୩ ଘଣ୍ଟା ଆକାଶରେ ଖେଳିଗଲା ଆତଙ୍କ: ବୁଲୁଥିଲା ବିମାନ, ଜାଣନ୍ତୁ କେମିତି ୧୪୭ ଜଣଙ୍କ ଜୀବନ ବଞ୍ଚାଇଲେ ପାଇଲଟ୍‌

ଚେନ୍ନାଇ,୧୨।୧୦: ତାମିଲନାଡୁର ତ୍ରିଚି ବିମାନବନ୍ଦରରେ ଏୟାର ଇଣ୍ଡିଆ ବିମାନର ଜରୁରୀକାଳୀନ ଅବତରଣ କରାଯାଇଥିଲା। ଫ୍ଲାଇଟ AXB 613 ତାମିଲନାଡୁର ତିରୁଚିରାପଲ୍ଲୀରୁ ଅପରାହ୍ନ ୫.୪୦ରେ ଉଡ଼ାଣ ଭରିଥିଲା ଏବଂ…

ମହାନଦୀରେ ଭାସିଯାଇଥିବା ୨ ନାବାଳକଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର,୧୨।୧୦: ସମ୍ବଲପୁର ସହରର ବଡବଜାରସ୍ଥିତ ମହାନଦୀ ସଡ଼କ ଘାଟରେ ଶୁକ୍ରବାର ପାଣିରେ ବୁଡ଼ି ନିଖୋଜ ହୋଇଯାଇଥିବା ୨ ନାବାଳକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ନାବାଳକ ଦ୍ୱୟ ହେଲେ…

କାହିଁକି ସାରା ବିଶ୍ୱରେ ବଢୁଛି ଭାରତର ପତିଆରା: ମୋହନ ଭାଗବତ କହିଲେ କାରଣ

ନାଗପୁର,୧୨।୧୦: ରାଷ୍ଟ୍ରୀୟ ସ୍ବୟଂସେବକ ସଂଗଠନ (ଆରଏସଏସ) ମୁଖ୍ୟ ମୋହନ ଭଗବତ ବିଜୟାଦଶମୀ ଅବସରରେ ନାଗପୁରର ରେଶମ ବାଗ ଗ୍ରାଉଣ୍ଡରେ ‘ଶସ୍ତ୍ର ପୂଜନ’ କରିଥିଲେ। ଏହି ସମୟରେ ସେ…

୨୦୨୫ ଆଇପିଏଲ୍‌ ପୂର୍ବରୁ ଏମିତି ପ୍ରଶ୍ନ କଲେ ରିଷଭ ପନ୍ତ: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୧୨।୧୦: ଭାରତୀୟ ଉଇକେଟ କିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କୁ ଆଇପିଏଲ ୨୦୨୪ରେ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ଭାବରେ ଦେଖିବାକୁ ମିଳିଥିଲା। ପନ୍ତଙ୍କ ଅଧିନାୟକତ୍ୱରେ ଦିଲ୍ଲୀ ପଏଣ୍ଟ ଟେବୁଲରେ…

୧୭,୦୦୦ କର୍ମଚାରୀଙ୍କୁ ଛଟେଇ କରିବ ବୋଇଙ୍ଗ

ନ୍ୟୁୟର୍କ,୧୨।୧୦: ବିମାନ ଚଳାଚଳର ବିଶାଳ କମ୍ପାନୀ ବୋଇଙ୍ଗ ଏହାର କର୍ମଚାରୀଙ୍କୁ ଦଶ ପ୍ରତିଶତ ହ୍ରାସ କରିବାକୁ ଯୋଜନା କରିଛି ଯେଉଁଥିରେ ପ୍ରାୟ ୧୭,୦୦୦ କର୍ମଚାରୀଙ୍କୁ କମ୍ପାନୀରୁ ଛଟେଇ…

ପ୍ରକାଶ ବେହେରା ଦଳ ଛାଡ଼ିବା ପରେ ନିଆଁରେ ଘିଅ ଢାଳିଲେ ସମ୍ବିତ, କହିଲେ ବିପର୍ଯ୍ୟୟବେଳେ…

ଭୁବନେଶ୍ୱର,୧୨ା୧୦: ପ୍ରକାଶ ବେହେରା ବିଜେଡି ଛାଡ଼ିବା ପରେ ନିଆଁରେ ଘିଅ ଢାଳିଛନ୍ତି ପୂର୍ବତନ ବିଧାୟକ ସମ୍ବିତ ରାଉତରାୟ। ସେ କହିଛନ୍ତି, ବିପର୍ଯ୍ୟୟ ବେଳେ ଭୀରୁମାନେ ହିଁ ଡଙ୍ଗାରୁ…

ଅଗଷ୍ଟରେ କମିଲା ଶିଳ୍ପ ଉତ୍ପାଦନ

ଭୁବନେଶ୍ୱର, ୧୨ା୧୦(ଅନୁରାଧା ମହାରଣା): ପ୍ରାୟ ୨ ବର୍ଷର ବ୍ୟବଧାନ ପରେ ଚଳିବର୍ଷ ଅଗଷ୍ଟ ମାସରେ ଦେଶର ଶିଳ୍ପ ଉତ୍ପାଦନ ହ୍ରାସ ପାଇଛି। ଖଣି ଏବଂ ବିଦ୍ୟୁତ୍‌ କ୍ଷେତ୍ରଗୁଡିକ ଖରାପ…

ଜେଏସ୍‌ଏଲ୍‌ର ଏମ୍ପ୍ଲଇ ଆସିଷ୍ଟାନ୍ସ ପ୍ରୋଗ୍ରାମ

ନୂଆଦିଲ୍ଲୀ,୧୨।୧୦: ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌) ପରିସରରେ ବିଶ୍ୱ ମାନସିକ ସ୍ବାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ପକ୍ଷରୁ…

ଏସ୍‌ଏମ୍‌ଏଲ୍‌ର ନୂତନ ଅଭିଯାନ

ଭୁବନେଶ୍ୱର, ୧୨।୧୦: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ସତ୍ୟା ମାଇକ୍ରୋକ୍ୟାପିଟାଲ ଲିମିଟେଡ୍‌ (ଏସ୍‌ଏସ୍‌ଏଲ୍‌)ର ନୂତନ ଅଭିଯାନ ‘ମାଗଣା ସ୍ବାସ୍ଥ୍ୟସେବା ଶିବିର’ ନିକଟରେ ଆରମ୍ଭ ହୋଇଯାଇଛି। ଏପରିକି…

ୟୁକୋ ୩୩୩ର ଶୁଭାରମ୍ଭ

ଭୁବନେଶ୍ୱର, ୧୨।୧୦: ୟୁକୋ ବ୍ୟାଙ୍କର ବହୁ ପ୍ରତୀକ୍ଷିତ ଯୋଜନା ‘ୟୁକୋ ୩୩୩’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ସୀମିତ ସମୟ ପାଇଁ ଉପଲବ୍ଧ ଏହି ନୂଆ ୩୩୩ ଦିନିଆ…