କ୍ୱିଭ,୪।୭: ମାସ ମାସ ଧରି ଯୁଦ୍ଧ ପରେ ରୁଷିଆର ସୈନ୍ୟମାନେ ଶେଷରେ ୟୁକ୍ରେନର ଡୋନେସ୍କ ପ୍ରଦେଶର ଚାସିଭ ୟାର ସହରକୁ ଜିତି ଦେଇଛନ୍ତି। ଏହି ରଣନୈତିକ ଗୁରୁତ୍ୱପୂର୍ଣ୍ଣ…
ଭୁବନେଶ୍ୱର,୪।୭: ରତ୍ନଭଣ୍ଡାର ପ୍ରସଙ୍ଗ ଉପରେ ବଡ଼ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ଖୁବଶୀଘ୍ର ରତ୍ନଭଣ୍ଡାର ଖୋଲିବ। ୬ ତାରିଖ ବୈଠକରେ ଚୂଡ଼ାନ୍ତ…
କୋକସରା,୪।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଉଛୁଳା ପଞ୍ଚାୟତ ନୂଆଗୁଡା ଗ୍ରାମରେ ଗୁରୁବାର ଭାଲୁ ଆକ୍ରମଣରେ ଜଣେ ଗୁରୁତର ହୋଇଛନ୍ତି। ସେ ହେଲେ ଗ୍ରାମର…
ନୂଆଦିଲ୍ଲୀ,୪।୭: ଭାରତୀୟ କ୍ରିକେଟ ଟିମ୍ ଦ୍ୱିତୀୟ ଥର ପାଇଁ ଟି -୨୦ବିଶ୍ୱକପ ଚାମ୍ପିୟନ ହୋଇଛି। ଏହି ବିଶ୍ୱକପ ଟ୍ରଫି ନେଇ ରୋହିତ ଶର୍ମାଙ୍କ ବ୍ରିଗେଡ ସ୍ବଦେଶ ଆସିଛି।…
ଭୁବନେଶ୍ୱର,୪।୭: ବଦଳିବେ କି ପିସିସି ସଭାପତି ? ଜୋର ଧରିଲା ମୁଖିଆ ପରିବର୍ତ୍ତନ ଚର୍ଚ୍ଚା। ଶରତ ପଟ୍ଟନାୟକ ଏଆଇସିସି ପାଖକୁ ଇସ୍ତଫାପତ୍ର ପଠାଇଥିବା ଆଲୋଚନା ହେଉଛି। ହେଲେ…
ଭୁବନେଶ୍ୱର,୪।୭: ରାଜ୍ୟରେ ୫ଦିନ ଯାଏ ବର୍ଷା ଜାରି ରହିବ। ୬ ଓ ୭ ତାରିଖ ବେଳକୁ କେତେକ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଏ…
ଭୁବନେଶ୍ୱର,୪।୭: ୮ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ। ରଥଯାତ୍ରା ପାଇଁ ସରକାରୀ ଛୁଟିଥିବାରୁ ଅଭିଯୋଗ ଶୁଣାଣି ବନ୍ଦ ରହିବ ବୋଲି ଗୁରୁବାର ସାଧାରଣ ପ୍ରଶାସନ…
ରାଞ୍ଚି,୪।୭: ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା-କଂଗ୍ରେସ-ଆରଜେଡି ମିଳିତ ମଞ୍ଚର ନୂତନ ନେତା ହେମନ୍ତ ସୋରେନ ପୁଣି ଥରେ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ହେମନ୍ତ ସୋରେନ…
ମହାପ୍ରଭୁ ଙ୍କ ନିମନ୍ତେ ଖଳି ପ୍ରସାଦ ଶୁଦ୍ଧସୁଆର ଙ୍କ ଗୃହରୁ ଶ୍ରୀମନ୍ଦିର କୁ ବିଜେ କରାଯାଉଛି ।
ରାଇକିଆ,୪।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନା ଗେଦିଙ୍ଗିଆ ଗ୍ରାମ ନିକଟ ଜଙ୍ଗଲ ରାସ୍ତାରୁ ଜଣେ ମହିଳାଙ୍କଠାରୁ ସୁନା ଅଳଙ୍କାର ଲୁଟ ଓ ଆକ୍ରମଣ ଘଟଣାରେ ପୋଲିସ…