ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର: ୩୦୬ପଞ୍ଜିକୃତ, ୧୫୮ ଜଣଙ୍କୁ ପ୍ରମାଣ ପତ୍ର ବଣ୍ଟନ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୯ା୧୧(ଅରୁଣ ସାହୁ/ମନୋରଞ୍ଜନ ରଣା):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ଶୁକ୍ରବାର ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି।…

ସଜେଇ ହେଉଛି ହିଲ୍‌ଭିୟୁ ପାର୍କ: ବଦଳିଲା ଫାଟକର ରଙ୍ଗ

ଦାରିଙ୍ଗବାଡ଼ି,୨୯ା୧୧(ଅରୁଣ ସାହୁ):ଦାରିଙ୍ଗବାଡ଼ି ବ୍ଲକର ଅନେକ ପର୍ଯ୍ୟଟନକ୍ଷେତ୍ର ରହିଛି ତା ମଧ୍ୟରେ ପ୍ରମୁଖ ପର୍ଯ୍ୟଟନ କ୍ଷେତ୍ର ହିଲ୍‌ଭିୟୁ ପାର୍କ ଏବେ ସଜେଇ ହେଉଛି। ଜାତୀୟ ରାଜପଥ ଠାରୁ ପାର୍କ…

ଜାତୀୟ ଶିକ୍ଷାନୀତିରେ ଉଚ୍ଚଶିକ୍ଷା

ଚଳିତ ଶିକ୍ଷାବର୍ଷରୁ ରାଜ୍ୟରେ ଜାତୀୟ ଶିକ୍ଷାନୀତି-୨୦୨୦ ଆଧାରରେ ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟ ଓ ଅନୁବନ୍ଧିତ ମହାବିଦ୍ୟାଳୟରେ ପାଠପଢ଼ା ହେବ ବୋଲି ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହା…

ଗୁରୁମନ୍ତ୍ର ଦେଉ ଦେଉ ବିଳମ୍ବ କରିଦେଲେ ମୋଦି: ୨ ଘଣ୍ଟାର କାର୍ଯ୍ୟସୂଚୀ ଥିଲା, ସାଢେ ୩ ଘଣ୍ଟା ରହିଲେ

ଭୁବନେଶ୍ୱର, ୩୦ା୧୧(ସୁନିତ୍‌ ମିଶ୍ର):୩ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ସକାଳ ୮ଟାରେ ଭୁବନେଶ୍ୱରସ୍ଥିତ ଲୋକସେବା ଭବନର କନ୍‌ଭେନଶନ୍‌ ସେଣ୍ଟରଠାରେ ଅନୁଷ୍ଠିତ ଡିଜିପି…

ନନ୍ଦନକାନନ ଆସିଲେ ୫ ଲକ୍ଷ୍ମୀପେଚା

ତ୍ରିଶୂଳିଆ,୩୦ା୧୧(ତୁଷାରକାନ୍ତ ବେହେରା):ସିଟି ଫରେଷ୍ଟ ଡିଭିଜନର ନନ୍ଦନକାନନ ଥାନା ଅଧୀନ ରଘୁନାଥପୁର ଅଞ୍ଚଳରୁ ଉଦ୍ଧାର ହୋଇଥିବା ୫ ଲକ୍ଷ୍ମୀପେଚାଙ୍କୁ ବନ ବିଭାଗ ଶୁକ୍ରବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ହସ୍ତାନ୍ତର…

ମାଡ଼ିଆସୁଛି ବାତ୍ୟା ‘ଫେଙ୍ଗାଲ’: ଆଜି ୧୭ ଜିଲାରେ ବର୍ଷିବ

ଭୁବନେଶ୍ୱର,୩୦ା୧୧(ଅନୁରାଧା ମହାରଣା):ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଘନୀଭୂତ ହେଉଥିବାବେଳେ କ୍ରମଶଃ ବାତ୍ୟାର ରୂପ ନେବାକୁ ଯାଉଛି। ବାତ୍ୟାର ନାଁ ‘ଫେଙ୍ଗାଲ’ ରଖାଯାଇଥିବାବେଳେ ଏହା…

ବ୍ଲାକ୍‌ ଫ୍ରାଇଡେ ସେଲ୍‌ରେ ଆକର୍ଷଣୀୟ ରିହାତି

ନୂଆଦିଲ୍ଲୀ,୩୦।୧୧: ଦେଶର ପ୍ରମୁଖ ଇ କମର୍ସ ପ୍ଲାଟ୍‌ଫର୍ମ ତଥା ଆମାଜନ ଇଣ୍ଡିଆର ବହୁ ପ୍ରତୀକ୍ଷିତ ଅଫର ଏବଂ ପ୍ରଥମ ବ୍ଲାକ୍‌ ଫ୍ରାଇଡେ ସେଲ୍‌ (ଇଭେଣ୍ଟ)ର ଶୁଭାରମ୍ଭ ନିକଟରେ…

ବଜାରରେ ଲାଭାର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୩୦।୧୧: ଲାଭା ଇଣ୍ଟରନ୍ୟାଶନାଲ ଲିମିଟେଡ୍‌ ବା ଲାଭାର ନୂତନ ଉତ୍ପାଦ ତଥା ୟୁଭା ସିରିଜର ଅତ୍ୟାଧୁନିକ ମଡେଲ ‘ୟୁଭା-୪’ର ଅନାବରଣ (ଶୁଭାରମ୍ଭ) ନିକଟରେ ହୋଇଯାଇଛି। ୬,୯୯୯ ଟଙ୍କାର…

ବେଦାନ୍ତ ଲିମିଟେଡ୍‌କୁ ପ୍ଲାଟିନମ୍‌ ପୁରସ୍କାର

ନୂଆଦିଲ୍ଲୀ,୩୦।୧୧: ବେଦାନ୍ତ ଲିମିଟେଡ୍‌କୁ ନିକଟରେ ଆଉ ଏକ ଜାତୀୟସ୍ତରର ସମ୍ମାନ ପ୍ରଦାନ କରାଯାଇଛି। ଏପରିକି ଇଣ୍ଡିଆନ୍‌ ଚାମ୍ବର ଅଫ୍‌ କମର୍ସ (ଆଇସିସି) ଦ୍ୱାରା ଆୟୋଜିତ ୬ଷ୍ଠ ଆଇସିସି…

ରୁପା ଦର ୧,୦୦,୦୦୦ ପାର

ଭୁବନେଶ୍ୱର,୩୦।୧୧ (ଅଭୟ ଦାଶ): କ୍ରମାଗତ ଭାବେ ରୁପା ଦର ଘରୋଇ ବଜାରରେ ବଢ଼ି ଚାଲିଛି। ଏପରିକି କିଛିଦିନର ସ୍ଥିରତା ପରେ ପୁଣି ଥରେ ରୁପା ଦର ୧,୦୦,୦୦୦…