ସମୁଦ୍ର ମନ୍ଥନରୁ ‘ବିଷ’

ନୂଆଦିଲ୍ଲୀ/ଅହମଦାବାଦ,୧୬ା୧୧: ଦେଶର ସୁନାମଧନ୍ୟ ନିଶାଦ୍ରବ୍ୟ ନିରୋଧୀ ଏଜେନ୍ସି ଏନ୍‌ସିବି ଶୁକ୍ରବାର ୭୦୦ କେ.ଜି. ମେଥାମ୍ଫେଟାମାଇନ୍‌ ଜବତ କରିଛି। ମେଥ୍‌ ବା ମେଥାମ୍ଫେଟାମାଇନ୍‌ ହେଉଛି ମାନସିକ ସ୍ଥିତି, ଚିନ୍ତାଶକ୍ତି…

ହଟିଲା କଟକଣା: ଆଜିଠୁ ଚାରିଦ୍ୱାର ଖୋଲା

ପୁରୀ,୧୬ା୧୧(ଅଜିତ୍‌ କୁମାର ମହାନ୍ତି):ଭକ୍ତଙ୍କ ନିମନ୍ତେ ଖୁସି ଖବର। କାର୍ତ୍ତିକ ମାସ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜାରି ହୋଇଥିବା କଟକଣାକୁ ଶୁକ୍ରବାର ହଟାଇ ନିଆଯାଇଛି। ଶନିବାରଠାରୁ ପୁନର୍ବାର…

ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ: ଆଖିବୁଜିଲେ ୧୦ ନବଜାତ ଶିଶୁ

ଲକ୍ଷ୍ନୌ, ୧୬।୧୧: ଝାନ୍ସି,୧୬ା୧୧:ଉତ୍ତରପ୍ରଦେଶ ଝାନ୍ସିସ୍ଥିତ ରାଣୀ ଲକ୍ଷ୍ମୀବାଈ ମେଡିକାଲ କଲେଜର ଶିଶୁ ଓ୍ବାର୍ଡରେ ଶୁକ୍ରବାର ରାତିରେ ନିଆଁଲାଗି ୧୦ ନବଜାତ ଶିଶୁଙ୍କ ମୃତ୍ୟୁ ଘଟିବା ସହ କେତେଜଣ…

ଦ୍ଵିତୀୟ ଥର ପାଇଁ ବାପା ହେଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୧୬/୧୧: ଖୁସି ଖବର ଦେଲେ ଭାରତୀୟ କ୍ରିକେଟର ରୋହିତ ଶର୍ମା। ସେ ଦ୍ଵିତୀୟ ଥର ପାଇଁ ବାପା ହୋଇଛନ୍ତି। ତାଙ୍କ ସ୍ତ୍ରୀ ରିତିକା ଏକ ପୁତ୍ର ସନ୍ତାନକୁ…

ସ୍ତ୍ରୀ’ଙ୍କୁ ଚାକିରୀ ଛାଡିବାକୁ ବାଧ୍ୟ କରିବା ନିଷ୍ଠୁରତା, ମହିଳାଙ୍କୁ ଛାଡ଼ପତ୍ର ଅନୁମତି ଦେଲେ କୋର୍ଟ

ନୂଆଦିଲ୍ଲୀ,୧୪ା୧୧: ଜଣେ ବ୍ୟକ୍ତି ନିଜ ପତ୍ନୀଙ୍କୁ ଚାକିରି ଛାଡି ନିଜ ଇଚ୍ଛା ଅନୁଯାୟୀ ବଞ୍ଚିବାକୁ ବାଧ୍ୟ କରିବା ନିଷ୍ଠୁରତା ବୋଲି ମଧ୍ୟପ୍ରଦେଶ ହାଇକୋର୍ଟ କହିଛନ୍ତି। ଏଥିସହିତ ଏ…

ପାଞ୍ଚ ମ୍ୟାଚରେ ତିନି ଶତକ ସହିତ ଅନେକ ରେକର୍ଡ ଭାଙ୍ଗିଲେ ସାମସନ୍: ପଛରେ ପଡିଲେ ଧୋନୀ, ପନ୍ତ, ରାହୁଲ ଏବଂ ଇଶାନ୍

ନୂଆଦିଲ୍ଲୀ,୧୪ା୧୧: ଭାରତ ଏବଦଖିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଚାରି ମ୍ୟାଚ୍ ବିଶିଷ୍ଟ ଟି୨୦ ଅନ୍ତର୍ଜାତୀୟ ସିରିଜର ଚତୁର୍ଥ ମୁକାବିଲାରେ ଭାରତୀୟ ବ୍ୟାଟରମାନେ ଅନେକ ରେକର୍ଡ ଭାଙ୍ଗିଛନ୍ତି। ଅନ୍ତର୍ଜାତୀୟ…

ଓଡ଼ିଶା: ଆଜିର ଫଟୋ ( ୧୫ ନଭେମ୍ବର, ୨୦୨୪ )

କାର୍ତିକ ପୁର୍ଣିମାରେ ଶ୍ରୀ ଲିଙ୍ଗରାଜ ମନ୍ଦିର ସମ୍ମୁଖରେ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଲମ୍ବା ଧାଡି

ଭୁବନେଶ୍ୱର ବିମାନ ବନ୍ଦରରୁ ୫, ଝାରସୁଗୁଡାରୁ ୪ ସହରକୁ ସିଧା ସଳଖ ଉଡିବ ବିମାନ

ଭୁବନେଶ୍ୱର,୧୫ା୧୧(ଅନିଲଦାସ)-ଭୁବନେଶ୍ବର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ଇନ୍ଦୋର, ଡେରାଡୁନ୍‌, କୋଚି, ଜୟପୁର, ଲକ୍ଷ୍ନୌକୁ ସିଧା ସଳଖ ବିମାନ ସେବା ଆରମ୍ଭ ହେବ। ସେହିପରି ଝାରସୁଗୁଡା ବୀର…