ଭୁବନେଶ୍ୱର, ୭।୯(ସୁନିତ୍ ମିଶ୍ର): ରାଜ୍ୟର ପ୍ରତ୍ୟେକ ସହରକୁ ବିକଶିତ ସହରରେ ପରିଣତ କରିବା ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଲକ୍ଷ୍ୟ। ଓଡ଼ିଶାର ୧୧୫ଟି…
ନୂଆପଡ଼ା/କୋମନା,୭ା୯(ମକାରୁ ବେମାଲ/ସୋବିନ ଛତ୍ରିଆ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ତରବୋଡ଼ ଜବାହର ନବୋଦୟ ବିଦ୍ୟାଳୟରେ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। ସିନିୟର ଛାତ୍ରଙ୍କ ମାଡ଼ରେ…
ପ୍ୟାରିସ୍, ୭।୯(ପି.ଟି.): ଭାରତର ପ୍ରବୀଣ କୁମାର ପ୍ୟାରିସ୍ ପାରାଲିମ୍ପିକ୍ସରେ ଶୁକ୍ରବାର ସ୍ବର୍ଣ୍ଣ ପଦକ ଜିତି ଦେଶକୁ ଗର୍ବିତ କରିଛନ୍ତି। ପୁରୁଷ ହାଇଜମ୍ପ ଟି୬୪ ଇଭେଣ୍ଟରେ ସେ ରେକର୍ଡ…
ପାଟନା,୬ା୯: ବିହାରର ବେଗୁସରାଇ ଜିଲାରେ ଶୁକ୍ରବାର ଛେଳି ଚୋର ସନ୍ଦେହରେ ଜଣେ ଯୁବକଙ୍କୁ ଉତ୍ତ୍ୟକ୍ତ ଲୋକେ ପିଟି ମାରିଦେଇଛନ୍ତି। ସେମାନଙ୍କ ମାଡ଼ରେ ଅନ୍ୟ ଜଣେ ଗୁରୁତର ଆହତ…
ବାରିପଦା,୬ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ)- ଟାଟାର ଅଂଶ ତଥା ଭାରତର ସର୍ବବୃହତ୍ ଗହଣା ଖୁଚୁରା ବ୍ରାଣ୍ଡ୍ ତନିସ୍କ ପକ୍ଷରୁ ଓ ୧୭ତମ ମୟୂରଭଞ୍ଜ ଜିଲା ବାରିପଦାରେ ଏହାର ଭବ୍ୟ…
ନୂଆଦିଲ୍ଲୀ,୬ା୯: ବିଭିନ୍ନ ଔଷଧ ପ୍ରତିରୋଧୀ ଯକ୍ଷ୍ମା (ଏମ୍ଡିଆର୍-ଟିବି)ର ଏକ ନୂତନ ଚିକିତ୍ସା ପଦ୍ଧତି ବିପିଏଏଲ୍ଏମ୍କୁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁମୋଦନ କରିଛି। ଜାତୀୟ ଯକ୍ଷ୍ମା ନିରାକରଣ କାର୍ଯ୍ୟକ୍ରମ…
ପ୍ୟାରିସ୍,୬ା୯: ଲେଜେଣ୍ଡ୍ସ ଲିଗ୍ କ୍ରିକେଟରେ ଓଡ଼ିଶାର ପ୍ରଥମ ଦଳ ଭାବେ କୋଣାର୍କ ସୂର୍ଯ୍ୟ ସାମିଲ ହୋଇଛି। ଶୁକ୍ରବାର ଭୁବନେଶ୍ୱରରେ ଟିମ ଲଞ୍ଚ ହେବା ସହ, ସମସ୍ତ ଖେଳାଳିଙ୍କ…
ନୂଆଦିଲ୍ଲୀ,୬।୯: ଭାଜପାର ପୂର୍ବତନ ବିଧାୟକ ଶଶୀ ରଞ୍ଜନ ପରମାରଙ୍କୁ ହରିୟାଣା ବିଧାନସଭା ନିର୍ବାଚନରେ ଟିକେଟ ନ ମିଳି ନ ଥିବାରୁ ଶୁକ୍ରବାର ସେ କାନ୍ଦି ପକାଇଛନ୍ତି। ପୂର୍ବରୁ…
ଠାଣେ,୬ା୯: ମହାରାଷ୍ଟ୍ରର ଠାଣେ ଜିଲାରେ ଏକ ଜନ୍ମଦିନ ପାର୍ଟି ଚାଲିଥିବା ବେଳେ ଜଣେ ୨୨ ବର୍ଷୀୟା ଯୁବତୀଙ୍କୁ ନିଶା ଦେଇ ବଳାତ୍କାର କରାଯାଇଛି। ଏହି ମାମଲାରେ ଜଣେ…