ଭାଜପା ପକ୍ଷରୁ ୧ କି.ମି.ର ତ୍ରିରଙ୍ଗା ଯାତ୍ରା

ଭୁବନେଶ୍ୱର, ୨୮।୭(ଅସମାପିକା ସାହୁ): କାର୍‌ଗିଲ ଯୁଦ୍ଧରେ ଶହୀଦ ହୋଇଥିବା ବୀର ସୈନିକଙ୍କ ସ୍ମୃତିରେ ଶୁକ୍ରବାର ଦେଶବ୍ୟାପୀ ୨୫ତମ କାର୍‌ଗିଲ ବିଜୟ ଦିବସ ପାଳନ କରାଯାଇଥିବାବେଳେ ଶନିବାର ଭାଜପା…

ସୁପର ବିଳାସପୂର୍ଣ୍ଣ ଘରର ଚାହିଦା ବଢ଼ୁଛି

ନୂଆଦିଲ୍ଲୀ,୨୮।୭: କ୍ରମାଗତ ଭାବେ ଭାରତରେ ବିଳାସପୂର୍ଣ୍ଣ ରିଅଲ ଇଷ୍ଟେଟର ସଂଖ୍ୟା ବଢୁଥିବାବେଳେ ସୁପର ବିଳାସପୂର୍ଣ୍ଣ ଘରଗୁଡ଼ିକର ଚାହିଦା ମଧ୍ୟ ଅସାଧାରଣ ବୃଦ୍ଧି ଘଟିଛି। ଏପରିକି ଧନିକ ଶ୍ରେଣୀର…

ଜନତା ବାଛିବେ, କାଉନସିଲର କାଢ଼ିବେ

ଭବାନୀପାଟଣା,୨୮।୭ (ଉତ୍ତମ କୁମାର ଦାଶ): ବିଗତ ବର୍ଷରେ ବିଜ୍ଞପିତ ଅଞ୍ଚଳ ପରିଷଦ (ଏନ୍‌ଏସି), ମ୍ୟୁନିସିପାଲିଟି ଅଧ୍ୟକ୍ଷ ଓ ମହାନଗର ନିଗମ ମେୟରଙ୍କୁ  କାଉନସିଲର ଓ କର୍ପୋରେଟର ପରୋକ୍ଷ…

୧୦ ରାଜ୍ୟର ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦେଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ, ୨୮।୭: ୧୦ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି କରିଛନ୍ତି ରାଷ୍ଟ୍ରପତି। ପଞ୍ଜାବ ଓ ଚଣ୍ଡିଗଡ଼ର ନୂଆ ରାଜ୍ୟପାଳ ହେଲେ ଗୁଲାବ ଚାନ୍ଦ କଟରିଆ। ସେହିପରି ରାଜସ୍ଥାନର ନୂଆ…

ଦମ୍‌ରେ ଆଳୁ ନାହିଁ

କଟକ,୨୮ା୭(କାର୍ତ୍ତିକ ସାହୁ): ଖାଉଟିଙ୍କୁ ଘାଇଲା କରିଛି ବର୍ଦ୍ଧିତ ଆଳୁ ଦର। ଓଡ଼ିଶା ବଜାରକୁ ପଶ୍ଚିମବଙ୍ଗ ଆଳୁ ପର୍ଯ୍ୟାପ୍ତ ଭାବେ ନ ଆସିବା କାରଣରୁ ପରିସ୍ଥିତି ସଙ୍ଗିନ ହୋଇଛି।…

ପ୍ରଥମ ଟି୨୦ ଜିତିଲା ଭାରତ

ପାଲେକେଲ୍‌,୨୭ା୭(ପି.ଟି.): ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌କୁ ୪୩ ରନ୍‌ରେ ଜିତି ବିଜୟରୁ ଅଭିଯାନ ଆରମ୍ଭ କରିଛି ଭାରତ। ପ୍ରଥମେ ବ୍ୟାଟିଂ…

ପ୍ୟାରିସ୍‌ ଅଲିମ୍ପିକ୍ସ: ଚାଇନାକୁ ପ୍ରଥମ ସ୍ବର୍ଣ୍ଣ ପଦକ

ପ୍ୟାରିସ୍‌, ୨୭।୭: ପ୍ୟାରିସ୍‌ ଅଲିମ୍ପିକ୍ସ-୨୦୨୪ର ପଦକ ଇଭେଣ୍ଟ ଶନିବାର ଆରମ୍ଭ ହୋଇଛି। ପ୍ରଥମ ସ୍ବର୍ଣ୍ଣ ପଦକ ହାସଲ କରିଛି ଚାଇନା। ଚାଟେଉରକ୍ସଠାରେ ଅନୁଷ୍ଠିତ ୧୦ ମିଟର ଏୟାର…

Paris Olympic 2024: ବିଜୟ ସହିତ ଅଭିଯାନ ଆରମ୍ଭ କଲା ଭାରତ

ନୂଆଦିଲ୍ଲୀ,୨୭।୭: ପ୍ୟାରିସ ଅଲିମ୍ପିକ୍ସରେ ଭାରତୀୟ ପୁରୁଷ ହକି ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ଟୋକିଓ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ବିଜୟୀ ହୋଇଥିବା ଭାରତ ଶନିବାର…

ଝଞ୍ଜାବତୀ ନଦୀରେ ଭାସିଗଲେ ୮ ମାସର ଗର୍ଭବତୀ ମହିଳା, ୬ ବର୍ଷର ଝିଅ

କୋରାପୁଟ,୨୭ା୭(ଅମିତାଭ ବେହେରା ): କୋରାପୁଟ ଜିଲା ନାରାୟଣପାଟଣା ବ୍ଲକ ତଳଗୁମାଣ୍ଡି ଡକରିଘାଟି ଅନ୍ତର୍ଗତ ଝଞ୍ଜାବତୀ ନଦୀରେ ୮ମାସର ଗର୍ଭବତୀ ଓ ତାଙ୍କ ୬ ବର୍ଷର ଝିଅ ଶନିବାର…