ଧନୁଯାତ୍ରାକୁ ନିଶ୍ଚୟ…

ବରଗଡ଼,୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୦୨୫ ଜାନୁଆରୀ ୩ରୁ ଆରମ୍ଭ ହୋଇ ଜାନୁଆରୀ ୧୩ ପର୍ଯ୍ୟନ୍ତ ଦୀର୍ଘ ୧୧ ଦିନ…

ରାସ୍ତା ସମ୍ପ୍ରସାରଣ ନ ହେଲେ ଗଣଧାରଣା ଦେବେ ଅଞ୍ଚଳବାସୀ, ଚେତାବନୀ ଦେଇ କହିଲେ…

କେସିଙ୍ଗା,୯ା୧୨(ତୁମୋଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ନିର୍ମାଣ ହେଉଥିବା ଆର୍‌ ଓ ବି (ରେଳ ଓଭର ବ୍ରିଜ୍‌)କୁ ବିଶିଷ୍ଟ ସମାଜବେୀ ସୁରେଶ ରାଓଙ୍କ ନେତୃତ୍ୱରେ ଅଞ୍ଚଳବାସୀ…

ବାଂଲାଦେଶ ଗସ୍ତରେ ବୈଦେଶିକ ସଚିବ ବିକ୍ରମ ମିଶ୍ରି, ୟୁନୁସଙ୍କ ସହ ହୋଇପାରେ ସାକ୍ଷାତ୍‌

ନୂଆଦିଲ୍ଲୀ,୯।୧୨: ବାଂଲାଦେଶରେ ସରକାର ପରିବର୍ତ୍ତନ ପରେ ସେଠାରେ କୌଣସି ଉନ୍ନତି ହୋଇପାରି ନାହିଁ। ବାଂଲାଦେଶରେ ହିନ୍ଦୁ ଏବଂ ସେମାନଙ୍କ ମନ୍ଦିରକୁ କ୍ରମାଗତ ଭାବେ ଟାର୍ଗେଟ କରାଯାଉଛି। ଏହି…

ପୂର୍ବତନ ମୁଖ୍ୟମନ୍ତ୍ରୀ ଏମଡିଆର ରାମଚନ୍ଦ୍ରନଙ୍କ ପରଲୋକ

ପୁଡୁଚେରୀ,୯।୧୨: କଂଗ୍ରେସର ବରିଷ୍ଠ ନେତା ତଥା ପୁଡୁଚେରୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଏମଡିଆର ରାମଚନ୍ଦ୍ରନଙ୍କ ଅସୁସ୍ଥତା ହେତୁ ରବିବାର ସାରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୦ବର୍ଷ…