ଓଡ଼ିଶାରେ ଦେଖାଗଲା ଧୂମକେତୁ ‘ସି/୨୦୨୩ ଏ-୩’

ଭୁବନେଶ୍ୱର, ୨।୧୦(ବନ୍ଦନା ସେଠୀ):ଅକ୍ଟୋବର ୧ ମଙ୍ଗଳବାର ଭୋର୍‌ ସମୟରେ ଓଡ଼ିଶା ସମେତ ଦେଶର କେତେକ ସ୍ଥାନରେ ‘ସି/୨୦୨୩ ଏ-୩’ ଧୂମକେତୁ ଦେଖାଦେଇଛି। ଅଳ୍ପ ସମୟ ପାଇଁ ଦୃଶ୍ୟମାନ…

ରାସ୍ତାରୁ ହଟିବ ମନ୍ଦିର, ମସ୍‌ଜିଦ

ନୂଆଦିଲ୍ଲୀ,୨ା୧୦(ପି.ଟି.):ଦେଶବାସୀଙ୍କ ସ୍ବାର୍ଥ ସର୍ବୋପରି ହୋଇଥିବାରୁ ରାସ୍ତା, ରେଳଲାଇନ ଏବଂ ଜଳଉତ୍ସକୁ ଅବରୋଧ କରି ନିର୍ମାଣ ହୋଇଥିବା ମନ୍ଦିର, ଦରଘା ଆଦି ଧର୍ମୀୟ ଢାଞ୍ଚାକୁ ହଟାଇବାକୁ ହେବ ବୋଲି…

ଆଜିଠୁ ୨ ଦିନିଆ ନୂଆଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୧୦(ସୁନିତ୍‌ ମିଶ୍ର):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାରଠାରୁ ୨ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଉଛନ୍ତି। ଦିଲ୍ଲୀଠାରେ ହେବାକୁ ଥିବା ନିବେଶକ ସମ୍ମିଳନୀରେ ସେ ଯୋଗଦେବା କାର୍ଯ୍ୟକ୍ରମ ରହିଛି।…

ସ୍କୁଲ ଛୁଟି କଲା ହାତୀ

ଉଦଳା,୨ା୧୦(ସନ୍ତୋଷ କୁମାର ବାଚ୍ଛିନୀ):ହାତୀ ଭୟରେ ମୟୂରଭଞ୍ଜ ଜିଲା ଉଦଳା ବନାଞ୍ଚଳ ଅଧୀନ କାଠୁଆବେଡ଼ା ସରକାରୀ ପ୍ରାଥମିକ ବିଦ୍ୟାଳୟକୁ ମଙ୍ଗଳବାର ଛୁଟି କରିଦିଆଯାଇଥିଲା। ବିଦ୍ୟାଳୟଠାରୁ ୫୦ ମିଟର ଦୂରରେ…

କାରଖାନାରେ ଶ୍ରମିକଙ୍କୁ ଉଲଗ୍ନ କରି ମାଡ଼

ଢେଙ୍କାନାଳ,୧ା୧୦(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ଅଞ୍ଚଳରେ ଜଗନ୍ନାଥ ପାୱାର ନାମକ ଏକ କମ୍ପାନୀ ପରିସରରେ ଗତ ୩ ଦିନ ତଳେ କାରଖାନାରେ କାର୍ଯ୍ୟରତ ଦୁଇଜଣ…

ଇସ୍ରାଏଲକୁ ଟାର୍ଗେଟ କରୁଥିବା ଇରାନର କ୍ଷେପଣାସ୍ତ୍ରକୁ ମାରି ଖସାଇବା ପାଇଁ ନିର୍ଦ୍ଦେଶ ଦେଲେ ବାଇଡେନ

ନୂଆଦିଲ୍ଲୀ,୧ା୧୦: ଇସ୍ରାଏଲ ଉପରେ ଇରାନର ଘନ ଘନ ମିସାଇଲ ଆକ୍ରମଣ ପରେ ପ୍ରତିକ୍ରିୟାଶୀଳ ହୋଇଛି ଆମେରିକା। ହ୍ୱାଇଟ ହାଉସର ଅପଡେଟ୍ ଅନୁଯାୟୀ ରାଷ୍ଟ୍ରପତି ବାଇଡେନ ଆମେରିକାର ସୈନ୍ୟବାହିନୀକୁ…

ପାରିବାରିକ କଳହକୁ କେନ୍ଦ୍ର କରି ଭିଣୋଇକୁ ହତ୍ୟା କଲା ଶଳା, ଭାଣିଜୀ ଗୁରୁତର

ଥୁଆମୂଳ ରାମପୁର,୧ା୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ଥୁଆମୂଳ ଗ୍ରାମପଞ୍ଚାୟତ ନିକଟସ୍ଥ ରାଣୀଡୁମେର ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତ୍ରୀରେ ଏକ ଅଭାବନୀୟ ଘଟଣା…

ରୋଡ ରୋମିଓଙ୍କୁ ଧରି ନିସ୍ତୁକ ପିଟିଲେ ଯୁବତୀ

ତାଳଚେର,୧।୧୦: ଅନୁଗୋଳ ଜିଲା ତାଳଚେର ହାଟତୋଟା ବଜାରରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ଦୁଇଜଣ ରୋଡ୍‌ ରୋମିଓ ବଜାରରେ ଜଣେ ଯୁବତୀଙ୍କୁ ଅଶ୍ଲୀଳ ଇଙ୍ଗିତ କରି…

ଇସ୍ରାଏଲ ଉପରେ ୪୦୦ ରୁ ଅଧିକ କ୍ଷେପଣାସ୍ତ୍ର ମାଡ଼ କଲା ଇରାନ

ନୂଆଦିଲ୍ଲୀ,୧ା୧୦: ମଧ୍ୟପ୍ରାଚ୍ୟର ବଢୁଥିବା ଉତ୍ତେଜନା ମଧ୍ୟରେ ଇରାନ ଇସ୍ରାଏଲ ଉପରେ ୪୦୦ରୁ ଅଧିକ କ୍ଷେପଣାସ୍ତ୍ର ମାଡ଼ କରିଛି। କ୍ଷେପଣାସ୍ତ୍ର ଆକ୍ରମଣ ପରେ ସାରା ଦେଶରେ ସାଇରନ୍ ବାଜୁଥିବା…