୫୨ ବର୍ଷରେ ଧରିତ୍ରୀ

ପାଳିତ ହୋଇଯାଇଛି ଦୈନିକ ଓଡ଼ିଆ ଖବରକାଗଜ ଧରିତ୍ରୀର ୫୨ ତମ ଜନ୍ମ ବାର୍ଷିକୀ ଉତ୍ସବ । ଧରିତ୍ରୀର ପ୍ରତିଷ୍ଠା ଦିବସ ନଭେମ୍ବର ୨୪ରେ ଥିବାବେଳେ ବୁଧବାର ଭୁବନେଶ୍ୱରର…

ଏ କି ସଙ୍କେତ! ରାତାରାତି ରକ୍ତ ପରି ନାଲି ହୋଇଗଲା ସମୁଦ୍ର; ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୭ା୧୨: ଇରାନର ହରମୁଜ୍ ଦ୍ୱୀପର ଉପକୂଳବର୍ତ୍ତୀ ଅଞ୍ଚଳରେ ଏକ ଅଦ୍ଭୁତ ଏବଂ ଚମତ୍କାର ପରିବର୍ତ୍ତନ ଦେଖିବାକୁ ମିଳିଛି। ସାମ୍ପ୍ରତିକ ପ୍ରବଳ ବର୍ଷା ପରେ ଦ୍ୱୀପର ବେଳାଭୂମି ଏବଂ…

ସାରା ଦେଶରେ ‘ନକଲି ପନିର’; ୮୩% ନମୁନା ବିଫଳ ହେବା ପରେ FSSAI’ର ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୭ା୧୨: ଦେଶରେ କ୍ଷୀର ଏବଂ କ୍ଷୀରଜାତ ଦ୍ରବ୍ୟରେ ବଢୁଥିବା ଭେଜାଲ ଓ ମିସ୍‌ବ୍ରାଣ୍ଡିଂ ସମସ୍ୟାର ସମାଧାନ ପାଇଁ ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ (FSSAI)…

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ ପାଇଁ…

ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ କୁହୁଡ଼ି…

ଲାଞ୍ଜିଗଡ଼ ବ୍ଲକ ଗସ୍ତରେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ

ଲାଞ୍ଜିଗଡ଼, ୧୭ା୧୨ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଦିନିକିଆ ଗସ୍ତରେ ଆସି ବୁଧବାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି ଜାତୀୟ ସ୍ବାସ୍ଥ୍ୟ ମିଶନ…

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର ଏଥିରେ…

ଦିଗପହଣ୍ଡି ବସଷ୍ଟାଣ୍ଡକୁ ଯାଉନି ଯାତ୍ରୀବାହୀ ବସ, ଜରିମାନା ପାଇଁ ନୋଟିସ

ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ ଏହାକୁ…

ଓଡ଼ିଶା: ଆଜିର ଫଟୋ (୧୭ ଡିସେମ୍ବର, ୨୦୨୫ )

ଧରିତ୍ରୀର ୫୨ତମ ଜନ୍ମ ଦିବସ ସମାରୋହ ପାଳିତ

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍ କ୍ଷମତା…