ଆପଣଙ୍କ ବିଧାୟକଙ୍କୁ ଜାଣନ୍ତୁ

ବାଲେଶ୍ୱର ଜିଲା ବାଲେଶ୍ୱର ବିଧାନସଭା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ମାନସ କୁମାର ଦତ୍ତ। ୨୦୨୪ ନିର୍ବାଚନରେ ସେ ବିଜେଡିର ପୂର୍ବତନ ବିଧାୟକ ସ୍ବରୂପ କୁମାର ଦାସଙ୍କୁ ୨୮ହଜାର…

ବଢ଼ିବ ତାପମାତ୍ରା:ଗୁଳୁଗୁଳି ଯୋଗୁ ଳୋକେ ଅତିଷ୍ଠ

ଭୁବନେଶ୍ୱର,୨।୧୦(ଅନୁରାଧା ମହାରଣା):ରାଜ୍ୟରେ ଗତ ୨ଦିନ ଧରି କଁାଭାଁ ସ୍ଥାନରେ ବର୍ଷା ହୋଇଥିବାବେଳେ ଅଧିକାଂଶ ସ୍ଥାନରେ ତାତି ଓ ଗୁଳୁଗୁଳି ଲୋକଙ୍କୁ ଅତିଷ୍ଠ କରିଛି। ବାଲେଶ୍ୱରରେ ସର୍ବାଧିକ ୩୭…

ଭସାଣିରେ ଡିଜେ ମନା

ବ୍ରହ୍ମପୁର,୨।୧୦(ସ୍ମୃତି ରଞ୍ଜନ ମହାଲିକ): ଜିଲା ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ରହ୍ମପୁର ଉପଜିଲାପାଳ ଦିନା ଦସ୍ତଗିରଙ୍କ ସମ୍ମିଳନୀ କକ୍ଷରେ ଦୁର୍ଗାପୂଜା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରଶାସନିକ ନିର୍ଦ୍ଦେଶକୁ…

ସିଆର୍‌ପିଙ୍କୁ ଅଟକ ରଖିଥିଲେ, ଅଚେତ ହେଲେ ବି ଶୁଣି ନ ଥିଲେ: ଆଉ ଏବେ…

ଧାମନଗର,୨।୧୦(ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ ଦଳାଙ୍ଗ ପଞ୍ଚାୟତର ସ୍ବୟଂସହାୟକ ଗୋଷ୍ଠୀକୁ ନେଇ ଗଠିତ ମହାସଂଘର ସଭାନେତ୍ରୀ ଓ ଏମ୍‌ବିକେଙ୍କ ବିରୋଧରେ ସମସ୍ତ…

ପାକିସ୍ତାନ କ୍ରିକେଟ୍‌ରେ ହଲଚଲ: ପୁଣି ଅଧିନାୟକ ପଦରୁ ଇସ୍ତଫା ଦେଲେ ବାବର ଆଜମ

ନୂଆଦିଲ୍ଲୀ,୨।୧୦: ପାକିସ୍ତାନ କ୍ରିକେଟ ଦଳର ତାରକା ବ୍ୟାଟ୍ସମ୍ୟାନ ବାବର ଆଜମ ଦ୍ୱିତୀୟଥର ପାଇଁ ଅଧିନାୟକ ପଦରୁ ଇସ୍ତଫା ଦେଇଛନ୍ତି। ବାବର ପାକିସ୍ତାନର ଦିନିକିଆ ଏବଂ ଟି-୨୦ର ଅଧିନାୟକ…

ପ୍ରଶଂସା ସାଉଁଟିଲେ ବିଡ଼ିଓ

ଦାରିଙ୍ଗବାଡି, ୨।୧୦ (ଅରୁଣ ସାହୁ):ପ୍ରଶାସନିକ ଭାବେ ଜଣେ ନିର୍ଭିକ, ନିଷ୍ଠାବାନ ଓ କର୍ମଠ ଭାବେ ଦାରିଙ୍ଗବାଡି ଅଞ୍ଚଳରେ ଗତ ୩ ବର୍ଷ ଧରି ଦାୟିତ୍ୱ ସମ୍ପାଦନା କରିଛନ୍ତି।…

ମଧ୍ୟାହ୍ନ ଭୋଜନ ନ ଆସିବାରୁ ଉତ୍ତେଜନା: ପରେ ଯାହା ଘଟିଲା….

ବାସୁଦେବପୁର,୨।୧୦(ନାରାୟଣ ପ୍ରସାଦ ବାରିକ୍‌):ଭଦ୍ରକ ଜିଲା ବାସୁଦେବପୁର ପୌରପାଳିକା ଅଧୀନ ମନ୍ଦାରୀ ହରିଜନ ପ୍ରାଥମିକ ବିଦ୍ୟାଳୟ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଦ୍ୟ ନିମ୍ନମାନର ଦିଆଯାଉଥିବା…

ଅକ୍ଟୋବର ୯ରୁ ବିଜେଡିର ସଦସ୍ୟତା ସଂଗ୍ରହ ଅଭିଯାନ

ଭୁବନେଶ୍ୱର,୨ା୧୦(ଅନିଲ ଦାସ):ବିଜୁ ଜନତା ଦଳର ସଦସ୍ୟତା ସଂଗ୍ରହ ଅଭିଯାନ ଆସନ୍ତା ଅକ୍ଟୋବର ୯ ତାରିଖରୁ ଆରମ୍ଭ ହେବ। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ବିଜୁ ଜନତା ଦଳର ସଭାପତି…

ବିଡିଓଙ୍କୁ ତାଲା ପକାଇଲେ ଏମ୍‌ପିଙ୍କ ପ୍ରତିନିଧି, ଭାଜପା କର୍ମୀ

କେନ୍ଦୁଝର, ୨ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ତେଲକୋଇ ବିଡିଓଙ୍କ ବ୍ୟବହାରରେ କ୍ଷୁବ୍ଧ ହୋଇ ମଙ୍ଗଳବାର ଅପରାହ୍ନରେ କେନ୍ଦୁଝର ଏମ୍‌ପିଙ୍କ ପ୍ରତିନିଧି ହରିହର ପ୍ରଧାନ ଓ ସେମାନଙ୍କ ସମର୍ଥକମାନେ…

ଢିଙ୍କିଆ ପଞ୍ଚାୟତ ନିର୍ବାଚନରେ ତ୍ରିମୁଖୀ ପ୍ରତିଦ୍ୱନ୍ଦ୍ୱିତା

କୁଜଙ୍ଗ,୨।୧୦(ମନୋଜ ପ୍ରଧାନ):ଜଗତ୍‌ସିଂହପୁର ଜିଲା ଏରସମା ବ୍ଲକ ଅନ୍ତର୍ଗତ ଢିଙ୍କିଆ ପଞ୍ଚାୟତ ସରପଞ୍ଚ ଓ ୱାର୍ଡ ସଭ୍ୟାସଭ୍ୟ ପଦ ନିମନ୍ତେ ଅକ୍ଟୋବର ୪ରେ ନିର୍ବାଚନ ହେବ। ଏଠାରେ ସରପଞ୍ଚ…