ସଭ୍ୟତାର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୧୪।୮: ଦେଶର ଅଗ୍ରଣୀ ପ୍ରିମିୟମ ଏଥ୍‌ନିକ ୱେୟାର ବ୍ରାଣ୍ଡ୍‌ ‘ସଭ୍ୟତା’ର ନୂତନ ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ମଙ୍ଗଳବାର ଭୁବନେଶ୍ୱରର ଏସ୍‌ପ୍ଲାନେଡ୍‌ ମଲ୍‌ରେ ଉଦ୍‌ଘାଟିତ ହୋଇଯାଇଛି। ସାରା ଭାରତରେ ବ୍ରାଣ୍ଡ୍‌ର…

ଉଦିତ୍‌ ଓଡ଼ିଶା ଛାତ୍ର କଂଗ୍ରେସ ସଭାପତି

ଭୁବନେଶ୍ୱର, ୧୪।୮(ସୁନିତ୍‌ ମିଶ୍ର):ଉଦିତ୍‌ ନାରାୟଣ ପ୍ରଧାନଙ୍କୁ ଓଡ଼ିଶା ଛାତ୍ର କଂଗ୍ରେସ ସଭାପତି ନିଯୁକ୍ତ କରାଯାଇଛି। ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ଅଧ୍ୟକ୍ଷ ମଲିକାର୍ଜୁନ ଖାର୍ଗେଙ୍କ ଅନୁମୋଦନକ୍ରମେ ତାଙ୍କୁ…

ଆଇଆଇଟି ଭୁବନେଶ୍ୱର ସହ ଆଇଜି ଡ୍ରୋନ୍‌ସର ବୁଝାମଣା

ଭୁବନେଶ୍ୱର,୧୪।୮: ଇଣ୍ଡିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଆଇଆଇଟି), ଭୁବନେଶ୍ୱର ସହ ଆଇଜି ଡ୍ରୋନ୍‌ସର ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏହି ବୁଝାମଣା ଅନୁଯାୟୀ ଆଇଆଇଟି ଭୁବନେଶ୍ୱର ରିସର୍ଚ୍ଚ…

ଜୟଆଲୁକ୍କାସ୍‌ର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୪।୮: ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ତଥା ବିଶ୍ୱର ଅଗ୍ରଣୀ ଗହଣା ବ୍ରାଣ୍ଡ୍‌ ‘ଜୟଆଲୁକ୍କାସ୍‌’ର ବହୁ ପ୍ରତୀକ୍ଷିତ ଅଫର ‘ଗିଫ୍ଟସ୍‌ ଅଫ୍‌ ଜୟ’ର ଶୁଭାରମ୍ଭ ନିକଟରେ ହୋଇଯାଇଛି।…

ଅଗଷ୍ଟ ୨୨ରେ କଂଗ୍ରେସ ପକ୍ଷରୁ ଦେଶବ୍ୟାପୀ ଆନ୍ଦୋଳନ

ନୂଆଦିଲ୍ଲୀ,୧୪ା୮(ପି.ଟି.):ଆମେରିକୀୟ ରିସର୍ଚ୍ଚ ଫାର୍ମ ହିଣ୍ଡେନ୍‌ବର୍ଗ ପୁଞ୍ଜି ବଜାର ନିୟନ୍ତ୍ରକ ସେବିର ଅଧ୍ୟକ୍ଷା ମାଧବୀ ପୁରୀ ବୁଚ୍‌ଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିବା ପରେ ବିବାଦ ଜୋର୍‌ ଧରିଛି।…

ଆଇଆର୍‌ସିଟିସିର ନେଟ୍‌ ଲାଭ ୩୩% ବୃଦ୍ଧି

ଭୁବନେଶ୍ୱର, ୧୪।୮(ଅନୁରାଧା ମହାରଣା): ଭାରତୀୟ ରେଳପଥର ଏକମାତ୍ର ଟିକେଟ କମ୍ପାନୀ ଇଣ୍ଡିଆନ ରେଲୱେ କ୍ୟାଟରିଂ ଆଣ୍ଡ ଟୁରିଜମ୍‌ କର୍ପୋରେଶନ ଲିମିଟେଡ୍‌ (ଆଇଆର୍‌ସିଟିସି) ମଙ୍ଗଳବାର ୨୦୨୪-୨୫ ଆର୍ଥିକ ବର୍ଷର…

ବିଏନ୍‌ଏସ୍‌ରୁ ଧାରା ୩୭୭ ଅନୁରୂପ ବ୍ୟବସ୍ଥା ହଟାଯିବା ବିରୋଧରେ ପିଆଇଏଲ୍‌

ନୂଆଦିଲ୍ଲୀ,୧୪ା୮(ପି.ଟି.): ଭାରତୀୟ ଦଣ୍ଡ ସଂହିତା (ଆଇପିସି) ବଦଳରେ ନୂତନ ଭାବେ ଲାଗୁ ହୋଇଥିବା ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌)ରେ ଅପ୍ରାକୃତ ଯୌନକ୍ରିୟା ଅପରାଧ ପାଇଁ ରହିଥିବା ଦଣ୍ଡବ୍ୟବସ୍ଥା…

ବିଜେଡି ନାଁରେ ସାଂଘାତିକ ଅଭିଯୋଗ ଆଣିଲା ଭାଜପା

ଭୁବନେଶ୍ୱର, ୧୪।୮(ସୁନିତ୍‌ ମିଶ୍ର)ବିଜେଡି ସରକାର ସମୟରେ କିଭଳି ଦୁର୍ନୀତି ଖୁଲମଖୁଲା ଚାଲିଥିଲା ଓ ସରକାରୀ ଅର୍ଥ ଲୁଟ୍‌କରି ସରକାରୀ ଅଧିକାରୀମାନେ କଳାଟଙ୍କା ଠୁଳ କରିଥିଲେ, ତାହାର ପ୍ରମାଣ…

ଜଗଦମ୍ବିକା ପାଲ୍‌ ଓ୍ବକ୍‌ଫ ବିଲ୍‌ ଯୁଗ୍ମ କମିଟି ଅଧ୍ୟକ୍ଷ

ନୂଆଦିଲ୍ଲୀ,୧୪ା୮(ପି.ଟି.): ବିବାଦୀୟ ଓ୍ବକଫ୍‌ ଆଇନ (ସଂଶୋଧନ) ବିଲ୍‌ର ଯାଞ୍ଚ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟି (ଜେପିସି)ର ଅଧ୍ୟକ୍ଷ ଭାବେ ବରିଷ୍ଠ ଭାଜପା ଏମ୍‌ପି ଜଗଦମ୍ବିକା ପାଲ୍‌ଙ୍କୁ…

‘ସୁଭଦ୍ରା’ ଯୋଜନାକୁ ନେଇ ପ୍ରଶ୍ନ ଉଠାଇଲେ ପ୍ରମିଳା

ଭୁବନେଶ୍ୱର,୧୪।୮(ଅନିଲ ଦାସ):ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁଭଦ୍ରା ଯୋଜନାର ଏସ୍‌ଓପି ପ୍ରକାଶ କରିବା ପୂର୍ବରୁ ଜିଲାପାଳମାନଙ୍କ ଦ୍ୱାରା ଜନସାଧାରଣଙ୍କଠାରୁ ଫିଡ୍‌ବ୍ୟାକ ନିଆଯିବ ବୋଲି ଦେଇଥିବା ମନ୍ତବ୍ୟରୁ ଏହି ଯୋଜନାର…