ଜମ୍ମୁ-କଶ୍ମୀରରେ ପଲଟିଲା ବାଜି, ଏଥର ଚମକାଇଦେଲା ଏକଜିଟ ପୋଲ୍‌

ନୂଆଦିଲ୍ଲୀ,୫।୧୦:ପ୍ରାୟ ୧୦ବର୍ଷ ପରେ ଜମ୍ମୁ କଶ୍ମୀରରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ହୋଇଛି। ଏଠାରେ ୯୦ଟି ବିଧାନସଭା ଆସନ ପାଇଁ ତିନୋଟି ପର୍ଯ୍ୟାୟରେ ନିର୍ବାଚନ ହୋଇଛି। ଅକ୍ଟୋବର…

ମହିଳା ସଂଘ ଟଙ୍କା ଆତ୍ମସାତ ମାମଲା: ବ୍ୟାଙ୍କ ପିଅନଙ୍କୁ ଦୁଇ ବର୍ଷ ଜେଲ

ପୁରୁଷୋତ୍ତମପୁର,୫।୧୦(ସିମାଞ୍ଚଳ ମିଶ୍ର): ମହିଳା ସଂଘର ଜମାଟଙ୍କା ଆତ୍ମସାତ ମାମଲାର ଶନିବାର ରାୟ ପ୍ରକାଶ ପାଇଛି। ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ ବିଚାରପତି…

ହରିୟାଣା ଏକଜିଟ୍‌ ପୋଲ୍‌: ଭାଜପାକୁ ଜବରଦସ୍ତ ଝଟ୍‌କା, ସରକାର ଗଢିବାକୁ ଯାଉଛି…

ନୂଆଦିଲ୍ଲୀ,୫।୧୦: ଆସିଛି ଭୋଟ ବାହୁଡା ମତ। ହରିୟାଣା, ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନର ଭୋଟିଂ ସରିବା ପରେ ପ୍ରକାଶ ପାଇଛି ଏକଜିଟ୍‌ ପୋଲ୍‌। ହରିୟାଣା ବିଧାନସଭାର ୯୦ଟି…

ଏହି ୨ ଗୁଣ ଶତ୍ରୁଙ୍କୁ କରିଦେବ ମିତ୍ର ଚାଣକ୍ୟ କହିଲେ…

ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ମନୁଷ୍ୟ ଜୀବନ ସହ ଜଡ଼ିତ ବିଭିନ୍ନ ସମସ୍ୟା ଓ ତା’ର ନିଦାନ ସମ୍ପର୍କରେ ବର୍ଣ୍ଣନା କରିଛନ୍ତି। ଏହି ନୀତିକୁ ଆପଣାଇବା ଦ୍ୱାରା ମଣିଷ…

ପାର୍ବଣରେ ଗଡ଼ିବନି ବସ୍‌

ଭୁବନେଶ୍ୱର,୫।୧୦: ପୂଜାରେ ଗଡ଼ିବନି ବସ୍‌। ଆଗାମୀ ୭ ତାରିଖ ସନ୍ଧ୍ୟା ଠାରୁ ୮ ତାରିଖ ସନ୍ଧ୍ୟା ୬ଟା ପର୍ୟ୍ୟନ୍ତ ଦକ୍ଷିଣ ଓଡ଼ିଶା ଓ ପଶ୍ଚିମ ଓଡ଼ିଶାରେ ଘରୋଇ…

ଗଞ୍ଜାମର ୧.୫୭ ଲକ୍ଷ ପରିବାରଙ୍କୁ ପିଏମ୍‌ କିଶାନ କିସ୍ତି 

ଛତ୍ରପୁର,୫।୧୦(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାରେ ଜିଲାସ୍ତରୀୟ ପ୍ରଧାନ ମନ୍ତ୍ରୀ କିଶାନ ସମ୍ମାନନିଧି ଯୋଜନାର ୧୮ ତମ କିସ୍ତିର ହସ୍ତାନ୍ତର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜିଲା ପରିଷଦ…

ହରିୟାଣା ଭୋଟିଂ ଭିତରେ ବଡ଼ ଖବର, କଂଗ୍ରେସ ରାଲିରେ ମହିଳା ନେତାଙ୍କ ସହ ଅସଦାଚରଣ, ଭାଇରାଲ ହେଲା ଭିଡିଓ

ଗଣ୍ଡିଗଡ,୫।୧୦: ହରିୟାଣା ନିର୍ବାଚନ ଭିତରେ ଘଟିଛି ବଡ଼ ଅଘଟଣ। ଷ୍ଟେଜ ଉପରେ ମହିଳା ଦଳୀୟ କର୍ମୀ ହୋଇଛନ୍ତି ଅସଦାଚରଣର ଶିକାର। ଏପରି ଘଟଣା ଦେଖିବାକୁ ମିଳିଛି କଂଗ୍ରେସ…

ବୋହି ନେଉଥିଲେ ମଧ୍ୟାହ୍ନଭୋଜନ ଚାଉଳ: ଏମିତି ଧରାପଡ଼ିଲେ ଶିକ୍ଷୟିତ୍ରୀ

ଗୋପ,୧୦।୫: ପୁରୀ ଜିଲା ଗୋପ ଅଞ୍ଚଳରୁ ଛାତ୍ରୀଛାତ୍ରଙ୍କୁ ଦିଆଯାଉଥିବା ମଧ୍ୟାହ୍ନ ଭୋଜନ ଚାଉଳ ଚୋରି ଘଟଣା ଶନିବାର ସାମ୍‌ନାକୁ ଆସିଛି। ୨ ବସ୍ତା ମଧ୍ୟାହ୍ନଭୋଜନ ଚାଉଳ ସହ…

ବସ୍ତିରେ ଝାଡ଼ୁ ମାରିଲେ ଧର୍ମେନ୍ଦ୍ର: ବାଣ୍ଟିଲେ ସୁଖଦୁଃଖ

ଭୁବନେଶ୍ୱର,୫।୧୦: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସ୍ବଛ ଭାରତ ଅଭିଯାନରେ ସଭିଏଁ ସାମିଲ ହେବାକୁ ଶନିବାର ଆହ୍ବାନ ଦେଇଛନ୍ତି। ଏହି ଅବସରରେ ସେ ବସ୍ତିରେ ଝାଡ଼ୁ ମାରିଛନ୍ତି। ଭୁବନେଶ୍ୱର…

ବିଦ୍ୟାଳୟରେ ଭିଜିଲାନ୍ସ ଚଢ଼ାଉ: ୬୦ ଲକ୍ଷ ଟଙ୍କାର ଦୁର୍ନୀତି ଗନ୍ଧ

ଭୋଗରାଇ,୫ା୧୦(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ବଗଡ଼ ନୋଡାଲ ୟୁପି ପ୍ରାଥମିକ ବିଦ୍ୟାଳୟରେ ଶନିବାର ବାଲେଶ୍ୱର ଭଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ମୋ’ ସ୍କୁଲ…