ପୁଣି ୫୦ ଟପିଲା ଆଳୁ

କଟକ,(କାର୍ତ୍ତିକ ସାହୁ)/ ଭୁବନେଶ୍ୱର,(ଅନିଲ ଦାସ), ୭ା୮: ରାଜ୍ୟରେ ଆଳୁ ସଙ୍କଟ ଜାରି ରହିଛି। ପଶ୍ଚିମବଙ୍ଗରୁ ଆଳୁ ଗାଡ଼ି ଓଡ଼ିଶାକୁ ଆସିବା ବନ୍ଦ ହେବା ପରେ ସ୍ଥିତି ଆହୁରି…

କିଛିଦିନ ଭାରତରେ ରହିବେ ହାସିନା

ନୂଆଦିଲ୍ଲୀ/ଢାକା,୭ା୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କୁ ବ୍ରିଟେନ୍‌ ଶରଣ ଦେବା ବିଳମ୍ବିତ ହୋଇପାରେ। ତେଣୁ ବ୍ରିଟେନ୍‌ର ମଞ୍ଜୁରୀ ନ ମିଳିବା ଯାଏ ହାସିନା ଭାରତରେ ଅବସ୍ଥାନ…

ଫାଇନାଲରେ ଭିନେଶ ଫୋଗଟ; ପଦକ ପକ୍କା

ନୂଆଦିଲ୍ଲୀ,୬।୮: ପ୍ୟାରିସ୍‌ ଅଲିମ୍ପିକ୍ସ ୨୦୨୪ର ୫୦ କିଗ୍ରା ମହିଳା କୁସ୍ତି ଇଭେଣ୍ଟର ଫାଇନାଲରେ ପହଞ୍ଚି ଇତିହାସ ରଚିଛନ୍ତି ଭିନେଶ ଫୋଗଟ। ଟୋକିଓ ବିଫଳତାକୁ ପଛରେ ପକାଇ ଭିନେଶ…

ଟୁରୀ ନଦୀ ପୋଲ ଉପରେ ପାଣି

ପାପଡ଼ାହାଣ୍ଡି,୬।୮(ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡିରେ ବର୍ଷା ଲାଗି ରହିଛି। ମଙ୍ଗଳବାର ଶହୀଦ ମିନାର ନିକଟରେ ଥିବା ଟୁରୀ ନଦୀର ଅସ୍ଥାୟୀ ପୋଲ ଉପରେ ପାଣି ପ୍ରବାହିତ…

ଅନୁପସ୍ଥିତ ଥିଲେ ୬ ଶିକ୍ଷକ: ସ୍କୁଲରେ ପହଞ୍ଚି ତଦନ୍ତ କଲେ ବିଇଓ

ଦାରିଙ୍ଗବାଡ଼ି,୬।୮(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ଦୁର୍ଗମ ପଞ୍ଚାୟତ ଗୁମିକିଆର ଅଲିମାହା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ସୋମବାର ୬ଜଣ ଶିକ୍ଷକ ଅନୁପସ୍ଥିତି ରହିଥିଲେ।…

୨୦୨୪ ନିର୍ବାଚନରେ ମୋଟା ଅଙ୍କର ଟଙ୍କା ଖର୍ଚ୍ଚ କରିଛି ବିଜେଡି; ସାମ୍ନାକୁ ଆସିଲା ତଥ୍ୟ

ଭୁବନେଶ୍ୱର, ୬।୮: ୨୦୨୪ ନିର୍ବାଚନରେ ବିଜୁ ଜନତା ଦଳ ଓଡ଼ିଶାରେ କ୍ଷମତାଚ୍ୟୁତ ହୋଇଥିବା ବେଳେ ଲୋକ ସଭାରେ ଦଳକୁ ଗୋଟିଏ ହେଲେ ଆସନ ମିଳିନାହିଁ। ଏହାରି ମଧ୍ୟରେ…

ଓଡ଼ିଶା: ଆଜିର ଫଟୋ ( ୬ ଅଗଷ୍ଟ, ୨୦୨୪ )

କଟକ ଚୌଧୁରୀ ବଜାରସ୍ଥିତ ଖଦି ଦୋକାନରୁ ଗ୍ରାହକମାନେ ଜାତୀୟ ପତାକା କିଣୁଛନ୍ତି       କଟକ କୁମ୍ଭାର ସାହି ଅଂଚଳରେ ଜଣେ ଶିଳ୍ପୀ ମା ଖୁଦୁରୁକୁଣୀଙ୍କ…

ମାଓବାଦୀଙ୍କ ସହ ଲଢ଼େଇ କରି ବାପାଙ୍କ ଜୀବନ ବଞ୍ଚାଇଲେ ଝିଅ

ମାଲକାନଗିରି,୬ା୮(ଦୁର୍ଯ୍ୟୋଧନ ପାତ୍ର): ମାଓବାଦୀଙ୍କ ସହ ଲଢି ବାପାଙ୍କ ଜୀବନ ବଞ୍ଚାଇଛନ୍ତି ଝିଅ। ଏପରି ଏକ ଘଟଣା ଛତିଶଗଡ଼ ନାରାୟଣପୁରସ୍ଥିତ ଝାରଗାଁରେ ଦେଖିବାକୁ ମିଳିଛି। ସୋମବାର ରାତିରେ ୪ଟି…

ଗଛକୁ ପିଟିଲା କାର୍‌: ଶିକ୍ଷୟିତ୍ରୀ ମୃତ, ୩ ଗୁରୁତର

ପାଟଣାଗଡ଼,୬।୮: ବଲାଙ୍ଗୀର ଜିଲା ବେଲପଡ଼ା ଥାନା ମୁଣ୍ଡଦର୍ହ ଗାଁ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ କାର୍‌ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ଥିବା…

୧.୫୦ ଟ୍ରିଲିଅନ୍ ଡଲାରରେ ପହଞ୍ଚିବ ଓଡ଼ିଶା ଅର୍ଥନୀତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୬।୮: ବିକଶିତ ଓଡିଶାର ସ୍ୱପ୍ନକୁ ସାକାର କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ନୀତି ଆୟୋଗ ଆଗେଇ ଆସିଛି। ମଙ୍ଗଳବାର ଲୋକସେବା ଭବନରେ ନୀତି ଆୟୋଗର ମୁଖ୍ୟ…