ଲୋପ ପାଇ ଚାଲିଛି କାଡ଼ା ନାଳ

ପଟ୍ଟାମୁଣ୍ଡାଇ,୨ା୮(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଚଳିତ ଖରିଫ ଚାଷ ବିଳମ୍ବରେ ଆରମ୍ଭ ହୋଇଛି। କେନାଲ ପାଣି ଡେରିରେ ଆସିବା ଓ ବର୍ଷା ପରିମାଣ କମ…

ମଧ୍ୟାହ୍ନଭୋଜନରେ ଜୋକ

ବାସୁଦେବପୁର,୨ା୮(ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ପୌରପାଳିକା ଅଧୀନ ଦିବାକର ମିଶ୍ର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁବାର ମଧ୍ୟାହ୍ନ ଭୋଜନ ଖାଦ୍ୟରୁ ଜୋକ ବାହାରିଛି।…

ଓଜିଏସ୍‌ରେ ଇନ୍‌ଭେଷ୍ଟିଚର ସେରିମନି

ଭୁବନେଶ୍ୱର,୨।୮: ଓଡିଏମ୍‌ ଗ୍ଲୋବାଲ ସ୍କୁଲ (ଓଜିଏସ୍‌)ର ବିଦ୍ୟାର୍ଥୀମାନଙ୍କ ଦ୍ୱାରା ଇନ୍‌ଭେଷ୍ଟିଚର ସେରିମନି ଗୁରୁବାର ସ୍କୁଲ ପରିସରରେ ପାଳିତ ହୋଇଯାଇଛି। ଚଳିତ ବର୍ଷ ପେଣ୍ଟାଗନ ଅଞ୍ଚଳରେ ଆୟୋଜିତ ହୋଇଥିବା ଇନ୍‌ଭେଷ୍ଟିଚର…

ଆପଣାଇଲା ନାହିଁ ମା’:ଜନ୍ମର ୩ ଦିନରେ ଆଖିବୁଜିଲା ବାଘଛୁଆ

ବାରଙ୍ଗ,୨।୮(ଲିଙ୍ଗରାଜ ରାଉତ):ମା’ ନ ଆପଣେଇବାରୁ କର୍ମଚାରୀଙ୍କ ଯତ୍ନରେ ବଢୁଥିବା ବାଘଛୁଆର ଗୁରୁବାର ମୃତ୍ୟୁ ଘଟିଛି। ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ମଙ୍ଗଳବାର ଧଳା ବାଘୁଣୀ ମୌସୁମୀ ୩ ଶାବକ…

ଲୋକ ସଭାରେ ଉଠିଲା ମତ୍ସ୍ୟ ମହାବିଦ୍ୟାଳୟ ପ୍ରତିଷ୍ଠା ପ୍ରସଙ୍ଗ

ସୋନପୁର,୨।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ମତ୍ସ୍ୟ ମହାବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଲୋକ ସଭାରେ ପ୍ରଶ୍ନ ଉଠାଇଛନ୍ତି ବଲାଙ୍ଗୀର ଏମ୍‌ପି ସଙ୍ଗୀତା କୁମାରୀ ସିଂହଦେଓ। ଜିଲାରେ ମହାନଦୀ, ତେଲନଦୀ,…

୩ରୁ କୁଇଜ୍‌ ମହାକୁମ୍ଭ ‘ମେଟଲ ମିଟ୍‌’

ଭୁବନେଶ୍ୱର,୨।୮(ଅସମାପିକା ସାହୁ):ଦୈନିକ ଇଂଲିଶ୍‌ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ପ୍ରତିବର୍ଷ ଆୟୋଜିତ ହେଉଥିବା କୁଇଜର ମହାକୁମ୍ଭ ‘ମେଟଲ ମିଟ୍‌’ ଚଳିତବର୍ଷ ତା’ର ଷଷ୍ଠ ସଂସ୍କରଣ ଆୟୋଜନ କରିବ।…

ପିଏସ୍‌କେ କଳାପଥର ଖାଦାନ ରାସ୍ତା ଶୋଚନୀୟ

ଯାଜପୁର,୨ା୮(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାର ଧର୍ମଶାଳା ତହସିଲ ଅଞ୍ଚଳରୁ ହାଇୱା, ଟ୍ରକ, ଟ୍ରାକ୍ଟର ଓଭରଲୋଡିଂ ଅବସ୍ଥାରେ ଚଳାଚଳ ଚାଲିଛି। ଦିନକୁ ୨ ହଜାରରୁ ଊର୍ଦ୍ଧ୍ୱ ବୋଲଡର, ଗେଟି,…

ଶିଳ୍ପମନ୍ତ୍ରୀଙ୍କ ବଡ଼ ଘୋଷଣା: ୧୫ ହଜାର ଯୁବତୀଯୁବକଙ୍କ ଲାଗି ନିଯୁକ୍ତି ସୁଯୋଗ ହେବ ସୃଷ୍ଟି

ଭୁବନେଶ୍ୱର,୨।୮(ଅନିଲ ଦାସ):ଶିଳ୍ପମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ ଡେରାସ ସ୍ଥିତ ସି-ଫୁଡ୍‌ ପାର୍କ ଶିଳ୍ପାଞ୍ଚଳ ଗସ୍ତକରି ଗୁରୁବାର ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ଏହି ଅବସରରେ ମନ୍ତ୍ରୀ ଶିଳ୍ପାଞ୍ଚଳର…

ଜୁନ୍‌ରେ ୩୪%, ଜୁଲାଇରେ ୩୫% କମ୍‌ ବର୍ଷା

ଯାଜପୁର,୨ା୮(ହର୍ଷବର୍ଦ୍ଧନ ବେହେରା): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ଘନୀଭୂତ ହୋଇ ରାଜ୍ୟବ୍ୟାପୀ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆଗୁଆ ସୂଚନା ପ୍ରଦାନ…

ଆଜି ସୃଷ୍ଟି ହେବ ଲଘୁଚାପ: ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨।୮: ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଭାରତୀୟ ପାଣିପାଗ ବିଭାଗ ନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ଏ ସମ୍ପର୍କରେ ସୂଚନା ଦେଇ…