ସରକାରଙ୍କ ନିୟନ୍ତ୍ରଣରେ ନାହାନ୍ତି ଅଫିସର: ବିଜେଡି

ଭୁବନେଶ୍ୱର,୨୪।୮(ଅନିଲ ଦାସ): ଚିକିଟି ମଦମୃତ୍ୟୁକୁ ନେଇ ଶୁକ୍ରବାର ବିଧାନସଭା ଶୂନ୍ୟକାଳରେ ବିରୋଧୀ ଓ ଶାସକ ଦଳ ସଭ୍ୟମାନେ ମୁହାଁମୁହିଁ ହୋଇଥିଲେ। ଶୂନ୍ୟକାଳ ଆରମ୍ଭ ହେବା ମାତ୍ରେ ବାଚସ୍ପତି…

ମୃତ ନିର୍ମାଣ ଶ୍ରମିକଙ୍କ ନାଁରେ କାର୍ଡ ପଞ୍ଜୀକରଣ

ରାୟଗଡ଼ା,୨୪।୮(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ଶ୍ରମ କାର୍ଯ୍ୟାଳୟରେ ପିଛା ଛାଡ଼ୁନି ଦୁର୍ନୀତି ଓ କେଳେଙ୍କାରୀ। ନିର୍ମାଣ ଶ୍ରମିକ କାର୍ଡରେ ମୃତ୍ୟୁକାଳୀନ ବୀମା ଅର୍ଥ ହେରଫେର ଘଟଣାରେ…

ରତ୍ନଭଣ୍ଡାରରୁ ପୁରୁଣା ସିନ୍ଦୁକ, ଆଲମିରା ସ୍ଥାନାନ୍ତର: ରତ୍ନଭଣ୍ଡାରର ଗୁପ୍ତ ସୁଡ଼ଙ୍ଗକୁ ନେଇ ବଡ଼ ବୟାନ ଦେଲେ ଜଷ୍ଟିସ ରଥ

ପୁରୀ,୨୪ା୮(ଅଜିତ୍‌ କୁମାର ମହାନ୍ତି): ରାଜ୍ୟ ସରକାରଙ୍କ ମାର୍ଗଦର୍ଶିକା ବା ଏସ୍‌ଓପି ଅନୁଯାୟୀ ଶୁକ୍ରବାର ଶ୍ରୀମନ୍ଦିର ବାହାର ଓ ଭିତର ରତ୍ନଭଣ୍ଡାରରେ ଥିବା ପୁରୁଣା ସିନ୍ଦୁକ ଓ ଆଲମିରାକୁ…

ଏୟାର ଇଣ୍ଡିଆକୁ ୯୦ ଲକ୍ଷ ଜରିମାନା

ନୂଆଦିଲ୍ଲୀ,୨୪ା୮: ବେସରକାରୀ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ (ଡିଜିସିଏ) ଟାଟା ଗ୍ରୁପ୍‌ ମାଲିକାନାରେ ଥିବା ଏୟାରଇଣ୍ଡିଆ ଉପରେ ୯୦ ଲକ୍ଷ ଟଙ୍କା ଜରିମାନା ଲଗାଇଛି। ଯୋଗ୍ୟତା ନ ଥିବା…

୨୫ କେଜି ସୁନା ପିନ୍ଧି ପୂଜା କରିବାକୁ ଆସିଥିଲେ ୩ ଭକ୍ତ: ଜାଣନ୍ତୁ ଏହାର ଦାମ…

ତିରୁପତି,୨୩ା୮: ଭାରତର ସବୁଠୁ ଧନୀ ମନ୍ଦିର ଭାବେ ପ୍ରସିଦ୍ଧ ଆନ୍ଧ୍ରପ୍ରଦେଶ ତିରୁପତିର ତିରୁମାଲା ଭେଙ୍କଟେଶ୍ୱର ମନ୍ଦିରକୁ ଶୁକ୍ରବାର ୨୫ କେ.ଜି. ଓଜନର ସୁନା ଗହଣା ପିନ୍ଧି ୨…

‘ନୁରୀ’ ସହିତ ଭିନ୍ନ ଅନ୍ଦାଜରେ ନଜର ଆସିଲେ ସୋନିଆ ଗାନ୍ଧୀ, ଫଟୋ ଶେୟାର କଲେ ରାହୁଲ

ନୂଆଦିଲ୍ଲୀ,୨୩।୮: ଲୋକସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଗତ ବର୍ଷ ବିଶ୍ୱ ପ୍ରାଣୀ ଦିବସରେ ମା' ସୋନିଆ ଗାନ୍ଧୀଙ୍କୁ ନୋରି ନାମକ ଏକ କୁକୁରକୁ ଉପହାର…

ଓଡ଼ିଶା ସୀମାନ୍ତ ଗାଁରେ ଆନ୍ଧ୍ରର ଗ୍ରାମସଭା

ପଟ୍ଟାଙ୍ଗି,୨୩ା୮(ଶରତ ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ଥିବା କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମଗୁଡିକରେ ଉନ୍ନୟନମୂଳକ କାର୍ଯ୍ୟ ଯଥା ଏମ୍‌ଜିଏନ୍‌ଆରଇଜିଏସ୍‌ ନିମନ୍ତେ ରାଜ୍ୟର ୨୯ଟି ଗ୍ରାମରେ…

ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା; ଅତି ପ୍ରବଳ ବର୍ଷା ହେବା ନେଇ ୪ଟି ଜିଲାକୁ ଆଲର୍ଟ ଜାରି

ଭୁବନେଶ୍ୱର,୨୩।୮: ବାଂଲାଦେଶ ଉପରେ ରହିଥିବା ସକ୍ରିୟ ଲଘୁଚାପର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଯାଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ…

ବାଟରେ ବସ୍‌ ନ ରଖିବାରୁ କାଚ ଭାଙ୍ଗିଲେ ଯୁବକ

ଜୁନାଗଡ଼,୨୩ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ତଲମଲା ପଞ୍ଚାୟତକୁ ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌ ସେବା ଉପରେ ଶୁକ୍ରବାର ଜଣେ ଯୁବକ ଆକ୍ରମଣ କରିଛନ୍ତି। ବାଟରେ…