ଦୀପାବଳିରେ କଂଗ୍ରେସକୁ ଲାଗିଲା ବଡ ଝଟ୍‌କା

ମୁମ୍ବାଇ,୩୧।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ମଧ୍ୟରେ ଦୀପାବଳିରେ କଂଗ୍ରେସକୁ ଏକ ବଡ ଝଟକା ଲାଗିଛି। କଂଗ୍ରେସ ନେତା ରବି ରାଜ ଦଳରୁ ଇସ୍ତଫା ଦେବା ପରେ ଭାଜପାରେ…

ଦୀପାବଳିରେ ମିଠା ଖାଇ ଶେଷ କଲେ ବିବାଦ

ନୂଆଦିଲ୍ଲୀ,୩୧।୧୦: କୂଟନୈତିକ ସ୍ତରରେ ଚୁକ୍ତି ପରେ ସୀମାରେ ଭାରତ ଓ ଚାଇନା ମଧ୍ୟରେ ସମ୍ପର୍କ ସୁଧାର ଆସିଛି। ଗୁରୁବାର ଦୁଇ ପକ୍ଷର ସୈନିକ ଦୀପାବଳି ଅବସରରେ ପରସ୍ପର…

କେନ୍ଦୁଝରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ, ଗାଁରେ ପରିବାର ଲୋକଙ୍କ ସହ ପାଳିବେ ଦୀପାବଳି

କେନ୍ଦୁଝର,୩୧ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇ ଦିନିଆ କେନ୍ଦୁଝର ଜିଲା ଗସ୍ତରେ ଆସି ପହଞ୍ଚିଛନ୍ତି। ଏକ ସ୍ବତନ୍ତ୍ର ବିମାନରେ ଆସି ରାଇସୁଆଁ ଏୟାର…

ଫୁଟ୍‌ପାଥରୁ ଦୀପାବଳି ପାଇଁ ପୂଜା ସାମଗ୍ରୀ କିଣିଲେ ମୁଖ୍ୟମନ୍ତ୍ରୀ, କହିଲେ ମୁଁ ପ୍ରତିବର୍ଷ…

ଭୁବନେଶ୍ୱର,୩୧ା୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ତାଙ୍କ ଧର୍ମପତ୍ନୀ ଡ. ପ୍ରିୟଙ୍କା ମାର୍ଣ୍ଡି ଭୁବନେଶ୍ୱରର ୧ ନଂ ହାଟ ପାଖ ଫୁଟ୍‌ପାଥରୁ ଦୀପାବଳି ପାଇଁ ପୂଜା…

ବିଜେଡି ସଜନା ଗଛ ହେଲେ, ଆମେ ସଁବାଳୁଆ କାହିଁକି ଏମିତି କହିଲେ କର୍ପୋରେଟର ଅମରେଶ ଜେନା

ଭୁବନେଶ୍ୱର,୩୧ା୧୦: ଭୁବନେଶ୍ୱର ବିଜେଡିରେ ଥମୁନି କନ୍ଦଳ। ଜଣେ ପରେ ଜଣେ ବିସ୍ଫୋରକ ବୟାନ ଦେଇ ଚର୍ଚ୍ଚାକୁ ଆସୁଛନ୍ତି। ଏବେ ଆଉ ଜଣେ ନେତା ତେର୍ଚ୍ଛାବାଣ ମାରିଛନ୍ତି। ଯାହାକୁ…

ବାଇକ୍‌କୁ ଧକ୍କା ଦେଲା ବାଇକ୍‌, ଚାଲିଗଲା ଯୁବକଙ୍କ ଜୀବନ

ସଇଁତଳା,୩୧ା୧୦(ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ଥାନା ବିବିନା ପଞ୍ଚାୟତ ନିକଟରେ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସଇଁତଳା ପୋଲିସ ସୂତ୍ରରୁ ପ୍ରକାଶ…

ଟ୍ରମ୍ପଙ୍କ ମାଷ୍ଟରଷ୍ଟ୍ରୋକ୍: ଅଳିଆ ଗାଡ଼ି ଧରି କଲେ ପ୍ରଚାର

ନୂଆଦିଲ୍ଲୀ,୩୧ା୧୦: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ଆଉ ଗୋଟିଏ ସପ୍ତାହ ବାକି ଅଛି। ବିଜୟ ପାଇଁ ରପବ୍ଲିକାନ ପାର୍ଟି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ଏବଂ ଡେମୋକ୍ରାଟ ପ୍ରାର୍ଥୀ କମଳା…

ଚିକିତ୍ସିତ ହୋଇ ଫେରିବା ରାସ୍ତାରେ ଚାଲିଗଲା ବ୍ଲକ ବିଜେଡି ସଭାପତିଙ୍କ ଜୀବନ

ତିହିଡ଼ି,୩୧ା୧୦(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ବିଜେଡି ସଭାପତି ରଘୁନାଥ ପଣ୍ଡାଙ୍କର ଗୁରୁବାର ସକାଳେ ପରଲୋକ ହୋଇଯାଇଛି। ମୃତ୍ୟ ବେଳକୁ ତାଙ୍କୁ ୬୭ ବର୍ଷ ହୋଇଥିଲା।…

କାଳୀପୂଜା ପାଇଁ ଚଳଚଞ୍ଚଳ ଭଦ୍ରକାଳୀ ପୀଠ, ଆଜି ବେଦମାତା ବେଶରେ ଭକ୍ତଙ୍କୁ ଦେଲେ ଦର୍ଶନ

ଭଦ୍ରକ,୩୧ା୧୦(ସନାତନ ରାଉତ): ଓଡ଼ିଶା ପ୍ରସିଦ୍ଧ ଭଦ୍ରକ କାଳୀପୂଜା ପାଇଁ ଚରମ୍ପା ସମେତ ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି l ଗୁରୁବାର କାଳୀପୂଜାଠାରୁ…

ଆଭ୍ୟନ୍ତରୀଣ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ନେଲେ ଶପଥ

ଅନୁଗୋଳ,୩୧ା୧୦(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ପୋଲିସ ପ୍ରଶାସନ ପକ୍ଷରୁ ଗୁରୁବାର ପାଳିତ ହୋଇଛି ରାଷ୍ଟ୍ରୀୟ ଏକତା ଦିବସ। ଉପସ୍ଥିତ ସମସ୍ତ ପୋଲିସ ଅଧିକାରୀ ଓ କର୍ମଚାରୀ ଦେଶର…