ଗିଲ୍‌ଙ୍କ ଚମତ୍କାର ଶତକ: ବାଂଲାଦେଶକୁ ବିଶାଳ ଟାର୍ଗେଟ୍‌

ଚେନ୍ନାଇ,୨୧।୯: ବାଂଲାଦେଶ ବିପକ୍ଷରେ ୨୮୭/୪ ସ୍କୋରରେ ଭାରତ ଦ୍ୱିତୀୟ ଇନିଂସ ଘୋଷଣା କରିଛି। ଟିମ ଇଣ୍ଡିଆ ପ୍ରଥମ ଇନିଂସରେ ୩୭୬ ରନ ସଂଗ୍ରହ କରିଥିଲା। ଏଥି ସହିତ…

ଅମର ପ୍ରୀତ୍ ସିଂହ ହେବେ ବାୟୁସେନା ମୁଖ୍ୟ

ନୂଆଦିଲ୍ଲୀ,୨୧ା୯: ଅମର ପ୍ରୀତ୍‌ ସିଂହ ହେବେ ନୂଆ ବାୟୁସେନା ମୁଖ୍ୟ। ଏୟାର ମାର୍ଶଲ ଅମର ପ୍ରୀତ୍ ଏବେ ବାୟୁସେନା ଉପମୁଖ୍ୟ ଭାବେ କାର୍ଯ୍ୟରତ ଅଛନ୍ତି। ସରକାର ଏୟାର…

ପାଟଣାକୁ ସବ୍‌ଡିଭିଜନ ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ପାଟଣା,୨୧।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ମୁଖ୍ୟାଳୟକୁ ସବ୍‌ ଡିଭିଜନ(ଉପଖଣ୍ଡ)ଘୋଷଣା ଦାବି ହୋଇଛି। ଏ ନେଇ ଶନିବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ନେତୃତ୍ୱରେ…

ଜନ୍ମମାଟିରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ପଞ୍ଚାୟତରେ ହେବ…

କେନ୍ଦୁଝର,୨୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତିନିଦିନିଆ ଗସ୍ତରେ ଆସି ଶନିବାର ଦିତୀୟ ଦିନ ସକାଳେ ସ୍ଥାନୀୟ କେନ୍ଦୁଝର ଷ୍ଟାଡିୟମକୁ ଯାଇ ସ୍ଥାନୀୟ ଯୁବକ, କ୍ରୀଡ଼ାବିତ୍‌…

ପୋଲିସ ଉପରକୁ ଅଣ୍ଡା, ଟମାଟୋ ମାଡ଼ କଲା କଂଗ୍ରେସ

ଭୁବନେଶ୍ୱର,୨୧।୯: ଭରତପୁର ଥାନା କାଣ୍ଡ ପ୍ରତିବାଦରେ ଶନିବାର କଂଗ୍ରେସ ଅଣ୍ଡା ଟମାଟୋ ମାଡ଼ କରିଛି। ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ ପାଇଁ ଯିବା ବେଳେ ଅଣ୍ଡା ଟମାଟୋ ମାଡ଼…

ଘରୁ ମିଳିଥିଲା ନଗଦ ୪୫ ଲକ୍ଷ ଟଙ୍କା, କୋଟିଏ ଟଙ୍କାର ବ୍ୟାଙ୍କ ଡିପୋଜିଟ୍: ବନ୍ଧାହେଲେ କୁବେର ଯନ୍ତ୍ରୀ

ବାଲେଶ୍ୱର,୨୧।୯: ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଏନ୍‌ଭି ହରିହର ରାଓଙ୍କୁ ବାନ୍ଧିଲା ପୋଲିସ। ଆୟ ବର୍ହିଭୂତ ସଂପତ୍ତି ଠୁଳ ମାମଲାରେ ତାଙ୍କଚ ଭିଜିଲାନ୍ସ ବିଭାଗ…

ମୁଖ୍ୟମନ୍ତ୍ରୀ ଅସୁସ୍ଥ

ଶିମଲା,୨୧।୯: ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ ଅସୁସ୍ଥ ହୋଇପଡିଛନ୍ତି। ସେ ଶିମଲା ଇନ୍ଦିରା ଗାନ୍ଧୀ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଭର୍ତ୍ତି ହୋଇଚନ୍ତି। ଶନିବାର…

ଏହି ରାଜ୍ୟରେ ପ୍ରବେଶ କଲେ ୯୦୦ ଆତଙ୍କବାଦୀ! ସୁରକ୍ଷାକୁ ନେଇ ବଢିଲା ଚିନ୍ତା

ଇମ୍ଫାଲ,୨୧।୯: ମ୍ୟାନମାରରୁ ପ୍ରାୟ ୯୦୦ ଆତଙ୍କବାଦୀ ମଣିପୁରରେ ପ୍ରବେଶ କରିଥିଲେ। ଏହା ଦେଶର ସୁରକ୍ଷା ଭଙ୍ଗ କରିବାକୁ ପ୍ରସ୍ତୁତି ବୋଲଇ କୁହାଯାଉଛି। ଗୁପ୍ତଚର ରିପୋର୍ଟ ଆଧାରରେ ଆତଙ୍କବାଦୀମାନେ…

ଦକ୍ଷିଣରୁ ଗୋରଖନାଥ ମନ୍ଦିର ଆସିଲେ ଭବାନୀ-ଭୋଲୁ

ଲକ୍ଷ୍ନୌ,୨୧।୯: ଆନ୍ଧ୍ରପ୍ରଦେଶର ୟେଲେଶ୍ୱରମରେ ଥିବା ଗୋଶାଳାରୁ ଗୋରଖନାଥ ମନ୍ଦିରକୁ ନାଦିପଥି କ୍ଷୁଦ୍ର ପ୍ରଜାତିର (ଗୋଟିଏ ଗାଈ ଏବଂ ଗୋଟିଏ ବାଛୁରୀ) ଶନିବାର ଅଣାଯାଇଛି। ଏମାନେ ଆସିବା ପରେ…

କିଛି ଜିନିଷ ସିକ୍ରେଟ୍‌ ରହିବା ଭଲ: ରିଷଭ ପନ୍ତଙ୍କ ସହ ଡେଟିଂଙ୍କୁ ନେଇ ମୁହଁ ଖୋଲିଲେ ଉର୍ବଶୀ

ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲା ପ୍ରାୟତଃ ଭାରତୀୟ କ୍ରିକେଟର ରିଷଭ ପନ୍ତଙ୍କ ସହ ଡେଟିଂ ବିଷୟରେ ଗୁଜବ ପ୍ରଚାର କରିଥା’ନ୍ତି। ସୋସିଆଲ ମିଡିଆରେ ବାରମ୍ବାର ଆଲୋଚନା ପରେ…