ଭୁବନେଶ୍ୱର,୧୪।୧୧: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗୁରୁବାର ରାଜ୍ୟସ୍ତରୀୟ ଶିଶୁ ଦିବସ ସମାରୋହରେ ବଡ଼ ଘୋଷଣା କରିଛନ୍ତି। ଓଡ଼ିଶା ଆଦର୍ଶ ବିଦ୍ୟାଳୟର ହଷ୍ଟେଲରେ ରହୁଥିବା ଛାତ୍ରୀଛାତ୍ରଙ୍କ ମାସିକ ୨ହଜାର…
କଣ୍ଟାବାଞ୍ଜି,୧୪ା୧୧(ଗୁରୁଦୟାଲ ହଂସ): ବଲାଙ୍ଗୀର ଜିଲା ଉପାନ୍ତ ତୁରେକେଲା ଥାନା କୁଇବାହାଲ ଗ୍ରାମର ପଲ୍ଲୀ ବିକାଶ ପଞ୍ଚାୟତ ହାଇସ୍କୁଲରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଶିଶୁଦିବସ ପାଳନ…
ଭୁବନେଶ୍ୱର,୧୪।୧୧: ମଧ୍ୟାହ୍ନଭୋଜନରେ ପ୍ରତି ବିଦ୍ୟାର୍ଥୀଙ୍କ ପିଛା ୧ ଟଙ୍କା ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବର୍ତ୍ତମାନର ବଜାର ଦରକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି…
ନୂଆଦିଲ୍ଲୀ,୧୪।୧୧: ରାଜଧାନୀ ଦିଲ୍ଲୀରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ ପହଞ୍ଚିଛି। ବୁଧବାର ଦିଲ୍ଲୀର ବାୟୁ ଗୁଣବତ୍ତା(ଏକ୍ୟୁଆଇ) ଦେଶରେ ପ୍ରଥମରେ ଥିବା ବେଳେ ଗୁରୁବାର ଏହା ୪୨୮ ରେ…
ଗୋଲାମୁଣ୍ଡା,୧୪ା୧୧(ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ପୋଲିସ ବୁଧବାର ନକଟିକାନୀ ଗାଁରେ ଚଢ଼ାଉ କରି ୬ ଶିଶୁ ସହ ୧୧ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରିଛି। ଏହି…
ନୂଆଦିଲ୍ଲୀ,୧୪।୧୧: ଆସନ୍ତା ବର୍ଷ ହେବାକୁ ଥିବା ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ଏମସିଡି ମେୟର ନିର୍ବାଚନରେ ଆମ ଆଦମୀ ପାର୍ଟି (ଏଏପି) ପ୍ରାର୍ଥୀ ବିଜୟୀ ହୋଇଛନ୍ତି। ଏଏପି…
ବଡବିଲ,୧୪।୧୧(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡବିଲ ପୌରାଞ୍ଚଳରେ ବଡବିଲ ମହୋତ୍ସବ ରୌପ୍ୟ ଜୟନ୍ତୀ ପାଳନ ନେଇ ଗୁରୁବାର ଅପରାହ୍ନରେ ସ୍ଥାନୀୟ ବିକାଶ ମହଲ ସଭା ଗୃହରେ କମିଟି…
ନୂଆଦିଲ୍ଲୀ,୧୪।୧୧: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଏଏପିର ଜାତୀୟ ସଂଯୋଜକ ହନୁମାନ ଭକ୍ତ ଅରବିନ୍ଦ କେଜରିୱାଲ ବର୍ତ୍ତମାନ ମନ୍ଦିରରୁ ମନ୍ଦିରକୁ ବୁଲୁଛନ୍ତି। ଏଥିରୁ ଜଣାପଡୁଛି ଯେ ଦିଲ୍ଲୀ…
ମୁମ୍ବାଇ,୧୪।୧୧: ମହାରାଷ୍ଟ୍ର ନିର୍ବାଚନ ପୂର୍ବରୁ ଆଟାକ ଏବଂ କାଉଣ୍ଟର ଆଟାକ ରାଜନୀତି ଚରମ ସୀମାରେ ରହିଛି। ଏମଭିଏ ମହାୟୁତି ଉପରେ ଆକ୍ରମଣ କରୁଥିବାବେଳେ ମହାୟୁତି ଏହାକୁ ମିଥ୍ୟା…
ମୁମ୍ବାଇ,୧୪।୧୧: ମହାରାଷ୍ଟ୍ରର ଡୋମ୍ବିଭାଲିରେ ଭାରତୀୟ ଜନତା ପାର୍ଟି (ଭାଜପା) କାର୍ଯ୍ୟାଳୟ ଉପରେ ଆକ୍ରମଣ କରାଯାଇଛି। ଏହି ଘଟଣାର ସିସିଟିଭି ଫୁଟେଜ ମଧ୍ୟ ସାମ୍ନାକୁ ଆସିଛି। ଏହି ଫୁଟେଜରେ…