ଚାଇନାକୁ ପାନେ ଦେଲା ଆମେରିକା: ଲାଗିଲା କଟକଣା

ଓ୍ବାଶିଂଟନ, ୨।୧୨:ସେମିକଣ୍ଡକ୍ଟର ଟେକ୍ନୋଲୋଜିକୁ ନେଇ ଆମେରିକା ଓ ଚାଇନା ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଏକ ଆମେରିକୀୟ ନ୍ୟୁଜ୍‌ ଏଜେନ୍ସିର ରିପୋର୍ଟ ଅନୁଯାୟୀ, ୩ ବର୍ଷ ମଧ୍ୟରେ…

ଶିନ୍ଦେ ଚାପ୍ଟର ଏବେ ବନ୍ଦ ହୋଇଯାଇଛି: କାହିଁକି ଏମିତି କହିଲେ ଏନ୍‌ସିପି ନେତା

ପୁଣେ,୨।୧୨: ମହାରାଷ୍ଟ୍ରରେ ଏକ ନୂତନ ମହାୟୁତି ସରକାର ଗଠନକୁ ନେଇ ବିବାଦ ବଢିବାରେ ଲାଗିଛି। ରାଜ୍ୟରେ ରାଜନୈତିକ ବିକାଶ ସମ୍ପର୍କରେ ଏନସିପି ଏମ୍‌ପି ସୁନୀଲ ଟାଟକେରେ କହିଛନ୍ତି,…

ସ୍ଵର୍ଣ ମନ୍ଦିରରୁ ମିଳିଲା ଦଣ୍ଡ, ବାଥରୁମ ସଫା କରି ଅଇଁଠା ବାସନ ଧୋଇବେ ପୂର୍ବତନ ଉପମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨।୧୧: ପଞ୍ଜାବର ଅମୃତସରର ସୁବର୍ଣ୍ଣ ମନ୍ଦିରରେ ଅକଲ ତଖତା ସାହେରା ଡେରା ସଚ୍ଚା ସୌଦା ସିରସା ମୁଖ୍ୟ ରାମ ରହୀମଙ୍କୁ କ୍ଷମା କରି ସୁଖବୀର ସିଂ ବାଦଲଙ୍କୁ…

ରାସ୍ତାରେ ଖଞ୍ଜିଥିଲେ ୧୦ କେଜି ଶକ୍ତିଶାଳୀ ଆଇଇଡି ବୋମା: ଆଉ ତା’ପରେ…

ମାଲକାନଗିରି,୨ା୧୨(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ବିଜାପୁର ଜିଲାରେ ସୁରକ୍ଷା ବାହିନୀ ୪ ଆଇଇଡି ବୋମା ଠାବ କରି ନିଷ୍କ୍ରିୟ କରିଛନ୍ତି। ପ୍ରଥମଥର ପାଇଁ ମାଓବାଦୀମାନେ ୧୦ କି.ଗ୍ରା. ଶକ୍ତିଶାଳୀ…

ପାର୍ଲାମେଣ୍ଟ ଅଚଳାବସ୍ଥା ଦୂର: ସମ୍ବିଧାନ ଉପରେ ହେବ ବିତର୍କ

ନୂଆଦିଲ୍ଲୀ,୨ା୧୨(ପି.ଟି.):ସମ୍ବିଧାନରେ ଅଚଳାବସ୍ଥା ଦୂର କରିବା ପାଇଁ ସୋମବାର ସରକାର ଓ ବିରୋଧୀ ଦଳଗୁଡ଼ିକ ବୁଝାମଣାରେ ପହଞ୍ଚତ୍ଛନ୍ତି। ସମ୍ବିଧାନ ଗୃହୀତ ହେବାର ୭୫ତମ ବର୍ଷ ଅବସରରେ ଏହା ଉପରେ…

ଔଷଧ ପ୍ରତିରୋଧୀ ବ୍ୟାକ୍ଟେରିଆର ମୁକାବିଲା କରିବ ଭାରତ ପ୍ରସ୍ତୁତ ଆଣ୍ଟିବାୟୋଟିକ୍‌

ନୂଆଦିଲ୍ଲୀ,୨ା୧୨ : ଭାରତୀୟ ବୈଜ୍ଞାନିକମାନେ ଏକ ନୂଆ ଆଣ୍ଟିବାୟୋଟିକ୍‌ ବିକଶିତ କରିଛନ୍ତି। ନାଫିଥ୍ରୋମାଇସିନ୍‌ ନାମକ ଭାରତର ଏହି ପ୍ରଥମ ସ୍ବଦେଶୀ ଆଣ୍ଟିବାୟୋଟିକ୍‌ ବିଭିନ୍ନ ଔଷଧକୁ ପ୍ରତିରୋଧ କରୁଥିବା…

ମାଓବାଦୀଙ୍କ ବର୍ବରକାଣ୍ଡ: ପୋଲିସ ସୂଚନାଦାତା ସନ୍ଦେହରେ ଜଣଙ୍କୁ ହତ୍ୟା

ମାଲକାନଗିରି,୨।୧୨(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ବିଜାପୁର ଜିଲାରେ ମାଓବାଦୀମାନେ ରବିବାର ଜଣେ ଗ୍ରାମବାସୀଙ୍କୁ ହତ୍ୟା କରିଛନ୍ତି। ସେ ହେଲେ ବିଜାପୁର ଜିଲା ଭୈରମଗଡ଼ ଥାନା ତାଲେର ଗ୍ରାମ ନିବାସୀ…

ବୈଠକ ବାତିଲ କଲେ ଶିନ୍ଦେ, ଦିଲ୍ଲୀ ଗଲେ ଅଜିତ ପାଓ୍ବାର

ମୁମ୍ବାଇ,୨ା୧୨ : ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ନୂଆ ସରକାର ଗଠନ ନେଇ ୧୦ ଦିନ ହେଲା ଅଚଳାବସ୍ଥା ଜାରି ରହିଛି। ସରକାର…

ଓଡ଼ିଶା: ଆଜିର ଫଟୋ ( ୨ ନଭେମ୍ବର, ୨୦୨୪ )

ଭୁବନେଶ୍ୱରର ଜୟଦେବ ବିହାର ଠାରୁ ନନ୍ଦନକାନନ ରୋଡ଼ ଯାଏ ପବଳ ଯାନବାହାନ ଗହଳି ହାପି ଲିଭିଂ ଫାଉଂଡେସନ ପକ୍ଷରୁ ଦେବ ଦିପାବଳୀ ମହୋଷଭ ରାମମନ୍ଦିର ଠାରେ ପାଳନ…

ମୃତ୍ୟୁ ପୂର୍ବରୁ କହିଯାଇଥିଲେ ବାପା: ମାଟି ତଳୁ ବାହାରୁଛି ଗୁପ୍ତଧନ 

କୋରାପୁଟ/ନାରାୟଣପାଟଣା,୨ା୧୨(ଅମିତାଭ ବେହେରା/ରାଜକିଶୋର ଜେନା): ଦିନ ମଜୁରୀ କରି ସଞ୍ଚିତ ଟଙ୍କାକୁ ମାଟି ତଳେ ପୋତି ରଖିଥିଲେ ବାପା। ମୃତ୍ୟୁ ପୂର୍ବରୁ ପରିବାର ସଦସ୍ୟଙ୍କୁ ଜଣାଇଥିଲେ। ତାଙ୍କ କହିବା…