ଦିଗପହଣ୍ଡିରେ ସିରିଜ ଚୋରି ମାମଲା: ମାଷ୍ଟର ମାଇଣ୍ଡ ଗଲେ ଜେଲ୍‌

ଦିଗପହଣ୍ଡି,୨୮।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ସାମ୍ନା ଅଶୋକ ସ୍ବାଇଁଙ୍କ ମାର୍କେଟ କମ୍ପ୍ଲେକ୍ସରେ ଥିବା ୪ ଦୋକାନର ତାଲା ଭାଙ୍ଗି ଦୁର୍ବୃତ୍ତମାନେ ଗତ…

ଆଳୁ ରପ୍ତାନି ଉପରେ ରୋକ୍‌ ଲଗାଇଲେ ଦିଦି: ସୀମାନ୍ତରୁ ଫେରିଗଲା ଶତାଧିକ ଆଳୁ ଟ୍ରକ୍‌

ଭୋଗରାଇ,୨୮ା୧୧(ପ୍ରଦୀପ ଦାସ): ଓଡ଼ିଶା ସମେତ ଭିନ୍ନ ରାଜ୍ୟକୁ ଆଳୁ ରପ୍ତାନି ଉପରେ ପୁଣି ଅଙ୍କୁଶ ଲଗାଇଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ନିଜ ରାଜ୍ୟରେ ଆଳୁ ଓ…

ବର୍ତ୍ତମାନ ବୟସ ଏତେ ଯେ ଯାହାକୁ ମୁଁ ବଞ୍ଚି ପାରିବି ନାହିଁ, ଜାଣନ୍ତୁ ଏମିତି କାହିଁକି କହିଲେ ଅଖିଳେଶ

ଲକ୍ଷ୍ନୌ,୨୮।୧୧: ନିକଟରେ ଏକ ସାକ୍ଷାତକାରରେ ସମାଜବାଦି ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବ ତାଙ୍କ ବ୍ୟକ୍ତିଗତ ଜୀବନ, ପିତା ମୁଲାୟମ ସିଂ ଯାଦବଙ୍କ ସହ ସମ୍ପର୍କ ଏବଂ ଡିମ୍ପଲ…

ଆସିଲା ୨୦୨୪ ହାତୀ ଗଣନା ରିପୋର୍ଟ: ୬ ମାସରେ ବଢ଼ିଛନ୍ତି ଏତିକି ହାତୀ

ଭୁବନେଶ୍ୱର,୨୮।୧୧: ପ୍ରକାଶ ପାଇଛି ଓଡ଼ିଶାର ଶୀତକାଳୀନ ହାତୀ ଗଣନା ୨୦୨୪ ରିପୋର୍ଟ। ମୋଟ ୩୮ ଟି ଡିଭିଜନରେ ଅନୁଷ୍ଠିତ ହୋଇଥିବା ଏହି ଗଣନା ଅନୁଯାୟୀ ସାମାନ୍ୟ ବୃଦ୍ଧି…

ଅପରେଶନ ଗ୍ରୀନ କ୍ଲିନ: ୭ କୋଟି ଟଙ୍କାର ଗଞ୍ଜେଇ ନଷ୍ଟ କଲା ପୋଲିସ

ମୋହନା,୨୮ା୧୧(ମନ୍ମଥ ମିଶ୍ର): ଗଜପତି ଜିଲା ଆରକ୍ଷୀ ଅଧୀକ୍ଷକ ଯତୀନ୍ଦ୍ର କୁମାର ପଣ୍ଡାଙ୍କ ନିର୍ଦ୍ଦେଶରେ ଅପରେଶନ ଗ୍ରୀନ କ୍ଲିନ ଆରମ୍ଭ ହୋଇଥିବା ବେଳେ ଅଡ଼ବା ଥାନା ଅଞ୍ଚଳରେ ବ୍ୟାପକ…

ୟୁନିୟନ ବ୍ୟାଙ୍କରୁ ଚୋରି

ଚିକିଟି,୨୮ା୧୧(ପ୍ରକାଶ ଚନ୍ଦ୍ର ସାହୁ): କେ.ନୂଆଗାଁ ଥାନା ଚିକିଟି ଫାଣ୍ଡି ଅନ୍ତର୍ଗତ ଲକ୍ଷ୍ମୀପୁର ଛକରେ ଥିବା ୟୁନିଅନ ବ୍ୟାଙ୍କ ଶାଖାରୁ ଚୋରି ହୋଇଛି। ଦୁର୍ବୃତ୍ତ ଲକର ଖୋଲିବାକୁ ଚେଷ୍ଟା…

ଭାଜପା ତଣ୍ଟିରେ ଲାଗିଛି ‘ଶିନ୍ଦେ’ କଣ୍ଟା ! ସାଙ୍ଗରେ ରଖିବାକୁ ଦଳ ଯେତିକି ବାଧ୍ୟ ସେତିକି ଜରୁରୀ, ଅଣଦେଖା କଲେ…

ମୁମ୍ବାଇ,୨୮।୧୧: ଯଦି ଏକନାଥ ସିନ୍ଦେ ନୁହନ୍ତି, ତେବେ ମହାରାଷ୍ଟ୍ରର ଆଗାମୀ ମୁଖ୍ୟମନ୍ତ୍ରୀ କିଏ ହେବ? ଦେବେନ୍ଦ୍ର ଫଡନାଭିସ ଏହି ଦୌଡରେ ସବୁଠାରୁ ଆଗରେ ଥିବା କୁହାଯାଉଛି। ହେଲେ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା ପକାଇଲେ ଗ୍ରାମବାସୀ

ଖଜୁରୀପଡ଼ା ୨୮ା୧୧(ବିଦୁର ବେହେରା): ବାରମ୍ବାର ଦାବି ପରେ ଆଡାଶିପଡା ପଞ୍ଚାୟତ ପାଣ୍ଡରାବାଡ଼ି ଗ୍ରାମରେ ୨୦୨୧ରେ ମିନି ଅଙ୍ଗନୱାଡି କେନ୍ଦ୍ର ସ୍ଥାପନ ହୋଇଥିଲା। ଗୃହ ନିର୍ମାଣ ହୋଇ ନ…

ନିଜ ବନ୍ଧୁ ଉପରେ ଭରସା କରି ପାରୁନାହିଁ ଚାଇନା!

ବେଜିଂ,୨୮।୧୧: ପାକିସ୍ତାନ ଏବଂ ଚାଇନା ମଧ୍ୟରେ ବନ୍ଧୁତା ଭଲ ବୋଲି ବିବେଚନା କରାଯାଏ। ତେବେ ନିକଟ ଅତୀତରେ ଏଭଳି ଘଟଣା ଘଟିଛି ଯେଉଁଥିପାଇଁ ଚାଇନା ଆଉ ପାକିସ୍ତାନ…

ଥରିଲା ଆଫଗାନିସ୍ତାନ, ଜମ୍ମୁ-କଶ୍ମୀରରେ ଦେଖାଗଲା ଏହାର ପ୍ରଭାବ

ଶ୍ରୀନଗର/କାବୁଲ,୨୮।୧୧: ଗୁରୁବାର (୨୮ ନଭେମ୍ବର) ଅପରାହ୍ନରେ ଜମ୍ମୁ କଶ୍ମୀରର କିଛି ଅଞ୍ଚଳରେ ସାମାନ୍ୟ ଭୂକମ୍ପ ଅନୁଭୂତ ହୋଇଛି। ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି କହିଛି ଯେ ଆଫଗାନିସ୍ତାନରେ…