ଟ୍ରଲର-ବାଇକ୍‌ ଧକ୍କା: ୨୦ ଘଣ୍ଟା ପରେ ରାସ୍ତାରୁ ଉଠିଲା ମୃତଦେହ

ତେନ୍ତୁଳିଖୁଣ୍ଟି, ୮।୧୨ (ଚିଦାନନ୍ଦ ସାହୁ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ଖାତିଗୁଡ଼ା ଥାନା ଅଞ୍ଚଳ ଆଉଁଳିଗୁମ୍ମା ଛକ ନିକଟରେ ଏକ ଟ୍ରଲର ଧକ୍କାରେ ଜଣେ ବାଇକ୍‌ ଆରୋହୀଙ୍କ…

ଟ୍ୟୁଶନରୁ ଫେରିବାବେଳେ ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର: ୪ ବର୍ଷ ପରେ ରାୟ

ବ୍ରହ୍ମପୁର,୮ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ ପୋକ୍‌ସୋ ଜଜ୍‌ ଗଣେଶ୍ୱର ପତି ଶନିବାର ଜଣେ ନାବାଳିକା ଛତ୍ରୀ ଅପହରଣ ଓ ବଳାତ୍କାର ମାମଲାର ଦୋଷୀଙ୍କୁ ୨୦ ବର୍ଷ ଜେଲ…

୨କୋଟିର ବ୍ରାଉନ୍‌ସୁଗାର ଜବତ: ବଡ଼ଭାଇ ଗିରଫ, ସାନଭାଇ ଚମ୍ପଟ

ବାଲେଶ୍ୱର,୮।୧୨(ବାଞ୍ଛାନିଧି ଦେ): ବାଲେଶ୍ୱର ଅବକାରୀ ବିଭାଗକୁ ମିଳିଛି ବଡ଼ ସଫଳତା। ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ଅଡ଼ରବଜାରର ଜଣେ ବ୍ରାଉନ୍‌ସୁଗାର ବ୍ୟବସାୟୀଙ୍କ ଘରେ ଚଢ଼ାଉ କରାଯାଇ ୨କିଲୋ ଗ୍ରାମ୍…

ବିରୋଧୀଙ୍କୁ କଡ଼ା ଜବାବ ଦେଲେ ଶିନ୍ଦେ

ମୁମ୍ବାଇ,୮।୧୨: ରବିବାର ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି। ଇଲେକ୍ଟ୍ରୋନିକ ଭୋଟିଂ ମେଶିନ ବିଷୟରେ ଲୋକଙ୍କୁ ବିଭ୍ରାନ୍ତ କରିବା ଏବଂ ସେମାନଙ୍କ ଆଦେଶ ଗ୍ରହଣ…

ଇନ୍‌ପୁଟ ସହାୟତା ଚାଷୀଙ୍କୁ ପ୍ରୋତ୍ସାହନ ଯୋଗାଇବ: ଆଇନ ମନ୍ତ୍ରୀ

ଖୋର୍ଦ୍ଧା,୮।୧୨(ପ୍ରଭାତ ପାଣିଗ୍ରାହୀ): ଚାଷୀଙ୍କ ଖାତାକୁ ଇନ୍‌ପୁଟ ସହାୟତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ। ବରଗଡ଼ ଜିଲା ସୋହେଲାରୁ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।…

ରହସ୍ୟମୟ ଭାବେ ହଜିଗଲା ରାଷ୍ଟ୍ରପତିଙ୍କ ବିମାନ! କୁହାଯାଉଛି ପଳାୟନ ସମୟରେ ହୋଇଛି ମୃତ୍ୟୁ

ଦାମସକସ,୮।୧୨: ସମ୍ପ୍ରତି ସିରିଆରେ ଘଟିଥିବା ଘଟଣାରେ ବିଦ୍ରୋହୀ ଗୋଷ୍ଠୀ ରାଜଧାନୀ ଦାମସକସ ପର୍ଯ୍ୟନ୍ତ ପହଞ୍ଚିଛନ୍ତି, ଯାହା ପରେ ରାଷ୍ଟ୍ରପତି ବଶର ଅଲ-ଅସଦଙ୍କ ଦେଶ ଛାଡି ଚାଲିଯିବାର ଖବର…

ନୋବେଲ ପୁରସ୍କାର ପାଇବାକୁ ଯୋଗ୍ୟ ନୁହେଁ ମହମ୍ମଦ ୟୁନୁସ! କାହିଁକି ଭାଜପା ପରେ ଏମିତି କହିଲେ ଏହି ନେତା

ନୂଆଦିଲ୍ଲୀ,୮।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ପ୍ରଧାନମନ୍ତ୍ରୀ ମହମ୍ମଦ ୟୁନୁସଙ୍କୁ ଦିଆଯାଇଥିବା ନୋବେଲ ପୁରସ୍କାର ପ୍ରତ୍ୟାହାର ସମ୍ପର୍କରେ ଭାଜପା ଏମପି ଜ୍ୟୋତିର୍ମୟ ମହତୋ ନୋବେଲ କମିଟିକୁ ଏକ ଚିଠି ଲେଖିଛନ୍ତି।…

କେନ୍ଦ୍ରୀୟ ଡେପୁଟେସନରେ ଗଲେ ପାଣ୍ଡିଆନଙ୍କ ସହଯୋଗୀ IPS ଡି.ଏସ୍‌ କୁଟ୍ଟେ

ଭୁବନେଶ୍ୱର,୮।୧୨: କେନ୍ଦ୍ରୀୟ ଡେପୁଟେସନରେ ଯାଇଛନ୍ତି ବିବାଦୀୟ ଆଇପିଏସ ଅଧିକାରୀ ଡି.ଏସ୍‌ କୁଟ୍ଟେ। ବିଏସ୍ଏଫ୍ ଆଇଜି ଭାବେ ସେ ଡେପୁଟେସନରେ ଯିବେ। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ମୁଖ୍ୟ…

ମଧ୍ୟାନ୍ନଭୋଜନ ଖାଇ ୩୬ ଛାତ୍ରୀଛାତ୍ର ଅସୁସ୍ଥ ଘଟଣା : ଜିଲା ପ୍ରଶାସନ ପକ୍ଷରୁ ତଦନ୍ତ ଆରମ୍ଭ

ଦାରିଙ୍ଗବାଡି, ୮।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାନ୍ନ ଭୋଜନ ଖାଇ ଛାତ୍ରୀଛାତ୍ର ଅସୁସ୍ଥ ଘଟଣାରେ ଜିଲା…

କେମିତି ସ୍ବାମୀଙ୍କୁ ମାରିଲେ କାହାଣୀ ବଖାଣିଲେ ସ୍ତ୍ରୀ, କହିଲେ ପ୍ରଥମେ ନିଦ ବଟିକା ଦେଇ …..

ଗଜପତି(ଗିରିଧାରୀ ପରିଛା):୮।୧୨: ଗଜପତି ଜିଲା ପାରଳାଖେମୁଣ୍ଡି ଜଙ୍ଗମ ସାହିରେ ପାରିବାରିକ ହିଂସାରୁ ସ୍ବାମୀ ବିଜୟ କୁମାରଙ୍କୁ ସ୍ତ୍ରୀ ହତ୍ୟା ଘଟଣାରେ ଆଜି ପାରଳାଖେମୁଣ୍ଡି ପୋଲିସ ସିନ୍‌ ରିକ୍ରିଏଶନ…