ବିଭିନ୍ନ ସ୍ଥାନରେ ବର୍ଷା ସହ ଘଡ଼ଘଡ଼ି: ଏସବୁ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର,୧୬ା୮: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିବା ବେଳେ ୧୧ ଜିଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ରାଜ୍ୟର ବିଭିନ୍ନ…

ତାଇଓ୍ବାନ୍‌ରେ ବଡ଼ ଧରଣର ଭୂକମ୍ପ: ଥରିଲା ଅଟ୍ଟାଳିକା

ତାଇପେ,୧୬।୮:ତାଇୱାନର ପୂର୍ବ ସହର ହୁଆଲିଏନ ଠାରୁ ୩୪ କିଲୋମିଟର (୨୧ ମାଇଲ)ରେ ୬.୩ ତୀବ୍ରତାର ଏକ ଭୂକମ୍ପ ଘଟିଛି। ପାଣିପାଗ ବିଭାଗ ଅନୁଯାୟୀ, ୨୪ ଘଣ୍ଟାରୁ କମ…

୧୭ରେ ସମଗ୍ର ଦେଶରେ ଧର୍ମଘଟ କରିବେ ଡାକ୍ତର; ମେଡିକାଲକୁ ନିରାପଦ ଅଞ୍ଚଳ ଘୋଷଣା ଦାବି

ଭୁବନେଶ୍ୱର, ୧୫।୮: ଦେଶର ଡାକ୍ତରଙ୍କ ସହ ଜଡିତ ସଂଗଠନଗୁଡ଼ିକ ସୁରକ୍ଷା ସମ୍ପର୍କରେ ସ୍ୱର ଉତ୍ତୋଳନ କରୁଛନ୍ତି। ଇଣ୍ଡିଆନ୍ ମେଡିକାଲ୍ ଆସୋସିଏସନ୍ ୧୭ ଅଗଷ୍ଟରେ ଦେଶବ୍ୟାପୀ ଧର୍ମଘଟ ଘୋଷଣା…

ସ୍ବାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ଗୁରୁତର

ପାପଡାହାଣ୍ଡି,୧୫।୮(ସ୍ବପ୍ନଜିତ ପଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ କଣ୍ଟାମାଳ ପଞ୍ଚାୟତ ଅଧୀନ ଟିଲିଗୁଡା ଗ୍ରାମରେ ଏକ ଅଭାବନୀଘଟଣା ଘଟିଛି। ସ୍ବାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ଗୁରୁତର ହୋଇଛନ୍ତି।…

ନୂଆ ବିଧାୟକଙ୍କ ପ୍ରଶିକ୍ଷଣ ଶିବିରକୁ ବର୍ଜନ କଲା ବିଜେଡି

ଭୁବନେଶ୍ୱର, ୧୫।୮: ନିର୍ବାଚିତ ବିଧାୟକ ଥିବାରୁ ସେମାନଙ୍କ ପାଇଁ ପ୍ରଶିକ୍ଷଣ ଶିବିର ବା ଦିଗଦର୍ଶନ କାର୍ଯ୍ଯକ୍ରମକୁ ବର୍ଜନ କରିବ ବିଜେଡି। କାର୍ଯ୍ଯକ୍ରମରେ ଯୋଗ ନ ଦେବାକୁ ବିଜେଡି…

ଶେଖ ହାସିନାଙ୍କୁ ପୁଣି ବାଂଲାଦେଶ ପଠାଇଦେବ ଭାରତ? ବୈଦେଶିକ ମନ୍ତ୍ରୀଙ୍କ ବଡ଼ ଦାବି

ଢାକା,୧୫।୮: ବାଂଲାଦେଶ ବୈଦେଶିକ ମନ୍ତ୍ରୀ ମହମ୍ମଦ ତୋହିଦ ହୁସେନ ଗୁରୁବାର ଶେଖ ହାସିନାଙ୍କ ବାଂଲାଦେଶ ଫେରିବାକୁ ନେଇ ବଡ ବୟାନ ଦେଇଛନ୍ତି। ସେ କହିଛନ୍ତି, ସରକାର ଖୁବଶୀଘ୍ର…

ଗଛ କାଟିବା ହେଲା କାଳ: ୧୧କେଭି ତାର ସଂସ୍ପର୍ଶରେ ଆସି ଚାଲିଗଲା ଯୁବକଙ୍କ ଜୀବନ

କୁଆଁରମୁଣ୍ଡା,୧୫।୮(ମହେନ୍ଦ୍ର କୁମାର ସାହୁ): ବାରମ୍ବାର ଅଭିଯୋଗ ସତ୍ତ୍ୱେ ଟାଟା ପାୱାର ପକ୍ଷରୁ ଗଛ କଟାଯାଇ ନ ଥିଲା। ବର୍ଷା ଦିନେ ଘର ପାଖ ଗଛ ବିଦ୍ୟୁତ୍‌ ସଂସ୍ପର୍ଶରେ…

କଲିଙ୍ଗ୍ ବେଲ୍ ବଜାଇ ଡାକିଲେ; ହାତଗୋଡ଼ ବାନ୍ଧି ଲୁଟି ନେଲେ ସୁନା ଗହଣା

ବରଗଡ, ୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ନିଗମାନନ୍ଦ ବିହାର ଗଳି ନମ୍ବର-୭ ନିବାସୀ ସ୍ଵର୍ଗତ ଦିଲ୍ଲିପ ସାହୁଙ୍କ ଘରେ ଗୁରୁବାର ସଂଧ୍ୟା ପ୍ରାୟ ୭ଟାରେ ଜଣେ ଯୁବତୀଙ୍କ…

ବିସିସିଆଇରୁ ଭିଭିଏସ ଲକ୍ଷ୍ମଣଙ୍କୁ ମିଳିଲା ବଡ ଅଫର

ନୂଆଦିଲ୍ଲୀ,୧୫।୮: ପୂର୍ବତନ ଭାରତୀୟ ଦଳର ଭେଟେରାନ କ୍ରିକେଟର ଭିଭଏସ ଲକ୍ଷ୍ମଣ ବାଙ୍ଗାଲୋରର ଜାତୀୟ କ୍ରିକେଟ ଏକାଡେମୀ (ଏନସିଏ) ର ମୁଖ୍ୟ ରହିବେ। ବିସିସିଆଇ ଏକ ବର୍ଷ ପାଇଁ…

ଆଉ ନାହାନ୍ତି ପ୍ରତିଷ୍ଠିତ ନୃତ୍ୟଗୁରୁ ସାନ୍ତା ରାଓ

ଜଟଣୀ,୧୫।୮(ରବିନ୍ଦ୍ରନାଥ ମହାକୁଡ଼): ଆଜି ସମଗ୍ର ଅଞ୍ଚଳରେ ସ୍ବାଧୀନତା ଦିବସକୁ ବେଶ ଆନନ୍ଦ ଉଲ୍ଲାସର ସହିତ ପାଳନ କରାଯାଉଥିଲା ବେଳେ ଜଟଣୀ ସହରରେ ଏକ ଅଭାବନୀୟ ଘଟଣା ଘଟିଛି।…