ଶୀତ ପୂର୍ବରୁ ଚିଲିକାରେ ବିଦେଶୀ ପକ୍ଷୀ

ବାଲୁଗଁା,୨ା୧୦(ସଂଗ୍ରାମ ପାଇକରାୟ):ଶୀତ ଆସିବା ପୂର୍ବରୁ ନୀଳାମ୍ବୁ ଚିଲିକାକୁ ବିଦେଶୀ ପକ୍ଷୀଙ୍କ ଆଗମନ ଆରମ୍ଭ ହୋଇଛି। କେତେକ ବିଦେଶୀ ପକ୍ଷୀ ଘୂରି ବୁଲୁଥିବା ବେଳେ କିଛି ପକ୍ଷୀ ଚିଲିକା…

ବଦଳିଲା ୟୁନିଫର୍ମ ରଙ୍ଗ, ଏଣିକି ଛାତ୍ରୀଛାତ୍ର ପିନ୍ଧିବେ…

ଭୁବନେଶ୍ୱର, ୨।୧୦: ସରକାରୀ ମାଧ୍ୟମିକ ବିଦ୍ୟାଳୟର ୟୁନିଫର୍ମ ରଙ୍ଗ ବଦଳିଛି। ସବୁଜ ରଙ୍ଗ ବଦଳରେ ଏଣିକି ବାଦାମୀ ରଙ୍ଗର ୟୁନିଫର୍ମ ପିନ୍ଧିବେ ନବମ ଏବଂ ଦଶମ ଶ୍ରେଣୀ…

ସ୍କୁଲ ଫି’ ଦେଇ ନ ଥିବା ପିଲାଙ୍କୁ ଖରାରେ ବସାଇଲେ ପ୍ରିନ୍ସିପାଲ

ଲକ୍ଷ୍ନୌ,୨ା୧୦:ଉତ୍ତରପ୍ରଦେଶର ସିଦ୍ଧାର୍ଥନଗର ଜିଲା ଅନ୍ତର୍ଗତ ଶ୍ୟାମରାଜି ହାଇସ୍କୁଲର ୫୦ରୁ ଊର୍ଦ୍ଧ୍ୱ ପିଲା ଫି’ ପୈଠ କରି ନ ଥିବାରୁ ସ୍କୁଲ୍‌ ପ୍ରିନ୍ସିପାଲ ସେମାନଙ୍କୁ ଗେଟ୍‌ ବାହାରେ ଖରାରେ…

୨୦୨୮ରେ ଭାରତର ଶୁକ୍ର ମିଶନ

ବେଙ୍ଗାଲୁରୁ, ୨।୧୦:‘ଚନ୍ଦ୍ରୟାନ-୩’ ମିଶନର ସଫଳତା ପରେ ଭାରତୀୟ ମହାକାଶ ଗବେଷଣା ସଂଗଠନ(ଇସ୍ରୋ) ‘ମିଶନ ଶୁକ୍ର’ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ଇସ୍ରୋର ଏହି ବହୁ ପ୍ରତୀକ୍ଷିତ ମିଶନର…

ଗାନ୍ଧୀ ଜୟନ୍ତୀରେ ସ୍ବତନ୍ତ୍ର ବାର୍ତ୍ତା ଦେଳେ ମୋଦି

ନୂଆଦିଲ୍ଲୀ,୨।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଗାନ୍ଧୀ ଜୟନ୍ତୀ ଅବସରରେ ମହାତ୍ମା ଗାନ୍ଧୀଙ୍କୁ ସ୍ମରଣ କରି ଏକ ସ୍ବତନ୍ତ୍ର ବାର୍ତ୍ତା ଲେଖିଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମରେ ପ୍ରଧାନମନ୍ତ୍ରୀ…

ମଧ୍ୟରାତ୍ରିରୁ ଭଦ୍ରକରେ ଇଣ୍ଟରନେଟ୍‌ ସେବା ସ୍ବଭାବିକ

ଭଦ୍ରକ,୨।୧୦: ଭଦ୍ରକରେ ସ୍ଥିତି ଧୀରେଧୀରେ ସୁଧୁରିବାରେ ଲାଗିଛି। ୪ ଦିନ ପରେ ମଙ୍ଗଳବାର ମଧ୍ୟରାତ୍ରିରୁ ଭଦ୍ରକରେ ଇଣ୍ଟରନେଟ ସେବା ସ୍ବଭାବିକ ହୋଇଛି। ସୋସିଆଲ ମିଡିଆ ପୋଷ୍ଟକୁ ନେଇ…

ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ: ବ୍ୟାପିଲା ଧୂଆଁ, ୩ ମୃତ

ପୁଣେ,୧୦।୨: ମହାରାଷ୍ଟ୍ରର ପୁଣେରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ବାଭଧାନ ବୁଡ୍ରୁକ ଗ୍ରାମ ନିକଟରେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଛି।…

ଗାନ୍ଧୀ ଜୟନ୍ତୀରେ ସଫେଇ କାର୍ଯ୍ୟକ୍ରମ: ସାମିଲ ହେଲେ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୨।୧୦(ଅରୁଣ ସାହୁ):ଆଜି ମହାତ୍ମା ଗାନ୍ଧୀ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଙ୍କର ଜନ୍ମଦିବସ। ଏହି ଅବସରରେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ବିଭିନ୍ନ ସରକାରୀ ଓ…

ଅସନ୍ତୋଷ ଜାହିର କଲେ ଛାତ୍ରୀଛାତ୍ର

ବରଗଡ଼,୨।୧୦(ପ୍ରେମାନନ୍ଦ ଖମାରୀ): ଦେଶର ସୁରକ୍ଷା ପାଇଁ ସମର ଶିକ୍ଷାର୍ଥୀ ବାହିନୀ (ଏନ୍‌ସିସି) ଏକ ପ୍ରମୁଖ ଅଙ୍ଗ। ବାହ୍ୟଶତୃକୁ ପ୍ରତିହତ କରିବା ପାଇଁ ଏଠାରୁ ଶିକ୍ଷାର୍ଥୀଙ୍କ ମୂଳଦୁଆ ପଢ଼େ।…

ଆଜି ଆସିବେ ମହିଳା ମୋର୍ଚ୍ଚା ରାଷ୍ଟ୍ରୀୟ ଅଧ୍ୟକ୍ଷା

ବ୍ରହ୍ମପୁର,୨।୧୦(ନରସିଂହ ସାହୁ): ଗଞ୍ଜାମ ଜିଲାର ୧୩ ବିଧାନସଭା ନିର୍ବାଚନ ମଣ୍ଡଳୀ ମଧ୍ୟରୁ ୨୦୨୪ ନିର୍ବାଚନରେ ୧୧ ଆସନରେ ଭାଜପା ପ୍ରାର୍ଥୀମାନେ ନିର୍ବାଚିତ ହୋଇଛନ୍ତି। ଫଳରେ ଦଳ ଏହି…