ଯଶୋବନ୍ତ ସଭାପତି , ଜଗନ୍ନାଥ ସମ୍ପାଦକ

ଛତ୍ରପୁର,୩୧ା୮(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠରେ ଥିବା ଓଏସ୍‌ଏପି ଅଷ୍ଟମ ବାଟାଲିୟନର ହାବିଲଦାର ଓ ସିପାହୀ ସଂଘ ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇ ଶନିବାର ଫଳାଫଳ ଘୋଷଣା ହୋଇଛି…

କେବେଠୁ ଏବଂ କେଉଁଠି କରିବେ ସୁଭଦ୍ରା ପଞ୍ଜୀକରଣ, ବଡ଼ ସୂଚନା ଦେଲେ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର,୩୧।୮: ସୁଭଦ୍ରା ଯୋଜନାନୁ ନେଇ ଆସିଲା ବଡ଼ ଖବର। ନୂଆ ଅପଡେଟ୍‌ ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସୁଭଦ୍ରା ପାଇଁ ମହିଳାମାନେ କେବେଠୁ ଓ କେଉଁଠି ପଞ୍ଜୀକରଣ…

ଥଣ୍ଡା ପାନୀୟରେ ନିଶା ଦେଇ ନାବାଳିକାଙ୍କୁ ବଳାତ୍କାର

ଗୋପାଳପୁର,୩୧।୮(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡିଛି l କେତେବେଳେ ହତ୍ୟା ତ, ଆଉ କେତେବେଳେ ବଳାତ୍କାର ଭଳି…

ସ୍କୁଟି-ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ସ୍କୁଟି ଚାଳକଙ୍କ ଜୀବନ

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଧେରେଣ୍ଡି ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଶନିବାର ଏକ ବାଇକ-ସ୍କୁଟି ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ ଉଭୟ ଗାଡ଼ି ଚାଳକ…

ଲାଞ୍ଚ ନେଉଥିଲେ ଯନ୍ତ୍ରୀ, ଭିଜିଲାନ୍ସକୁ ଦେଖି ହେଲେ ବେହୋସ, ଆଉ ତା’ ପରେ…

ରାୟଗଡ଼ା,୩୧ା୮(ଆଶିଷ ରଞ୍ଜନ ପଣ୍ଡା)-ରାୟଗଡ଼ା ଜିଲା କାଶୀପୁର ବ୍ଲକ କନିଷ୍ଠ ଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ଚୌଧୁରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ରାୟଗଡ଼ା ସହରର ନିଜ ଘରେ ମାଣ୍ଡିବିସି ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ…

ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ କଡ଼ା ନିର୍ଦ୍ଦେଶ, ମହିଳାଙ୍କୁ ଅସଦାଚରଣ କଲେ ହେବ ବଡ଼ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩୧।୮: ମହିଳାଙ୍କ ପ୍ରତି ଅସଦାଚରଣ କି ର୍ଦୁବ୍ୟବହାର କଲେ ହେବ କଡ଼ କାର୍ଯ୍ୟାନୁଷ୍ଠାନ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ମହିଳା ଉତ୍ପୀଡନକାରୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ…

ସବୁ ବରଦାସ୍ତ କରିବି କିନ୍ତୁ ମୋ ମାଆର ଅପମାନ ନୁହେଁ…ଏମିତି କାହିଁକି କହିଲେ ଚିରାଗ ପାସଓ୍ବାନ

ନୂଆଦିଲ୍ଲୀ,୩୧।୮: ଗତ କିଛିଦିନ ହେଲା କେନ୍ଦ୍ର ମନ୍ତ୍ରୀ ଚିରାଗ ପାସଓ୍ବାନ ଚର୍ଚ୍ଚାରେ ଅଛନ୍ତି। ନିକଟରେ ଏକ ଜାତୀୟ ଗଣମାଧ୍ୟମକୁ ସାକ୍ଷାତକାର ଦେଇ ସେ କହିଛନ୍ତି, ମୁଁ ସବୁକିଛି…

‘ବିଶ୍ୱ ମାନଚିତ୍ରରେ ଗୋପାଳପୁର ସ୍ବତନ୍ତ୍ର ସ୍ଥାନ ରହିଛି’

ଗୋପାଳପୁର,୩୧।୮(ନବୀନ ରାଜ ଆଚାରୀ): ଗୋପାଳପୁର ବିଜ୍ଞାପିତ ଅଞ୍ଚଳ ପରିଷଦରେ ଶନିବାର ସ୍ବାୟତ୍ତ ଶାସନ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଅଧ୍ୟକ୍ଷ ଏ. ଜାନକୀ ରାମ ପତାକା ଉତ୍ତୋଳନ…

ମୋହନ ସରକାରଙ୍କୁ ଟାର୍ଗେଟ୍‌ କଲେ ନବୀନ, କହିଲେ ମୋ’ ସରକାରରେ…

ଭୁବନେଶ୍ୱର,୩୧ା୮: ଗୃହ ବିଭାଗ ଖର୍ଚ୍ଚଦାବିକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ମୋହନ ସରକାରଙ୍କୁ କଡ଼ା ବିରୋଧ କରିଛନ୍ତି। ନବୀନ ବାଲେଶ୍ବର ଏବଂ ଜଟଣୀରେ ସାମ୍ପ୍ରଦାୟିକ…

ପିପିଲି ପରେ ଡେଲାଙ୍ଗ, ନିମାପଡ଼ାକୁ ବ୍ୟାପିଲା ବାର୍ଡ ଫ୍ଲୁ

ପୁରୀ,୩୧।୮: ପୁରୀ ଜିଲା ପିପିଲି ବ୍ଲକରେ ବାର୍ଡ ଫ୍ଲୁ ହେବା ପରେ ବର୍ତ୍ତମାନ ଏହା ଡେଲାଙ୍ଗ ଓ ନିମାପଡ଼ାକୁ ବ୍ୟାପିଲାଣି। ଡେଲାଙ୍ଗ, ନିମାପଡ଼ାରୁ ସଂଗ୍ରହ ନମୁନାରେ ପଜିଟିଭ…