ମନ୍ତ୍ରୀଙ୍କ ଘରେ ବିସ୍ଫୋରଣ

ଗୁଆହାଟୀ,୧୫ା୯: ମଣିପୁର ମନ୍ତ୍ରୀ ଖାସିମ୍‌ ବାଶୁମ୍‌ଙ୍କ ଉଖ୍ରୁଲ ଜିଲାର ହାମଲେଇଖୋଙ୍ଗ ଅଞ୍ଚଳରେ ଥିବା ଆବାସିକ କମ୍ପ୍ଲେକ୍ସରେ ବିସ୍ଫୋରଣ ଘଟିଛି। ଏଥିରେ କେହି ମୃତାହତ ହୋଇନାହାନ୍ତି। ପ୍ରାଣୀସମ୍ପଦ ଓ…

ସେଫ ସିଟି ଡ୍ରାଇଭ ଅଭିଯାନ ବେଳେ ପାରା ଅଲମ୍ପିଆନ ଖେଳାଳି ଧରାପଡିଲେ

ଭୁବନେଶ୍ୱର,୧୫ା୯(ସୂର୍ଯ୍ୟକାନ୍ତ ବେହେରା): ଭୁବନେଶ୍ୱର ସେଫ ସିଟି ଡ୍ରାଇଭ ଅଭିଯାନକୁ ନେଇ ବ୍ଲକିଂ ଚେକିଂ ଚାଲିଥିଲା ବେଳେ ପାରା ଅଲମ୍ପିଆନ ପ୍ରମୋଦ ଭଗତଙ୍କ ଗାଡିକୁ ପୋଲିସ ଜବତ କରିଛି।…

ଓଡ଼ିଶା: ଆଜିର ଫଟୋ ( ୧୫ ସେପ୍ଟେମ୍ବର, ୨୦୨୪ )

କଟକ ଦେବୀଗଡା କାଠଯୋଡ଼ି ନଦୀ ତଟଠାରେ ପ୍ରଥମ ପର୍ଯ୍ୟାୟ ଗଣେଶ ମୁର୍ମୟୀ ପ୍ରତିମା ବିସର୍ଜନ ଶୋଭାଯାତ୍ରା     ରାଜଧାନୀରେ ବର୍ଷା     ରବୀନ୍ଦ୍ର ମଣ୍ଡପରେ…

ଝାଟିମାଟି କୁଡ଼ିଆର ପଲିଥିନ ତଳେ ଅସହାୟ ବୃଦ୍ଧା

ବରଗଡ଼,୧୫।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଉପାନ୍ତ ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ବୁଙ୍ଗାପାଲି ଗ୍ରାମରେ ଏକ ଅଭାବନୀୟ ଘଟଣା ଶନିବାର ସାମ୍ନାକୁ ଆସିଛି। ଗ୍ରାମର ଚତୁର୍ଭୁଜ ମହାନନ୍ଦ(୭୦)ଙ୍କ ଶୁକ୍ରବାର…

ପୁଣି କୋଲକାତା ହସ୍ପିଟାଲରେ ରୋଗୀ ସମ୍ପର୍କୀୟାଙ୍କୁ…

କୋଲକାତା,୧୫ା୯: କୋଲକାତାର ଆର୍‌.ଜି. କର ହସ୍ପିଟାଲରେ ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାକୁ ନେଇ ଉତ୍ତେଜନା ଥମି ନ ଥିବାବେଳେ ସେଠାର ଅନ୍ୟ ଏକ ସରକାରୀ…

ଫାଷ୍ଟ ଫୁଡ୍‌ ଦୋକାନ ଭିତରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

ପଦ୍ମପୁର,୧୫ା୯(ପ୍ରଶାନ୍ତ କୁମାର କର): ରାୟଗଡ଼ା ଜିଲାର ପଦ୍ମପୁର ସୁନାରି ଘାଇ ଛକ ନିକଟରେ ଥିବା ଏକ ଫାଷ୍ଟ ଫୁଡ୍ ଦୋକାନରେ କାର୍ଯ୍ୟ କରୁଥିବା ଜଣେ କମଚାରୀ ଦୋକାନରେ…

ମହିଳାଙ୍କୁ ଡରାଇ ସହମତିରେ ଯୌନ ସମ୍ପର୍କ ବଳାତ୍କାର: ହାଇକୋର୍ଟ

ପ୍ରୟାଗରାଜ,୧୫ା୯: ମହିଳାଙ୍କୁ ଭୟଭୀତ କରାଇ କିମ୍ବା ତାଙ୍କଠାରେ ଭୁଲ୍‌ ଧାରଣା ଜନ୍ମାଇ ତାଙ୍କ ସହମତିରେ ଯୌନ ସମ୍ପର୍କ ରଖିବା ବଳାତ୍କାର ବୋଲି ଆଲ୍ଲାହାବାଦ ହାଇକୋର୍ଟ ଏକ ରାୟରେ…

ଦୁର୍ଘଟଣା ପରେ ଗ୍ୟାସ୍‌ ଟ୍ୟାଙ୍କରରେ ବଡ଼ ଧରଣର ବିସ୍ଫୋରଣ: ୨୪ ମୃତ, ୨୦ଜଣଙ୍କ ଅବସ୍ଥା ଗୁରୁତର

ପୋର୍ଟ-ଅଉ-ପ୍ରିନ୍ସ,୧୫ା୯: ହାଇତିର ଦକ୍ଷିଣ ଭାଗରେ ଶନିବାର ଏକ ଗ୍ୟାସ୍‌ ଟ୍ୟାଙ୍କରରେ ବିସ୍ଫୋରଣ ଘଟି ୨୪ ଜଣଙ୍କ ମୃତ୍ୟୁ ହେବା ସହ ୪୦ଜଣ ପୋଡ଼ିଯାଇ ଆହତ ହୋଇଛନ୍ତି। ସେମାନଙ୍କ…

ମୋଦି ସରକାରଙ୍କ ବଡ଼ ପଦକ୍ଷେପ: ଖୁବଶୀଘ୍ର କାର୍ଯ୍ୟକାରୀ ହେବ ‘ଏକ ରାଷ୍ଟ୍ର ଏକ ନିର୍ବାଚନ’

ନୂଆଦିଲ୍ଲୀ,୧୫ା୯: ବର୍ତ୍ତମାନର ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାରଙ୍କ କାର୍ଯ୍ୟକାଳରେ ‘ଏକ ରାଷ୍ଟ୍ର, ଏକ ନିର୍ବାଚନ’ କାର୍ଯ୍ୟକାରୀ ହେବ ବୋଲି ଏକ ସୂତ୍ରରୁ ଜଣାପଡ଼ିଛି। ଏହି ସଂସ୍କାରମୂଳକ ପଦକ୍ଷେପକୁ…

ଗଣେଶ ଭସାଣି: ଡିଜେ ପାଇଁ ଥାନାରେ ପାଟିତୁଣ୍ଡ

ହିଞ୍ଜିଳିକାଟୁ,୧୫।୯( ଦ୍ବିତୀକୃଷ୍ଣ ପଣ୍ଡା): ଗଣେଶ ଭସାଣି ବେଳେ ଡିଜେ ବଜାଇବାକୁ କେନ୍ଦ୍ର କରି କେତେକ ବ୍ୟକ୍ତି ଗଞ୍ଜାମ ଜିଲା ବେଲଗାଁ ଥାନା ସମ୍ମୁଖରେ ପାଟିତୁଣ୍ଡ କରିଛନ୍ତି। ଏହାର…