ବୀରେନ୍ଦ୍ର ସେହଓ୍ବାଗଙ୍କୁ କିଏ ଡ୍ରେସିଂ ରୁମରେ ପିଟିଥିଲେ, କଲାର ଧରି…

ନୂଆଦିଲ୍ଲୀ,୫।୧୦: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଓପନର୍‌ ବିରେନ୍ଦ୍ର ସେହୱାଗ ସବୁ ସମୟରେ ସବୁଠାରୁ ବିପଜ୍ଜନକ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ବିବେଚିତ ହୋଇଛନ୍ତି। ସବୁବେଳେ ପଡ଼ିଆରେ ରିସ୍କ ନେଇଥିବା…

ଚାଷୀଙ୍କୁ ନବରାତ୍ରୀ ଉପହାର ଦେଲେ ମୋଦି: ଚାଷୀଙ୍କ ଆକାଉଣ୍ଟକୁ ଗଲା…

ପୁଣେ,୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି କିଷାନ ସମ୍ମାନ ନିଧିର ୧୮ତମ କିସ୍ତି ରିଲିଜ୍‌ କରିଛନ୍ତି। ଦେଶର କୋଟି କୋଟି ଚାଷୀଙ୍କୁ ନବରାତ୍ରୀ ଉପହାର ଦେଇଛନ୍ତି। ମହାରାଷ୍ଟ୍ର…

ମୁଖ୍ୟମନ୍ତ୍ରୀ ଗୋଟିଏ ନିଷ୍ପତ୍ତି ପାଇଁ କେଉଁ ଚାରିଜଣଙ୍କୁ ପଚାରୁଛନ୍ତି? ତେର୍ଚ୍ଛାବାଣ ମାରିଲେ ପ୍ରସନ୍ନ, କହିଲେ…

ସମ୍ବଲପୁର,୫।୧୦: ପଶ୍ଚିମ ଓଡ଼ିଶାରେ ଜନସମ୍ପର୍କ ପଦଯାତ୍ରା ଚାଲିଥିବା ବେଳେ ଭାଜପାକୁ ଟାର୍ଗେଟ କରିଛନ୍ତି ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ। ଦଳକୁ ମଜଭୁତ କରିବାକୁ ଜନସମ୍ପର୍କ ପଦଯାତ୍ରା କରୁଥିବା ବେଳେ…

ପିଏମ୍‌ ଓ ସିଏମ କିଷାନକୁ କୃଷି ସଚିବଙ୍କ ବଡ଼ ବୟାନ : ଶୀଘ୍ରଶୀଘ୍ର କରନ୍ତୁ…

ଭୁବନେଶ୍ୱର, ୫।୧୦: ପିଏମ୍‌ ଓ ସିଏମ କିଷାନକୁ ନେଇ ଖୁସି ଖବର। ବଡ ବୟାନ ଦେଲେ କୃଷି ସଚିବ ଅରବିନ୍ଦ ପାଢୀ। ସଚିବ ପାଢ଼ୀ କହିଛନ୍ତି,ଯୋଜନାରୁ ବାଦ…

୫ ରାଜ୍ୟର ୨୨ ସ୍ଥାନରେ ଏନଆଇଏ ଚଢାଉ, ଜୈଶ-ଇ-ମହମ୍ମଦ ସହ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୫।୧୦: ଜାତୀୟ ଅନୁସନ୍ଧାନ ଏଜେନ୍ସି ବା ନ୍ୟାଶନାଲ ଇନଭେଷ୍ଟିଗେଶନ ଏଜେନ୍ସି(ଏନଆଇଏ) ପାଞ୍ଚଟି ରାଜ୍ୟରେ ଚଢାଉ କରିଛି। ଆତଙ୍କବାଦୀ କାର୍ଯ୍ୟକଳାପ ସମ୍ପର୍କରେ କିଛି ଗୁରୁତ୍ୱପୂର୍ଣ୍ଣ ଇନପୁଟ ପାଇବା ପରେ…

ନବୀନଙ୍କୁ ଧର୍ମେନ୍ଦ୍ରଙ୍କ କଡ଼ା ଟାର୍ଗେଟ୍‌, କହିଲେ ଲୋକେ ଯେଉଁ ଭୂମିକା ଦେଇଛନ୍ତି…

ଭୁବନେଶ୍ୱର,୫ା୧୦: ଶନିବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ କଡ଼ା ଟାର୍ଗେଟ୍‌ କରିଛନ୍ତି। କିଛିଦିନ ତଳେ ଭାଜପା ମିଛ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଣିକି ରାଜ୍ୟରେ…

ଭୁବନେଶ୍ୱର,୫ା୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଶହୀଦ ବାଜି ରାଉତଙ୍କ ଜୟନ୍ତୀକୁ ଏଣିକି ସରକାରୀସ୍ତରରେ ପାଳନ କରାଯିବ।…

ଦିଲ୍ଲୀରେ କାହିଁକି ଟ୍ରେନିଂ ନେବାକୁ ଚାହୁଁଛନ୍ତି ଇସ୍ରାଏଲ ସୁରକ୍ଷା କର୍ମୀ? ପୋଲିସକୁ ମାଗିଲେ ସ୍ଥାନ

ନୂଆଦିଲ୍ଲୀ,୫।୧୦: ମଧ୍ୟ ପୂର୍ବର ଅବସ୍ଥା ଦିନକୁ ଦିନ ଖରାପ ହେବାରେ ଲାଗିଛି। ଇସ୍ରାଏଲ ଉପରେ ଇରାନର ଆକ୍ରମଣ ପରେ ଏହି ଅଞ୍ଚଳରେ ଆଉ ଏକ ଯୁଦ୍ଧ ଆରମ୍ଭ…

ଘାଟ ଜଗିଛି କୁମ୍ଭୀର: କୁଆଖାଇରେ କୁମ୍ଭୀର ଦେଖି ଲୋକେ ଛାନିଆ

ଭୁବନେଶ୍ୱର,୫।୧୦: ଘାଟ ଜଗିଛି କୁମ୍ଭୀର। କୁଆଖାଇରେ ବୁଲୁଛି କୁମ୍ଭୀର। ଶନିବାର ସକାଳୁ କିଛି ଲୋକେ ଗାଧୋଇବାକୁ ଯାଇଥିବା ବେଳେ ନଦୀ ପଠାରେ କୁମ୍ଭୀର ଶୋଇଥିବା ଦେଖିବାକୁ ପାଇଥିଲେ…

କୋହଲି ନୁହନ୍ତି, ମଇଦାନରେ ଟିମ୍‌ ଇଣ୍ଡିଆର ଏହି ଖେଳାଳି ସ୍ଲେଜିଂ ମାଷ୍ଟର; ଗୁମର ଖୋଲିଲେ ଅଷ୍ଟ୍ରେଲୀୟ…

ନୂଆଦିଲ୍ଲୀ,୫।୧୦: ବିଗତ କିଛି ବର୍ଷ ମଧ୍ୟରେ ଭାରତ-ଅଷ୍ଟ୍ରେଲିଆ କ୍ରିକେଟରେ ପ୍ରତିଦ୍ୱନ୍ଦ୍ୱିତା ରୋମାଞ୍ଚର ଖୋରାକ ଯୋଗାଉଛି। ଖେଳର ତିନୋଟି ଫର୍ମାଟରେ ଉଭୟ ଟିମ୍‌ ବିଶ୍ୱର ଶ୍ରେଷ୍ଠ କ୍ରିକେଟ ଦଳରେ…