ପ୍ରେମରେ କଣ୍ଟା ସାଜିଲେ ବାପା, ପ୍ରେମିକ ସହ ମିଶି ଏସିଡ୍‌ ପକାଇ ମାରି ଦେବାକୁ ଉଦ୍ୟମ କଲେ ଝିଅ

ତୁମୁଡିବନ୍ଧ,୨୧ା୧୦(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ଥାନା ଅନ୍ତର୍ଗତ ବୁଡ଼ା କୁନ୍ଦେଲ ଗ୍ରାମରେ ମୋହନ ପନ୍ଦର ଓ ତାଙ୍କ ପୁଅ ଅନୁଜଙ୍କୁ ଏସିଡ୍‌ ମାଡ଼ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ଆସୁଛି ବଡ଼ ବାତ୍ୟା 

ଭୁବନେଶ୍ୱର,୨୧।୧୦: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ଘନୀଭୂତ ହେବ। ଆଜି  ଲଘୁଚାପ…

ବସ୍‌ ପଛରେ ପିଟିହେଲା ବସ୍‌: ୨୦ ଆହତ

ମୋହନା,୨୧ା୧୦: ଗଜପତି ଜିଲା ମୋହନାର ରାମଗଡ଼ ଘାଟିରେ ଏକ ବସ୍‌ ପଛରେ ଆଉ ଏକ ବସ୍‌ ପିଟିହେବାରୁ ୨୦ ଯାତ୍ରୀ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୬…

ଧର୍ମେନ୍ଦ୍ର କହିଲେ ବିଦେଶରେ ଭାରତୀୟଙ୍କ ସହିତ ରହିବା ମୋ’ ପାଇଁ…

ଭୁବନେଶ୍ୱର,୨୧।୧୦(ସୁନିତ୍‌ ମିଶ୍ର): ସିଙ୍ଗାପୁର ଓ ଅଷ୍ଟ୍ରେଲିଆ ସହ ଶିକ୍ଷାକ୍ଷେତ୍ରରେ ସମ୍ପର୍କକୁ ମଜଭୁତ କରିବା ପାଇଁ ୭ ଦିନିଆ ବିଦେଶ ଗସ୍ତରେ ଥିବା କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ଭୂପିନ୍ଦରଙ୍କ ଗୋଲ୍‌କିପର ମନ୍ତବ୍ୟକୁ ଅମରଙ୍କ ସ୍ବାଗତ

ଭୁବନେଶ୍ୱର,୨୧।୧୦ (ସୁନୀତ ମିଶ୍ର): ୨୦୨୪ ନିର୍ବାଚନ ସରିବା ୩ ମାସରୁ ଅଧିକ ସମୟ ବିତି ଗଲାଣି। ହେଲେ ପରାଜୟକୁ ନେଇ ବିଜେଡି ନେତାଙ୍କ ମଧ୍ୟରେ ବୟାନବାଜି ଜାରି…

କାଉଡ଼ିଆ ନଦୀ, ସମୁଦ୍ରରେ ମିଶିଲା ପାଇପ୍‌ଲାଇନ ତେଲ

ପାରାଦୀପ,୨୧ା୧୦(ଶରତ ରାଉତ): ପାରାଦୀପରେ ବ୍ୟାପକ ଚୋରା କାରବାର ଘଟଣାକୁ ନେଇ ଅଘଟଣ ଘଟୁଥିଲେ ହେଁ ଏହାର କୌଣସି ପ୍ରଭାବ ପ୍ରଶାସନ ଉପରେ ପଡୁନାହିଁ। ୨ ଦିନ ତଳେ…

କାର୍ଯ୍ୟକ୍ଷେତ୍ରରେ ୫୮% ସ୍ବାସ୍ଥ୍ୟକର୍ମୀ ଅସୁରକ୍ଷିତ

ନୂଆଦିଲ୍ଲୀ, ୨୧ା୧୦: ଦେଶର ମେଡିକାଲ କଲେଜଗୁଡ଼ିକରେ କାର୍ଯ୍ୟରତ ପ୍ରାୟ ଅଧାରୁ ଅଧିକ ସ୍ବାସ୍ଥ୍ୟକର୍ମୀ ସେମାନଙ୍କ କାର୍ଯ୍ୟକ୍ଷେତ୍ରକୁ ଅସୁରକ୍ଷିତ ମଣୁଥିବା ନେଇ ଏକ ଅଧ୍ୟୟନ ସାମ୍‌ନାକୁ ଆସିଛି। ନୂଆଦିଲ୍ଲୀର…

ଆଗକୁ ଅଭୟଙ୍କ ଆଇପିଏସ୍‌ ଲକ୍ଷ୍ୟ

ଅତାବିରା,୨୦।୧୦(ହୃଷୀକେଶ ଖମାରୀ): ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ପରିଚାଳିତ ଓଡ଼ିଶା ସିଭିଲ୍‌ ସର୍ଭିସ୍‌ (ଓସିଏଏସ୍‌) ପରୀକ୍ଷାରେ ବରଗଡ଼ ଜିଲା ଅତାବିରା ବ୍ଲକ କାଦୋବାହାଲ ପଞ୍ଚାୟତ ଅନ୍ତର୍ଗତ ଅଭୟ…

ନ୍ୟୁଜିଲାଣ୍ଡ ପ୍ରଥମ ଥର ଜିତିଲା ମହିଳା ଟି୨୦ ବିଶ୍ୱକପ, ପୁଣି ଭାଙ୍ଗିଲା ଦକ୍ଷିଣ ଆଫ୍ରିକା ସ୍ବପ୍ନ

ନୂଆଦିଲ୍ଲୀ,୨୦ା୧୦: ଆଇସିସି ମହିଳା ଟି୨୦ ବିଶ୍ୱକପ ଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ୩୨ ରନ୍‌ରେ ହରାଇ ପ୍ରଥମ ଥର ଟାଇଟଲ ବିଜୟୀ ହୋଇଛି। ଅନ୍ୟ ପକ୍ଷରେ ଚୋକର ନାମକୁ…

ମା’ ସର୍ବମଙ୍ଗଳା ଘାଟି ମୁଣ୍ଡିଆଣିଙ୍କ ଦଶରା ମହୋତ୍ସବ ଆରମ୍ଭ

କୋକସରା,୨୦।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଦେବାଦେବୀଙ୍କ ସ୍ଥାନ ସର୍ବାଗ୍ରେ ରହିଥିବା ବେଳେ ପ୍ରତି ବର୍ଷ ଦଶରା ଆସିଲେ ଗ୍ରାମରେ ଥିବା ଅଧିଷ୍ଠାତ୍ରୀ ଦେବୀଙ୍କୁ ପୂଜାର୍ଚ୍ଚନା…