ଜିନ୍ଦଲ ଷ୍ଟେନ୍‌ଲେସକୁ ସ୍ବର୍ଣ୍ଣ ପୁରସ୍କାର

ନୂଆଦିଲ୍ଲୀ,୩।୧୨(ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିଳ୍ପ ସଂସ୍ଥା ତଥା ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌(ଜେଏସ୍‌ଏଲ୍‌)କୁ ନିକଟରେ ଆଉ ଏକ ଜାତୀୟସ୍ତର ସମ୍ମାନ ପ୍ରଦାନ କରାଯାଇଛି। ଏପରିକି ଦଶମ ଇଣ୍ଡିଆ…

ଶୀତ ଲହରି ଜାରି: ୫ ଯାଏ ଝିପି ଝିପି ବର୍ଷା

ଭୁବନେଶ୍ୱର,୩ା୧୨(ଅନୁରାଧା ମହାରଣା):ରାଜ୍ୟରେ ଶୀତ ଲହରି ଜାରି ରହିଥିବାବେଳେ ବିଭିନ୍ନ ସ୍ଥାନରେ ବିକ୍ଷିପ୍ତ ବର୍ଷା ହେଉଛି। ସୋମବାର ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ…

ବାଂଲାଦେଶରେ ଶାନ୍ତି ଫେରାଇବା ପାଇଁ ଜାତିସଂଘର ସହାୟତା ନେଉ କେନ୍ଦ୍ର

କୋଲକାତା, ୩।୧୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୋମବାର ବାଂଲାଦେଶର ସାମ୍ପ୍ରତିକ ସ୍ଥିତିକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି। ବାଂଲାଦେଶରେ ଶାନ୍ତି ଫେରାଇ ଆଣିବା ପାଇଁ ଜାତିସଂଘର ସହାୟତା…

ହାରିବା ପରେ ଦିଲୀପଙ୍କ ପାଗ ଭିଡ଼ିବା ଚର୍ଚ୍ଚା

ରାଉରକେଲା,୩।୧୨(ସଙ୍ଗୀତା ଜେନା):୨୦୨୪ ବିଧାନସଭା ନିର୍ବାଚନରେ ରାଉରକେଲା ବିଧାନସଭା କ୍ଷେତ୍ରରୁ ହାରିଯାଇଥିବା ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଭାଜପା ନେତା ଦିଲୀପ ରାୟ ବର୍ତ୍ତମାନ ରାଉରକେଲାରେ ସକ୍ରିୟ ହୋଇପଡ଼ିଥିବା ଦେଖିବାକୁ…

ମୁଖ୍ୟମନ୍ତ୍ରୀ ନ ହେଲେ ଏମିତି କାମ କରିବେ ଏକନାଥ ଶିନ୍ଦେ: ଆସିଲା ବଡ଼ ଅପ୍‌ଡେଟ୍‌

ମୁମ୍ବାଇ,୩ା୧୨:ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ନୂଆ ସରକାର ଗଠନ ନେଇ ୧୦ ଦିନ ହେଲା ଅଚଳାବସ୍ଥା ଜାରି ରହିଛି। ମୁଖ୍ୟମନ୍ତ୍ରୀ ପଦ ନ…

ବାପାଙ୍କ କରଜ ଶୁଝିବାକୁ ନାବାଳକ ପୁଅ ବନ୍ଧକ

ମହାକାଳପଡ଼ା,୩ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ):ଜଣେ କାରିଗରଙ୍କ କରଜ ଶୁଝିବା ପାଇଁ ତାଙ୍କ ନାବାଳକ ପୁଅଙ୍କୁ ବନ୍ଧକ ରଖିଥିଲେ କଟକ ଜିଲା ନିଶ୍ଚିନ୍ତକୋଇଲି ଅଞ୍ଚଳର ଜନୈକ ତନ୍ତ ମିଲ୍‌ ମାଲିକ।…

ଛୁଟିରେ ଥିବା ଡାକ୍ତରଙ୍କୁ ଚେତାବନୀ ଦେଲେ ସରକାର, କାର୍ଯ୍ୟରେ ଯୋଗ ନ ଦେଲେ…

ଭୁବନେଶ୍ୱର,୩ା୧୨(ଅନିଲ ଦାସ):ଦୀର୍ଘଦିନ ଧରି ଛୁଟିରେ ଥିବା ୧୯୬ ଡାକ୍ତରଙ୍କୁ ସରକାର ଚେତାବନୀ ଦେଇଛନ୍ତି। ତୁରନ୍ତ କାର୍ଯ୍ୟରେ ଯୋଗ ନ ଦେଲେ ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଦିବ୍ୟାଙ୍ଗଙ୍କୁ ଉପେକ୍ଷା କରିବା ପାପ

ପ୍ରତିବର୍ଷ ୩ ଡିସେମ୍ବରରେ ବିଶ୍ୱ ଦିବ୍ୟାଙ୍ଗ ଦିବସ ପାଳନ କରାଯାଏ। ଏହାର ମୂଳ ଉଦ୍ଦେଶ୍ୟ ହେଉଛି ଅକ୍ଷମତା ସହ ଜଡିତ ସମସ୍ୟାଗୁଡିକ ଉପରେ ସଚେତନତା ସୃଷ୍ଟି କରିବା…

ଚଳିତ ମାସରେ ବାହା ହେବେ ସିନ୍ଧୁ, ଜାଣନ୍ତୁ କାହାକୁ

ନୂଆଦିଲ୍ଲୀ,୩।୧୨: ଦୁଇ ଥର ଅଲିମ୍ପିକ୍ସ ପଦକ ବିଜୟିନୀ ଭାରତୀୟ ବ୍ୟାଡମିଣ୍ଟନ ତାରକା ପି.ଭି. ସିନ୍ଧୁ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। ରାଜସ୍ଥାନର ଉଦୟପୁରରେ ସିନ୍ଧୁ ଡିସେମ୍ବର…

ଭୟଙ୍କର ଦୁର୍ଘଟଣା: ଓଭରବ୍ରିଜରେ ଝୁଲୁଛି ଲକ୍ଷ୍ମୀ ବସ

ବାଲେଶ୍ୱର,୨ା୧୨(ବାଞ୍ଛାନିଧି ଦେ): ବାଲେଶ୍ୱର ସହଦେଵଖୁଣ୍ଟା ଥାନା ଅଧୀନ ଫାଣ୍ଡି ଛକ ଓଭରବ୍ରିଜରେ ସୋମବାର ରାତିରେ ଲକ୍ଷ୍ମୀ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରସାମ୍ୟ ହରାଇ ବ୍ରିଜର ସାଇଡ ୱାଲକୁ…