ରାଶିଫଳ: ଶୁକ୍ରବାର , ଅଗଷ୍ଟ ୨ ତାରିଖ – Daily Horoscope

ମେଷ ଆଜି କର୍ମପ୍ରବାହରେ ପ୍ରତିକୂଳ ବାତାବରଣ ସୃଷ୍ଟି ଆଶଙ୍କା ରହିଛି। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବା ପାଇଁ ନିଜର ତ୍ୟାଗପୂତ ମନୋଭାବରୁ ପ୍ରଶଂସା…

ଇସ୍ରାଏଲ ଆକ୍ରମଣର ମାଷ୍ଟରମାଇଣ୍ଡ ନିହତ

ତେଲ ଆଭିଭ,୧।୮: ଇସ୍ରାଏଲର ଅନ୍ୟ ଜଣେ ଶତ୍ରୁଙ୍କ ମୃତ୍ୟୁ ନିଶ୍ଚିତ ହୋଇଛି। ସୂଚନାଯୋଗ୍ୟ, ଇସ୍ରାଏଲ କହିଛି ଯେ ଜୁଲାଇ ମାସରେ ହମାସର ବରିଷ୍ଠ ସାମରିକ କମାଣ୍ଡର ମହମ୍ମଦ…

ଭାରତ ବିପକ୍ଷ ଦିନିକିଆ ସିରିଜ୍‌ ପୂର୍ବରୁ ଶ୍ରୀଲଙ୍କାକୁ ବଡ଼ ଝଟ୍‌କା

କଲମ୍ବୋ,୧।୮:ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ୩ଟି ଦିନିକିଆ ମ୍ୟାଚ ଖେଳାଯିବ। ଏହାର ଠିକ ପୂର୍ବରୁ ଶ୍ରୀଲଙ୍କାକୁ ଏକ ବଡ଼ ଝଟ୍‌କା ଲାଗିଛି। ଆହତ କାରଣରୁ ଦଳର ଦୁଇଜଣ…

ହତ୍ୟାକାରୀ ସ୍ୱାମୀଙ୍କୁ ଫାଶୀ ଦଣ୍ଡାଦେଶ; ସ୍ତ୍ରୀ’ର ଗଳାକାଟି କରିଥିଲେ ହତ୍ୟା

ଭୁବନେଶ୍ୱର,୧ା୮: ୨୦୨୨ ଜୁନ୍‌ ୯ରେ ଖଣ୍ଡଗିରି ଅଞ୍ଚଳରେ ଘଟିଥିବା ହତ୍ୟା କାଣ୍ଡରେ ମୁଖ୍ୟ ଅଭିଯୁକ୍ତ ସଂଜିତ ଦାସକୁ ଫାଶୀ ଦଣ୍ଡାଦେଶ ଶୁଣାଇଛନ୍ତି ଏସଡିଜେଏମ୍‌ କୋର୍ଟ। ପାରିବାରିକ ଅଶାନ୍ତିକୁ…

ଭିଏତନାମ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୋଦି

ନୂଆଦିଲ୍ଲୀ,୧।୮: ଭିଏତନାମ ପ୍ରଧାନମନ୍ତ୍ରୀ ଫାମ ମିନ ଚିନହ ତିନି ଦିନିଆ ସରକାରୀ ଗସ୍ତରେ ମଙ୍ଗଳବାର ଭାରତରେ ପହଞ୍ଚିଛନ୍ତି। ଭାରତରେ ପହଞ୍ଚିବା ପରେ ବୈଦେଶିକ ରାଜ୍ୟମନ୍ତ୍ରୀ ପାବିତ୍ର ମାର୍ଗେରିଟା…

ସାମ୍ବାଦିକା ମଧୁମିତାଙ୍କ ହାତଲେଖା ସୁଇସାଇଡ୍‌ ନୋଟ୍‌ ଜବତ

ଭୁବନେଶ୍ୱର,୧ା୮: ସାମ୍ବାଦିକା ମଧୁମିତାଙ୍କ ସ୍ବାମୀ ଶ୍ରୀଧର ଜେନାଙ୍କୁ ଦିନିକିଆ ରିମାଣ୍ଡରେ ଆଣି ପଚରାଉଚରା କରୁଛି ପୋଲିସ। ଶ୍ରୀଧରଙ୍କୁ ଧଉଳି ଥାନା ଇନ୍ଦିରା କଲୋନୀସ୍ଥିତ ଭଡ଼ାଘରକୁ ନେଇ ପୋଲିସ୍‌…

ଭାଙ୍ଗିଲା ଅପରାଜୟ ଧାରା, ବେଲଜିୟମଠାରୁ ହାରିଲା ଭାରତ

ନୂଆଦିଲ୍ଲୀ,୧।୮: ପ୍ୟାରିସ ଅଲମ୍ପିକ୍ସରେ ଭାରତୀୟ ହକି ଟିମର ଅପରାଜୟ ଧାରା। ଗତ ସଂସ୍କରଣର ସ୍ୱର୍ଣ୍ଣ ବିଜେତା ବେଲଜିୟମଠାରୁ୧-୨ ଗୋଲରେ ପରାସ୍ତ ହୋଇଛି ଭାରତ । ଭାରତର ପାଇଁ…

ସ୍ବପ୍ନିଲଙ୍କ ସଫଳତା ଦେଖି ଖୁସିରେ ଗଦ୍‌ଗଦ୍‌ ହେଲେ ପ୍ରଧାନମନ୍ତ୍ରୀ ମୋଦି: କହିଲେ ଏମିତି କଥା…

ପ୍ୟାରିସ୍‌,୧।୮: ପ୍ୟାରିସ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଭାରତୀୟ ଶୁଟର ସ୍ବପି୍ନଲ କୁସାଲେଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଗୁରୁବାର ପ୍ୟାରିସ ଅଲିମ୍ପିକ୍ସରେ…

ରିଲ ମନ୍ତ୍ରୀ କହିବାରୁ ରାଗିଲେ ଅଶ୍ୱିନୀ ବୈଷ୍ଣବ, କହିଲେ…

ନୂଆଦିଲ୍ଲୀ,୧।୮: ଗୁରୁବାର (୧ ଅଗଷ୍ଟ) ରେ ଲୋକ ସଭାରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଭାଷଣ ସମୟରେ ଅନେକ ହୋହଲ୍ଲା ଦେଖାଦେଇଥିଲା। ରେଳ ମନ୍ତ୍ରୀ ଗୃହରେ ରେଳବାଇରେ କରାଯାଉଥିବା…

ଭାଙ୍ଗୁଛି ବିଜେଡି! ବଡ଼ ଷଡଯନ୍ତ୍ର

ଭୁବନେଶ୍ୱର,୧।୮: ବିଜେଡିର ପୂର୍ବତନ ରାଜ୍ୟ ସଭା ଏମପି ମମତା ମହାନ୍ତଙ୍କ ଇସ୍ତଫାକୁ ନେଇ ରାଜ୍ୟ ରାଜନୀତି ଉଠୁଛି ପଡୁଛି। ମମତା ରାଜ୍ୟ ସଭା ଏମପି ପଦ ସହ…