ସ୍ବଧର୍ମକୁ ଫେରିଲେ ଗୋଟିଏ ପରିବାରର ୩ ସଦସ୍ୟ

ଠାକୁରମୁଣ୍ଡା,୨୧।୯(ତାରାକାନ୍ତ ପଟ୍ଟନାୟକ): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକର ସାତକୋଶିଆ ପଞ୍ଚାୟତ ଅଧୀନ ଜାମୁନଣ୍ଡା ଗ୍ରାମରେ ଖ୍ରୀଷ୍ଟଧର୍ମ ଗ୍ରହଣ କରିଥିବା ଗୋଟିଏ ପରିବାରର ୩ ସଦସ୍ୟ ଶନିବାର ସ୍ବଧର୍ମକୁ…

ଗଞ୍ଜେଇ ଚାଲାଣ ମାମଲାରେ ଜଣେ ମହିଳା ସମେତ ଦୁଇଜଣ ଅଭିଯୁକ୍ତଙ୍କୁ ଜେଲ

ବ୍ରହ୍ମପୁର,୨୧।୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଜଜ-୧ ଡ. ଇନ୍ଦୁ ଶର୍ମା ଶନିବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଉପଯୁକ୍ତ…

ରାଶିଫଳ: ରବିବାର, ସେପ୍ଟେମ୍ବର ୨୨ ତାରିଖ – Daily Horoscope

ମେଷ ଆଜି ପାରିବାରିକ ସମସ୍ୟାକୁ ନେଇ ମନ ଭଲ ରହିନପାରେ। କୃତ୍ତିକା ନକ୍ଷତ୍ର ସକାଶେ ସାଧାରଣ ଘଟଣାକୁ କେନ୍ଦ୍ର କରି ବନ୍ଧୁ ସମ୍ପର୍କ ଫିକା ପଡ଼ିଯିବ। ସଚେତନତା…

ମିଛ ପ୍ରଚାର କରୁଛି ଭାଜପା, ସତକୁ ସହି ପାରୁନାହିଁ, ମୁହଁ ଖୋଲିଲେ ରାହୁଲ

ନୂଆଦିଲ୍ଲୀ,୨୧।୯: ଲୋକ ସଭାରେ ବିରୋଧୀ ଦଳର ନେତା ତଥା ଉତ୍ତରପ୍ରଦେଶ ରାଏବରେଲିର କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଆମେରିକା ଗସ୍ତରେ ଶିଖମାନଙ୍କ ଉପରେ ଦେଇଥିବା ବିବୃତ୍ତି ଉପରେ…

ମୋଦି-ଶାହାଙ୍କ ସହ ଭଲ ନ ଥିଲା ଗଡକରୀଙ୍କ ସମ୍ପର୍କ! ଦେଖା ହେବା ପାଇଁ ଘଣ୍ଟାଘଣ୍ଟା ଅପେକ୍ଷା କରାଉଥିଲେ…କହିଦେଲେ ଭିତିରି କଥା

ନୂଆଦିଲ୍ଲୀ,୨୧।୯: ଭାରତର ସଡକ ଏବଂ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଅନେକ ସମୟରେ ଚର୍ଚ୍ଚାରେ ରହିଥାନ୍ତି। ନିକଟରେ ସେ ଖୋଲାଖେଶଲି କହିଛନ୍ତି କି, ଯେତେବେଳେ ସେ ଦଳର…

ଆତିଶୀଙ୍କୁ ସମ୍ପୂର୍ଣ୍ଣ ସହଯୋଗ କରିବ ଭାଜପା, କାହିଁକି ଏମିତି କହିଲେ ଭାଜପା ଏମପି

ନୂଆଦିଲ୍ଲୀ,୨୧।୯: ଭାଜପା ଏମପି ମନୋଜ ତିୱାରୀ ଆତିଶୀଙ୍କୁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଅଭିନନ୍ଦନ ଜଣାଇଛନ୍ତି। ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ସେ ରାଜ ନିବାସରେ…

ଶପଥ ନେଲେ ସର୍ବ କନିଷ୍ଠ ମୁଖ୍ୟମନ୍ତ୍ରୀ ଆତିଶୀ

ନୂଆଦିଲ୍ଲୀ,୨୧।୯: ଦିଲ୍ଲୀର ତୃତୀୟ ମହିଳା ମୁଖ୍ୟମନ୍ତ୍ରୀ ତଥା ସର୍ବକନିଷ୍ଠ ମୁଖ୍ୟମନ୍ତ୍ରୀ ଭାବେ ଆତିଶୀ ଶନିବାର ଶପଥ ଗ୍ରହଣ କରିଛନ୍ତି। ସୂଚନାଯୋଗ୍ୟ, ଅରବିନ୍ଦ କେଜରିଓ୍ବାଲ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା…

ସେନା ଅଧିକାରୀ ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର: ୭ ରୋଡ୍‌ ରୋମିଓ ଗିରଫ

ଭୁବନେଶ୍ୱର,୨୧।୯: ଭରତପୁର ଘଟଣାକୁ ନେଇ କେବଳ ରାଜ୍ୟ ରାଜନୀତି ନୁହେଁ ଜାତୀୟ ରାଜନୀତି ମଧ୍ୟ ସରଗରମ ରହିଛି। ଘଟଣାର ବିଭିନ୍ନ ଭିଡିଓ ଭାଇରାଲ ହେବା ପରେ ଏବେ…

‘ଆପଣଙ୍କ କାର ମୋ ମା’ଙ୍କ ଘର ସହ ସମାନ’, ମୋଦିଙ୍କ କଥା ଶୁଣି ଆଶ୍ଚର୍ଯ୍ୟ ହୋଇଯାଇଥିଲେ ଓବାମା

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତିନି ଦିନିଆ ଆମେରିକା ଗସ୍ତରେ ଯାଇଛନ୍ତି। ଯେଉଁଠାରେ ସେ ଆମେରିକାର ଡେଲାୱେରରେ ଅନୁଷ୍ଠିତ ହେବାକୁ ଥିବା କ୍ୱାଡ ବୈଠକରେ ଅଂଶଗ୍ରହଣ…

ବର୍ଷକୁ ଦୁଇଟି ଗ୍ୟାସ ସିଲିଣ୍ଡର ମାଗଣା ମିଳିବ, ବଡ଼ ଘୋଷଣା କଲେ…

ନୂଆଦିଲ୍ଲୀ,୨୧।୯: ଜମ୍ମୁ କଶ୍ମୀରରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି। ଏହି ପରିପ୍ରେକ୍ଷୀରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଶନିବାର ଜମ୍ମୁରେ ପହଞ୍ଚିଛନ୍ତି। ଏହି ସମୟରେ ସେ…