ଉଦ୍‌ଘାଟନ ପୂର୍ବରୁ ଭୁଶୁଡ଼ିଲା ୧୨ କୋଟି ବିନିମୟରେ ନିର୍ମାଣ ହୋଇଥିବା ବ୍ରିଜ୍‌

ପାଟନା,୧୮।୬: ବିହାରର ଅରାରିଆ ଜିଲାର ଆଉ ଏକ ନିର୍ମାଣାଧୀନ ବ୍ରିଜ୍‌ ଭୁଶୁଡି ପଡ଼ିଛି। ଶିଖୀ ବ୍ଲକ ଏବଂ କୁର୍ସାକାଟାକୁ ସଂଯୋଗ କରିବା ପାଇଁ ଏହି ସେତୁ ନିର୍ମାଣ…

କିଷାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତି ଜାରି କଲେ ମୋଦି: କୃଷକଙ୍କ ଆକାଉଣ୍ଟକୁ ଗଲା ଟଙ୍କା

ବାରାଣସୀ,୧୮।୬: ତୃତୀୟ ଥର ପ୍ରଧାନମନ୍ତ୍ରୀ ହେବା ପରେ ନରେନ୍ଦ୍ର ମୋଦି ମଙ୍ଗଳବାର ନିଜ ସଂସଦୀୟ କ୍ଷେତ୍ର ବାରାଣାସୀ ଗ୍ରସ୍ତ କରିଛନ୍ତି। ଏହି ପରିପେକ୍ଷୀରେ ପ୍ରଧାନମନ୍ତ୍ରୀ ମୋଦି କିଷାନ…

ନିଟ୍‌ କେଳେଙ୍କାରୀ ଭିତରେ ଆଉ ଏକ ଘଟଣା, MBBS ସିଟ ପାଇଁ ଦେଲେ ୧୬.୩୨ ଲକ୍ଷ ଟଙ୍କା

ନୂଆଦିଲ୍ଲୀ,୧୮।୬: ଡାକ୍ତରୀପାଠ୍ୟକ୍ରମରେ ନାଁ ଲେଖାଇବା ପାଇଁ ଅନୁଷ୍ଠିତ ନିଟ ପରୀକ୍ଷା କେଳେଙ୍କାରୀ ମାମଲା ପୁରା ଦେଶରେ ହଇଚଇ ସୃଷ୍ଟି କରିଛି। ଏସବୁ ଭିତରେ ମେଡିକାଲ ପାଠ୍ୟକ୍ରମକୁ ନେଇ…

ଆଜି ଓଡ଼ିଶା ଚାଷୀଙ୍କ ଆକାଉଣ୍ଟକୁ ଆସିଛି କିଶାନ ଟଙ୍କା; ଜାଣି ନ ଥିଲେ ଏହି ଉପାୟରେ ଶୀଘ୍ର ଯାଞ୍ଚ କରନ୍ତୁ ବାଲାନ୍ସ 

ନୂଆଦିଲ୍ଲୀ,୧୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ୟ ଥର ପାଇଁ ଦାୟିତ୍ୱ ଗ୍ରହଣ କରିବା ପରେ ଜୁନ୍‌ ୧୮ରେ ଚାଷୀଙ୍କ ଆକାଉଣ୍ଟକୁ ପିଏମ୍‌-କିଶାନ ଯୋଜନାର ୧୭ତମ କିସ୍ତି ପଠାଇଛନ୍ତି।…

ଅଳକା ୟାଗନିକ୍‌ଙ୍କୁ ନେଇ ବଡ଼ ଖବର, ହୋଇଛି ଏପରି ରୋଗ

ମୁମ଼୍ବାଇ, ୧୮।୬: ବଲିଉଡ୍‌ ଜଗତର ଖ୍ୟାତନାମା ସିଙ୍ଗର ଅଳକା ୟାଗନିକ୍‌ ଏକ ରୋଗର ଶିକାର ହୋଇଛନ୍ତି । ସୋସିଆଲ ମିଡିଆରେ ଏ ନେଇ ସେ ସୂଚନା ଦେଇଛନ୍ତି…

ଡ୍ରେନ୍‌ରେ ଭାସି ଯାଇଥିବା ନାବାଳକଙ୍କ ମୃତ୍ୟୁ

ଭୁବନେଶ୍ୱର,୧୮।୬: ଡ୍ରେନ୍‌ରେ ଭାସି ଯାଇଥିବା ନାବାଳକଙ୍କ ମୃତ୍ୟୁ ହୋଇଛି। କ୍ୟାପିଟାଲ ହସ୍ପିଟାଲରେ ଡାକ୍ତର ମୃତ ଘୋଷଣା କରିଛନ୍ତି। ବର୍ଷା ପାଣିରେ ମୁକୁଳା ଡ୍ରେନ୍‌ରେ ଭାସି ନାବାଳକ ଜଣଙ୍କ…

ରାଶିଫଳ: ବୁଧବାର, ଜୁନ୍‌ ୧୯ ତାରିଖ – Daily Horoscope

ମେଷ ସ୍ଥଗିତ କାମ ତ୍ୱରାନ୍ଵିତ ହେବା ସହ ଆନୁଷ୍ଠାନିକ କ୍ଷେତ୍ରରେ ମର୍ଯ୍ୟାଦା ବଢ଼ିବ। ବନ୍ଧୁ ମିଳନରୁ ଉତ୍ସାହିତ ହେବେ ଏବଂ କାର୍ଯ୍ୟ ସାଧନରେ ଜଣେ ଗୌରବର୍ଣ୍ଣ ବ୍ୟକ୍ତି…

ଭାଜପା ଏମ୍‌ପିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ଅଧଘଣ୍ଚା ଧରି ଚାଲିଲା ଆଲୋଚନା

କୋଲକାତା, ୧୮।୬: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ଭାରତୀୟ ଜନତା ଦଳର ଏମ୍‌ପି ଅନନ୍ତ ମହାରାଜ ଓରଫ୍‌ ନାଗେନ୍‌ ରାୟଙ୍କୁ ତାଙ୍କ କୁଚବିହାର ସ୍ଥିତ ଘରେ…

ବିଧାନସଭାରେ ଏହିଠି ନବୀନଙ୍କ ସିଟ୍‌, ଆଗରେ ଏମାନେ…

ଭୁବନେଶ୍ୱର,୧୮।୬: ୨୪ବର୍ଷ ପରେ କ୍ଷମତାଚ୍ୟୁତ ହେବା ପରେ ବିଜେଡି ଏବେ ରାଜ୍ୟରେ ଧରାଶାୟୀ ହୋଇଛି। ସେହିପରି ମୁଖ୍ୟମନ୍ତ୍ରୀ ପଦ ହରାଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଓଡ଼ିଶାବାସୀ…

ଡ୍ରେନ୍‌ରେ ଭାସିଯାଇଥିବା ନାବାଳକ ହେଲେ ଉଦ୍ଧାର

ଭୁବନେଶ୍ୱର,୧୮।୬: ଡ୍ରେନ୍‌ରେ ଭାସିଯାଇଥିବା ନାବାଳକଙ୍କୁ ଉଦ୍ଧାର କରାଯାଇଛି। ଲକ୍ଷ୍ମୀସାଗର ନିକଟ ନାଳରୁ ଉଦ୍ଧାର କରାଯାଇଥିବା ସୂଚନା ମିଳିଛି। ନାବାଳକକୁ ଉଦ୍ଧାର କରାଯାଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।…