ଜାପାନ ପ୍ରଧାନମନ୍ତ୍ରୀ ଭାବେ ଶିଗେରୁ ଇଶିବା ପୁନଃନିର୍ବାଚିତ

ଟୋକିଓ, ୧୧।୧୧: ଜାପାନର ଲିବରାଲ ଡେମୋକ୍ରାଟିକ ପାର୍ଟି(ଏଲ୍‌ଡିପି) ନେତା ଶିଗେରୁ ଇଶିବା(୬୭) ସୋମବାର ଦେଶର ନିମ୍ନ ସଦନରେ ସର୍ବାଧିକ ଭୋଟ ପାଇ ପୁଣି ଥରେ ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ…

ଚାମ୍ପିୟନ୍ସ ଟ୍ରଫିରୁ ଓହରିଯିବ ପାକିସ୍ତାନ! ଭାରତ ଯିବାକୁ ମନା କରିବା ପରେ ନିଷ୍ପତ୍ତି

ନୂଆଦିଲ୍ଲୀ,୧୧।୧୧: ଆଗାମୀ ଚାମ୍ପିୟନ୍ସ ଟ୍ରଫିରୁ ଓହରିପାରେ ପାକିସ୍ତାନ। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁସାରେ ଭାରତ ଆସିବାକୁ ମନା କରିବାରୁ ପରେ ପାକିସ୍ତାନ ଚାମ୍ପିୟନ୍ସ ଟ୍ରଫି ଆୟୋଜନ କରି…

ଆଇପିଏଲର ଏହି ଦଳରେ ଅଛନ୍ତି ୪ ଅଧିନାୟକ

ନୂଆଦିଲ୍ଲୀ,୧୧।୧୧: ମୁମ୍ବାଇ ଇଣ୍ଡିଆନ୍ସ ପାଞ୍ଚ ଥର ଆଇପିଏଲ ଚାମ୍ପିୟନ ହୋଇଛି ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଏମଆଇ ପ୍ରତ୍ୟେକ ଥର ଟାଇଟଲ ଜିତିଛି। କିନ୍ତୁ…

ଦିଗପହଣ୍ଡିକୁ ପୁଣି ଲେଉଟିଲା ମହାବଳ, ଗାଁ ନିକଟରେ ବାଘ ପାଦ ଚିହ୍ନ ଠାବ, ଭୟରେ ଲୋକେ

ଦିଗପହଣ୍ଡି,୧୧।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଫରେଷ୍ଟ ରେଞ୍ଜ ଅଧୀନ ଜକର ପଞ୍ଚାୟତ ଚୈତନ୍ୟ ପ୍ରସାଦ ଗ୍ରାମ ସଂଲଗ୍ନ ରତନେଇ ଜଙ୍ଗଲରେ ସୋମବାର ବନବିଭାଗ ମହାବଳ…

ଇସ୍ରାଏଲ ଉପରେ ରକେଟ୍ ମାଡ଼ କଲା ହେଜ୍‌ବୋଲ୍ଲା: ଏକାଧିକ ଆହତ, ଅନେକ ଗାଡି ନଷ୍ଟ

ନୂଆଦିଲ୍ଲୀ,୧୧।୧୧: ପୁଣି ଇସ୍ରାଏଲ ଉପରେ ରକେଟ୍ ମାଡ଼ କଲା ହେଜ୍‌ବୋଲ୍ଲା। ସୋମବାର ନର୍ଥନ ସିଟି ହାଇଫା ଆଡକୁ ୯୦ ରୁ ଅଧିକ ରକେଟ୍ ସହିତ ଇସ୍ରାଏଲ ଉପରେ…

ପୋଲିସ ବେଶରେ ଆସି ଡକାୟତି: ୩ ଜଣଙ୍କୁ ଧରିଦେଲେ ଗ୍ରାମବାସୀ

ଭବାନୀପାଟଣା,୧୧ା୧୧(ଉତ୍ତମ କୁମାର ଦାଶ):  କଳାହାଣ୍ଡି ଜିଲା ଏମ୍‌ ରାମପୁର ଥାନା ଅନ୍ତର୍ଗତ ଦେଢ଼ଶୂଲି ପଞ୍ଚାୟତ ଡଙ୍ଗରିଆ ରୁବେନ ଗାଁର ରିପା ମାଝିଙ୍କ ଘରକୁ ରବିବାର ରାତିରେ ପୋଲିସ…

୪୩ ଅଭିଯୋଗରେ ସୀମିତ ରହିଲା ଅଭିଯୋଗ ଶୁଣାଣି

ଥୁଆମୂଳ ରାମପୁର,୧୧ା୧୧ (ଦୁର୍ଗା କୀର୍ତ୍ତି)- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସୋମବାର ଅନୁଷ୍ଠିତ ଅଭିଯୋଗ ଶୁଣାଣି ମାତ୍ର ୪୩ ଅଭିଯୋଗରେ ସୀମିତ ରହିଛି। ଶିବିରରେ ଜିଲାପାଳ…

ବଦଳି, ପୋଷ୍ଟିଂ ପାଇଁ ଚାପ ପକାଇଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୧।୧୧: ବଦଳି, ପୋଷ୍ଟିଂ ପାଇଁ ଚାପ ପକାଉଥିବା କର୍ମଚାରୀଙ୍କୁ ବଡ଼ ଝଟକା। ବଦଳି, ପୋଷ୍ଟିଂ ପାଇଁ କୌଣସି ଚାପ ପକାଇଲେ ହେବ କାର୍ଯ୍ୟାନୁଷ୍ଠାନ। ଏନେଇ ସବୁ ବିଭାଗର…

ଆଇପିଏଲ ୨୦୨୫ ଖେଳିପାରିବେନି ହାର୍ଦ୍ଦିକ ପାଣ୍ଡ୍ୟା, ଆସିଲା ଏହି ବଡ଼ କାରଣ

ନୂଆଦିଲ୍ଲୀ,୧୧।୧୧: ଆଇପିଏଲ ୨୦୨୫ର ୧୮ତମ ସିଜନ ପାଇଁ ବିଗୁଲ ବାଜିସାରିଛି। ଚଳିତ ମାସରେ ଆଗାମୀ ସିଜନ ପାଇଁ ଏକ ମେଗା ନିଲାମ ହେବ। ସମସ୍ତ ୧୦ଟି ଦଳ…

ମହିଳାଙ୍କୁ ବଳାତ୍କାର ପରେ ଆପତ୍ତିଜନକ ଫଟୋ ଭାଇରାଲ କରି ଗଲେ ଜେଲ      

ଦିଗପହଣ୍ଡି,୧୧ା୧୧(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ବ୍ଲକ ଅଞ୍ଚଳର ଜଣେ ମହିଳାଙ୍କୁ ବଳାତ୍କାର ପରେ ବ୍ଲାକମେଲ୍‌ କରି ବିଭିନ୍ନ ପର୍ଯ୍ୟାୟରେ ୧ ଲକ୍ଷ ୪୦ ହଜାର ଟଙ୍କା ଠକି…