ଜଳାଶୟକୁ ପଶୁଛି ଡାକ୍ତରଖାନା ଆବର୍ଜନା

ବରଗଡ,୨୭।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଟୁକୁର୍ଲା (ଖେଦାପାଲି)ସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାର ଆବର୍ଜନା ନିକଟସ୍ଥ ଏକ ଜଳାଶୟକୁ ପଶୁଥିବା ଯୋଗୁ ଅସନ୍ତୋଷ ବଢ଼ିବାରେ ଲାଗିଛି। ଏହି…

ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ: ଏହି ୬ ଜିଲାକୁ ୟେଲୋ ୱାର୍ନିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୭।୮: ଆସନ୍ତା ୨୯ରେ ଆଉ ଏକ ଲଘୁଚାପ କ୍ଷେତ୍ର ପୂର୍ବ ଓ ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟିହେବ। ଏହାର ପ୍ରଭାବରେ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ…

ମମତାଙ୍କ ପାଇଁ ଫାଶୀ ସଦୃଶ ନବନ୍ନା, ଜାଣନ୍ତୁ କ’ଣ ଏହି ନବନ୍ନା

କୋଲକତା,୨୭।୮: କୋଲକାତା ଆରଜି କର ହସ୍ପିଟାଲରେ ଜଣେ ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାରେ ପଶ୍ଚିମବଙ୍ଗରେ ଉତ୍ତେଜନା ଦେଖାଦେଇଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଇସ୍ତଫା ଦାବିରେ…

ଭଦ୍ରକ ଡେଙ୍ଗୁ ଆତଙ୍କ: ଆକ୍ରାନ୍ତଙ୍କ ସଂଖ୍ୟା ଶହେ ଟପିଲା

ଭଦ୍ରକ,୨୭ା୮(ସନାତନ ରାଉତ): ଭଦ୍ରକ ଜିଲାରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ଗତ ୨ ମାସ ମଧ୍ୟରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ଶହେ ଟପିଛି। ଜୁଲାଇରେ ଆକ୍ରାନ୍ତଙ୍କ…

ମହିଳାଙ୍କୁ ସୁରକ୍ଷା ଦେବାରେ ପଶ୍ଚିମବଙ୍ଗ ସରକାର ବିଫଳ, କାହିଁକି ଏମିତି କହିଲେ…

ନୂଆଦିଲ୍ଲୀ,୨୭।୮: ପଶ୍ଚିମବଙ୍ଗରେ ୪୮,୬୦୦ ବଳାତ୍କାର ଏବଂ ପୋକ୍‌ସୋ ମାମଲା ବିଚାର ଅପେକ୍ଷାରେ ପଡ଼ି ରହିଥିବାବେଳେ ମମତା ବାନାର୍ଜୀ ସରକାର ଅବଶିଷ୍ଟ ୧୧ଟି ଫାଷ୍ଟ-ଟ୍ରାକ୍‌ କୋର୍ଟ ପ୍ରତିଷ୍ଠା କରିବାରେ…

ନିଛାଟିଆ ଘରୁ ଶୁଭିଲା ମହିଳାଙ୍କ ଚିତ୍କାର: ପୋଲିସ ପହଞ୍ଚିବା ପରେ…

ନୀଳଗିରି, ୨୭।୦୮(ପ୍ରଶାନ୍ତ କୁମାର ବିଶ୍ବାଳ): ନିଛାଟିଆ ଗୃହରୁ ମହିଳାଙ୍କୁ ଉଦ୍ଧାର କରିଛି ନୀଳଗିରି ପୋଲିସ। ଏମିତି ଏକ ଘଟଣା ନୀଳଗିରି ଥାନା ଅଧୀନ ସିଆଡିମାଳ ଗ୍ରାମରେ ଦେଖିବାକୁ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କଂଗ୍ରେସ ବିଧାୟକ ଦଳ ନେତା

ଭୁବନେଶ୍ୱର,୨୭।୮(ଅନିଲ ଦାସ): ରାଜ୍ୟରେ ଅନୁସୂଚିତ ଜାତି, ଜନଜାତି ଓ ପଛୁଆବର୍ଗଙ୍କ ସଂରକ୍ଷଣ ଦାବି ନେଇ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ସୋମବାର ମୁଖ୍ୟମନ୍ତ୍ରୀ ମୋହନ…

ପୂର୍ବତନ ଆତଙ୍କବାଦୀ, ବିଚ୍ଛିନ୍ନତାବାଦୀ ନେତା ଲଢିବେ ନିର୍ବାଚନ, ଅଫଜଲ ଗୁରୁଙ୍କ ଭାଇ ବି ମଇଦାନରେ

ନୂଆଦିଲ୍ଲୀ,୨୭।୮: ଜମ୍ମୁ-କଶ୍ମୀରରେ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ସରିଛି। ଏହାକୁ ନେଇ ପ୍ରଚାର ବି ଜୋର ଧରିଲାଣି। ନିର୍ବାଚନ ପାଇଁ ସମସ୍ତ ଦଳ ଜୋରଦାର ପ୍ରସ୍ତୁତି…

କାନାଡା ପରେ ଭାରତକୁ ବଡ଼ ଝଟ୍‌କା ଦେଲା ଅଷ୍ଟ୍ରେଲିଆ

ସିଡନୀ,୨୭।୮: କାନାଡା ପରେ ଅଷ୍ଟ୍ରେଲିଆ ମଧ୍ୟ ଭାରତୀୟ ଛାତ୍ରମାନଙ୍କୁ ଏକ ବଡ଼ ଝଟକା ଦେଇଛି। ଏଠାରେ ବୃଦ୍ଧି ପାଉଥିବା ଛାତ୍ର ସଂଖ୍ୟାକୁ ନିୟନ୍ତ୍ରଣ କରିବା ପାଇଁ ସରକାର…

ପ୍ରେମିକାଙ୍କୁ ଠକି ଦେଇଥିଲେ, ଆଉ ଏବେ

ରାଜକନିକା, ୨୮।୮(ରବୀନ୍ଦ୍ର କୁମାର ଦାସ/ସଞ୍ଜୟ କୁମାର ଦାଶ): ଜଣେ ଯୁବତୀଙ୍କୁ ବିବାହିତ ଯୁବକ ପ୍ରେମଜାଲରେ ଛନ୍ଦି ଶାରୀରିକ ସମ୍ପର୍କ ରଖିବା ପରେ ପ୍ରତାରଣା କରିଥିଲେ। ଏ ନେଇ…