ଗୋଟିଏ ଟ୍ରକ୍‌ ଦୁଇ ଜାଗାରେ ଘଟାଇଲା ଦୁର୍ଘଟଣା: ୪ ଜଣଙ୍କ ଜୀବନ ଗଲା, ୩ ଗୁରୁତର

ବାରିପଦା,୩୦ା୧୧: ମୟୂରଭଞ୍ଜ ଜିଲା ବାରିପଦାରେ ସିରିଜ୍‌ ଦୁର୍ଘଟଣା ଘଟି ୪ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୩ ଜଣ ଗୁରୁତର ହୋଇଛନ୍ତି। ଗୋଟିଏ ଟ୍ରକ୍‌ ଦୁଇଟି ଯାକ ସ୍ଥାନରେ…

ମେଡିକାଲରୁ ପୁଣି ଶିଶୁ ଚୋରି: ଜନ୍ମ ପରେ ନବଜାତକର ଫଟୋ ରଖିଥିଲେ ପରିବାର, ହେଲେ…

ନୟାଗଡ଼,୩୦ା୧୧(ଲୋକନାଥ ମିଶ୍ର): ରାଜ୍ୟରେ ଥିବା ବିଭିନ୍ନ ମେଡିକାଲରୁ ଶିଶୁ ଚୋରି ହେଉଥିବା  ବାରମ୍ବାର ଅଭିଯୋଗ ହେଉଛି। ଶୁକ୍ରବାର ସମ୍ବଲପୁର ଜିଲା ଭୀମସାର ମେଡିକାଲରୁ ଶିଶୁ ଚୋରି ହୋଇଥିବାବେଳେ…

ଭିଆଇପି ପାସ୍‌ କିଣି କବରସ୍ଥାନ ପରିଦର୍ଶନ

ଲଣ୍ଡନ: କୌଣସି ସ୍ବପରିଜନ କିମ୍ବା ନିକଟ ସମ୍ପର୍କୀୟଙ୍କ ମୃତ୍ୟୁ ହୋଇଗଲେ, କେବଳ ତାଙ୍କର ସ୍ମୃତି ପରିବାର ଲୋକ ଏବଂ ବନ୍ଧୁବାନ୍ଧବଙ୍କ ସହ ରହିଯାଇଥାଏ। ତେବେ ଯେଉଁ ଧର୍ମରେ…

ଜିଦ୍‌ରେ ଅଟଳ ପାକିସ୍ତାନ, ହାଇବ୍ରିଡ୍‌ ମଡେଲକୁ କଲା ନା: ଏବେ ଚାମ୍ପିୟନ୍ସ ଟ୍ରଫିକୁ ନେଇ…

ଦୁବାଇ,୩୦ା୧୧(ପି.ଟି.):ପାକିସ୍ତାନରେ ଆୟୋଜିତ ଚାମ୍ପିୟନ୍ସ ଟ୍ରଫି ପାଇଁ ଯିବାକୁ ଭାରତ ମନା କରିସାରିଥିବା ବେଳେ ବର୍ତ୍ତମାନ ଆଇସିସି କୋର୍ଟରେ ରହିଛି ବଲ୍‌। ଆଇସିସି ମଧ୍ୟସ୍ଥତାରେ ଶୁକ୍ରବାର ବୈଠକ ହୋଇଥିବା…

ଚୌକା-ଛକା ବର୍ଷା କଲେ ଇଶାନ କିଶାନ: ୫ ଓଭର ଭିତରେ ଜିତିଗଲା ମ୍ୟାଚ୍‌

ନୂଆଦିଲ୍ଲୀ,୩୦।୧୧: ସୟଦ ମୁସ୍ତାକ ଅଲି ଟ୍ରଫି ୨୦୨୪ରେ ଝାଡଖଣ୍ଡ ରନ ପଛରେ ପକାଇ ମାତ୍ର ୪.୩ ଓଭରରେ ଜିତିଥିଲା। ଦଳ ଜିତିବାରେ ସାହାଯ୍ୟ କରିବାରେ ଇଶାନ କିଶନ…

ନିର୍ବାଚନ ଫଳାଫଳ ପରେ କେତେଦିନ ଭିତରେ ମୁଖ୍ୟମନ୍ତ୍ରୀ ଘୋଷଣା ହେବା ଜରୁରୀ? ନହେଲେ ରାଜ୍ୟପାଳ ନେଇପାରନ୍ତି ଏହି ବଡ଼ ଆକ୍ସନ…

ନୂଆଦିଲ୍ଲୀ,୩୦।୧୧: ନିକଟରେ ଦୁଇ ରାଜ୍ୟରେ ନିର୍ବାଚନ ଶେଷ ହୋଇଛି। ମହାରାଷ୍ଟ୍ରରେ ଭାଜପା ବିସ୍ମୟକର ବିଜୟ ହାସଲ କରିଥିବାବେଳେ ଝାଡଖଣ୍ଡରେ ଜେଏମଏମ ଝଡ ସୃଷ୍ଟି କରି ପୁର୍ନବାର କ୍ଷମତାକୁ…

ପର୍ଯ୍ୟଟକଙ୍କ ପାଇଁ ପ୍ରଶାସନର ବଡ଼ ପଦକ୍ଷେପ: ବଦଳିବ କଫି ବଗିଚାର ରୂପରେଖ, ସପ୍ତାହକ ମଧ୍ୟରେ ହେବ…

ଦାରିଙ୍ଗବାଡ଼ି,୩୦ା୧୧(ଅରୁଣ ସାହୁ): ପର୍ଯ୍ୟଟନ କ୍ଷେତ୍ରର ଉନ୍ନତି ପାଇଁ ବ୍ଲକ ଓ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ଯୋଜନା ପ୍ରସ୍ତୁତ କରାଯାଇଛି। କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକକୁ ସ୍ବତନ୍ତ୍ର…

ମୋଦିଙ୍କ ପ୍ରଶଂସାରେ ଶତମୁଖ ସିଦ୍ଧାନ୍ତ: କହିଲେ, ତାଙ୍କ ସହ ପଦେ କଥା ହେଲେ…

ଭୁବନେଶ୍ୱର,୩୦।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିର୍ବାଚନ ପରେ ପ୍ରଥମ ଥର ଦଳୀୟ କାର୍ଯ୍ୟାଳୟ ଯାଇ ଦଳର ବିଧାୟକ, ମନ୍ତ୍ରୀ, ଏମ୍‌ପି ଏବଂ ପଦାଧିକାରୀଙ୍କ ସହ ଦୀର୍ଘ ସମୟ…

ଓଡ଼ିଶାରେ ପ୍ରଧାନମନ୍ତ୍ରୀ ଖାଇଲେ ଖାଣ୍ଟି ଓଡ଼ିଆ ଖାଦ୍ୟ, ଜହ୍ନି ଆଳୁ ରାଇଠୁ ଆରମ୍ଭ କରି…

ଭୁବନେଶ୍ୱର,୩୦ା୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ ଦିନିଆ ଓଡ଼ିଶା ଗସ୍ତରେ ଆସି ଆୟୋଜିତ ଜାତୀୟସ୍ତରୀୟ ଡିଜିପି ସମ୍ମିଳନୀରେ ଯୋଗ ଦେଇଛନ୍ତି। ତେବେ ପ୍ରଧାନମନ୍ତ୍ରୀଙ୍କ ଏହି ରହଣି ସମୟରେ…

ମଞ୍ଚରେ ବସିଲେନି, ମାଇକ୍‌ ଧରି ବୁଲିଲେ ମୋଦି: କାର୍ଯ୍ୟକର୍ତ୍ତାଙ୍କୁ ଶୁଣାଇଲେ ଝିଅ-ବୋହୂ ଥିଓରି

ଭୁବନେଶ୍ୱର,୩୦।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜିକାଲି ୩ ଦିନିଆ ଓଡ଼ିଶା ଗସ୍ତରେ ଅସିଛନ୍ତି। ଶନିବାର ସକାଳ ୮ଟାରେ ଭୁବନେଶ୍ୱରସ୍ଥିତ ଲୋକସେବା ଭବନର କନ୍‌ଭେନଶନ୍‌ ସେଣ୍ଟରଠାରେ ଅନୁଷ୍ଠିତ ଡିଜିପି…